ମେଟ୍ରୋ

‘ଦେଶର ଗର୍ବ ମ୍ୟୁଜିୟମ ଅଫ୍‌ ଜଷ୍ଟିସ’

କଟକ ଅଫିସ,୨୬।୨: କଟକ ବାରବାଟୀ ଦୁର୍ଗ ପରିସରରେ ମ୍ୟୁଜିୟମ ଅଫ୍‌ ଜଷ୍ଟିସ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହାକୁ ଉଦ୍‌ଘାଟନ କରି କହିଥିଲେ, ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌ ଦେଶର ଗର୍ବ। ଏଥିସହ ସେ ନାଗରିକର ଅଧିକାର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରିକି କେଜ୍‌

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତିନି ଥର ଗ୍ରାମୀ ପୁରସ୍କାର ବିଜେତା ତଥା ଭାରତୀୟ ସଙ୍ଗୀତକାର ଏବଂ ପ୍ରଯୋଜକ ରିକି କେଜ୍‌ ଶନିବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନିକଟରେ ତୃତୀୟଥର ପାଇଁ ଗ୍ରାମୀ ପୁରସ୍କାର ପାଇଥିବାରୁ ମୁଖ୍ୟମନ୍ତ୍ରୀ ରିକି...

ହାଇଦ୍ରାବାଦ ସ୍ଥାନାନ୍ତର ହେଲେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ଡୋନର ନ ମିଳିବାରୁ ଶନିବାର ଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର ହୋଇଛନ୍ତି ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆଦିଲ୍ଲୀସ୍ଥିତ ଆଇଏଲ୍‌ବିଏସ୍‌ ହସ୍ପିଟାଲରେ...

ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଏବର୍ଷ ହେବ ନାହିଁ। ଶନିବାର ମହାପ୍ରଭୁ କପିଳେଶ୍ୱରଙ୍କ ନୀତିକାନ୍ତି ବନ୍ଦ ଯୋଗୁ ଚଳିତବର୍ଷ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ରହିଛି। ପାଳିଆ ମଲିଆ ସେବାୟତମାନେ ନ ଆସିବାରୁ କପିଳେଶ୍ୱର ମନ୍ଦିରରେ ନୀତିକାନ୍ତି ହୋଇପାରିଲା ନାହିଁ।...

ସରକାରୀ ସ୍କୁଲ ପିଲାଙ୍କୁ ଦିଆଯିବ ନୋଟ୍‌ ବୁକ୍‌, ଶିକ୍ଷକ କ’ଣ ପଢାଉଛନ୍ତି ଏଥିରେ ରହିବ ଉଲ୍ଲେଖ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ସରକାରୀ ସ୍କୁଲ ପିଲାଙ୍କୁ ନୋଟ୍‌ ବୁକ୍‌ ଦିଆଯିବ। ଯେଉଁଥିରେ କି ପିଲାଙ୍କୁ ହୋମ୍‌ ଓ୍ବାର୍କ କ’ଣ ଦିଆଯାଉଛି ଏବଂ ଶିକ୍ଷକମାନେ କ’ଣ ପଢ଼ାଉଛନ୍ତି ତାହା ଉଲ୍ଲେଖ ରହିବ। ଫଳରେ ଅଭିଭାବକମାନେ ପିଲାର ପାଠପଢ଼ା ବିଷୟରେ ଜାଣିପାରିବେ। ଏନେଇ  ଶନିବାର...

ଗୋରୁ ମାଫିଅଙ୍କ ମାଡ଼ରେ ଆଇଆଇସି,ଏସ୍‌ଆଇ ଗୁରୁତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୋରୁ ମାଫିଆଙ୍କ ମାଡ଼ରେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି କଟକଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋପୀନାଥପୁର ଶାସନ ଛକରେ । ଶୁକ୍ରବାର ବିଳମ୍ବିତ ରାତିରେ ତିଗିରିଆ ପୋଲିସ ପୋଟ୍ରୋଲିଂ କରୁଥିବା ବେଳେ ଏକ ଗୋରୁ...

ସ୍ବଚ୍ଛତା କ୍ଷେତ୍ରରେ ବିଏମ୍‌ସିକୁ ପୁଣି ପ୍ରଶଂସା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ...

ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ...

ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ...

ଅର୍ଥନୈତିକ ସର୍ଭେ ରିପୋର୍ଟରେ ବିଫଳତା ଲୁଚାଯାଇଛି: ଭାଜପା

ଭୁବନେଶ୍ବର,୨୫ା୨(ବ୍ୟୁରୋ): ମିଥ୍ୟା ତଥ୍ୟର ଦସ୍ତାବିଜ ହେଉଛି ଗୁରୁବାର ଉପସ୍ଥାପିତ ହୋଇଥିବା ୨୦୨୨-୨୩ର ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ। ଅର୍ଦ୍ଧସତ୍ୟ, ଗୋଲାପୀ ସ୍ବପ୍ନ ଆଧାରିତ ଏହି ରିପୋର୍ଟରେ ଅନେକ ବିଫଳତାକୁ ରାଜ୍ୟ ସରକାର ଲୁଚାଇଛନ୍ତି। ଆସନ୍ତା ଫେବୃୟାରୀ ୨୮ରେ ଜାତୀୟ ଆୟ...

ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣକୁ ଗୁରୁତ୍ୱ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ଏବଂ ବିକାଶର ଗତି ଜାରି ରଖିବା ଲାଗି ସଡ଼କ, ସେତୁ, ବିମାନବନ୍ଦର, ରେଲଓ୍ବେ ଅଧୀନରେ ୧୯ ହଜାର ୪୫୨ କୋଟି ଟଙ୍କା ନିବେଶ କରିବାକୁ ପ୍ରସ୍ତାବ ରହିଛି। ରାଜ୍ୟରେ ଅଣ ପ୍ରମୁଖ ବନ୍ଦର ବିକାଶ...

ରାୟପୁରରେ ଓଡ଼ିଶାର କଂଗ୍ରେସ ନେତୃବୃନ୍ଦ

ଭୁବନେଶ୍ବର,୨୫ା୨(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ୮୫ ତମ ମହା ଅଧିବେଶନରେ ଯୋଗଦେବା ଲାଗି ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଓଡ଼ିଶାର ବହୁ ନେତା ଶୁକ୍ରବାର ଛତିଶଗଡ଼ର ରାୟପୁର ଗସ୍ତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri