ମେଟ୍ରୋ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୧୩୯ କୋଟି ବ୍ୟୟବରାଦ ହୋଇଛି। ୩୪,୫୦୦ ଛାତ୍ରୀଛାତ୍ରଙ୍କୁ ଏକାଡେମିକ ପୁରସ୍କାର...

ରାଜ୍ୟ ବଜେଟ୍‌ : ଜାଣନ୍ତୁ କେଉଁ ବିଭାଗକୁ କେତେ

ଭୁବନେଶ୍ୱ,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏଥିରେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରାଯାଇଛି। ସ୍ବାସ୍ଥ୍ୟ ପାଇଁ ୧୬,୦୪୮...

୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି। ସ୍ବାସ୍ଥ୍ୟ ଓ...

ରାଜ୍ୟ ବଜେଟ: ମିଲେଟ ମିଶନକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ୍‌ ୨ ଲକ୍ଷ ୩୦ହଚାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ଯାହା ଚଳିତ ବର୍ଷଠାରୁ ଆସନ୍ତା ଆର୍ଥିକ ବର୍ଷର...

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ...

ଉପସ୍ଥାପନ ହେଲା ୨୦୨୩- ୨୪ ବଜେଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।

ମଡେଲ୍‌ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ମାମଲା: ସୋନାଲୀଙ୍କୁ ଜେରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୨ ଜାନୁଆରୀ ୩୦ ତାରିଖରେ ମଡେଲ୍‌ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଏହି ଘଟଣାରେ ସୌମ୍ୟଙ୍କ ବାନ୍ଧବୀ ସୋନାଲି ନନ୍ଦଙ୍କୁ ଦାୟୀ କରିଥିଲେ । ଦ୍ୱିତୀୟ ଦିନରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍‌ ପୁଣି ତନାଘନା ଚଳାଇ...

ରାଜ୍ୟରେ ବଢିବ ଦିନ ତାପମାତ୍ରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏଥିସହ ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୪ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ...

ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ : ସାଢେ ୧୧ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଆଜି ଚତୁର୍ଥ ଦିନରେ ମଧ୍ୟ ଗୃହ କାର୍ଯ୍ୟ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଚାଷୀ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ କଂଗ୍ରେସ, ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଫଳରେ ବାଚସ୍ପତି ଗୃହକୁ...

ଖୁବ୍‌ଶୀଘ୍ର ଆସିବ ପେଟ୍‌ ଆନିମଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୪।୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଖୁବ୍‌ଶୀଘ୍ର ପେଟ୍‌ ଆନିମଲ ଗାଇଡ୍‌ଲାଇନ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ମାର୍ଚ୍ଚ ପ୍ରଥମ ସପ୍ତାହରେ ଏକ ସ୍ବତନ୍ତ୍ର ବୈଠକ ବସିବ। ଏଥିରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍‌ସି...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରାଯାଉ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ...

ଜାଲ ଦସ୍ତାବିଜ୍‌ରେ ଜମି ଠକେଇ: ଅବସରପ୍ରାପ୍ତ ବିଏମ୍‌ସି କର୍ମଚାରୀଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଜାଲ ଦସ୍ତାବିଜ ଜରିଆରେ ଜମି ଠକେଇ କରିବା ଅଭିଯୋଗରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଭୁବନେଶ୍ୱରରେ ରହୁଥିବା ହଳଧର ଦାସ, ସୁବୋଧ କୁମାର ପରିଡ଼ା ଓ ମମତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri