ମେଟ୍ରୋ

ବିଜେଡି, ଭାଜପା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ବର, ୧୨ା୮(ସୁନିତ୍‌ ମିଶ୍ର): ୧୭ ମିଳିତ ବିରେଧୀ ଦଳର ଏକ ରାଜନୈତିକ ସମ୍ମିଳନୀ ଭୁବନେଶ୍ୱରଠାରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମ୍ପ୍ରତିକ ରାଜନୈତିକ, ସାମାଜିକ ତଥା ଅର୍ଥନୈତିକ ପରିସ୍ଥିତି ସମ୍ପର୍କରେ ଦୀର୍ଘ…

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ…

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାର ହାଉସିଂବୋର୍ଡ କଲୋନୀର ଏକ ଘର ପାର୍ଶ୍ୱରେ ଶୁକ୍ରବାର ଜଣେ ନାବାଳିକାଙ୍କ ଗଳିତ ମୃତଦେହ ଜବତ କରିଛି ପୋଲିସ। ମୃତା ନାବାଳିକାଙ୍କ ପରିଚୟ ଜଣାପଡ଼ି ନ ଥିଲେ ମଧ୍ୟ ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ବଳାତ୍କାର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଇଁ ଅଭ୍ୟାସ ପରେଡ୍‌

ଭୁବନେଶ୍ୱର,୧୨।୮ (ସୂର୍ଯ୍ୟକାନ୍ତ ବେହେରା): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମଙ୍ଗଳବାର ୟୁନଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ଅପରାହ୍ନ ୩ଟାରୁ ଅଭ୍ୟାସ ପରେଡ଼ ଆରମ୍ଭ ହୋଇଛି। ଏଥିରେ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ, ଓଡିଶା ଷ୍ଟେଟ୍‌ ଆର୍ମଡ୍‌ ପୋଲିସ…

ଭୁବନେଶ୍ୱରରେ ଡେଙ୍ଗୁ ରୋଗୀ ସଂଖ୍ୟା ହଜାରେ ଡେଇଁଲା

ଭୁବନେଶ୍ୱର, ୧୨।୮(ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରରେ କ୍ଷୀପ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ଜ୍ୱର ହେବା ମାତ୍ରେ ଲୋକଙ୍କୁ ଡେଙ୍ଗୁ ଭୟ ଘାରୁଛି। ଗତ କିଛିବର୍ଷ ହେବ ରାଜଧାନୀ ଲଗାତାର ଡେଙ୍ଗୁର ହଟ୍‌ସ୍ପଟ୍‌ ପାଲଟିଥିବାବେଳେ ଚଳିତବର୍ଷ ସ୍ଥିତି ଧୀରେ ଧୀରେ ବିଗିଡିବାରେ ଲାଗିଛି।…

ରାସ୍ତାକୁ ଗୋରୁ ଛାଡ଼ିଲେ ଉଠାଇ ନେବ ବିଏମ୍‌ସି

ଭୁବନେଶ୍ୱର, ୧୨।୮ (ବନ୍ଦନା ସେଠୀ): ରାଜଧାନୀରେ ଗୋରୁଙ୍କ ଅବାଧ ବିଚରଣ ଯୋଗୁ ବହୁ ସମୟରେ ଦୁର୍ଘଟଣା ଘଟୁଛି। ସେହିପରି ଟ୍ରାଫିକ୍‌ ସମସ୍ୟା ମଧ୍ୟ ଉପୁଜୁଛି। ତେଣୁ ଏହାକୁ ଗୁରୁତର ସହ ନେଇ ନିୟମକୁ କଡାକଡି କରିଛି ବିଏମ୍‌ସି। କୌଣସି ବ୍ୟକ୍ତି ସର୍ବସାଧାରଣ…

ଆତ୍ମହତ୍ୟା ସ୍ପଷ୍ଟ, କାରଣ ଖୋଜିପାଉନି ପୋଲିସ

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍‌ସ୍ଥିତ ଦୀପାଳି ହୋଟେଲ ଆଣ୍ଡ୍‌ ବାର୍‌ରେ ଯୁକ୍ତ୨ ଛାତ୍ରୀ ଭଦ୍ରକର ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ହେଲେ ଶୁଭଲକ୍ଷ୍ମୀ କେଉଁ କାରଣରୁ ଏଭଳି ଚରମ ନିଷ୍ପତ୍ତି…

୪୩୭୩ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସୁବିଧା

ଭୁବନେଶ୍ୱର,୧୨ା୮(ଅନିଲ ଦାସ): ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଖୋଲିବ। ଏଥିପାଇଁ ୫୦୦ କୋଟି ଟଙ୍କାର ବଜେଟ ସହାୟତା ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଅଫ୍‌…

୨୫ ଦିନ ହେଲା ଧାରଣାରେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର,୧୧।୮(ଅନୁରାଧା ମହାରଣା) – ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣଅନୁଦାନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ତଥା ସଂସ୍କୃତ ଅନୁଷ୍ଠାନର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ପ୍ରାୟ ୨୫…

ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍‌…

୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା

ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍‌ଏମ୍‌ ଏମ୍‌ସିଏଚ୍‌ ବାଲେଶ୍ୱରରେ ସବୁ ସିଟ୍‌ ପୂରଣ ହୋଇଥିବାବେଳେ ଅନ୍ୟ ମେଡିକାଲ କଲେଜରେ ମୋଟ ୪୫୨ଟି ସିଟ୍‌ ଖାଲି…

ବର୍ଷା ନାହିଁ, ଘାରିଲାଣି ମରୁଡ଼ି ଚିନ୍ତା

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ୨୦ ତାରିଖ ଯାଏ ରାଜ୍ୟକୁ ବଡ଼ ବର୍ଷାର କୌଣସି ସୂଚନା ନାହିଁ। ଏହି ଖବର ଚାଷୀଙ୍କ ହୋସ ଉଡ଼ାଇ ଦେଇଛି। ଚାଷ କେମିତି ହେବ ସେଇ ଚିନ୍ତାରେ ଚାଷୀ। ରାଜ୍ୟର ୧୧ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?