ମେଟ୍ରୋ

କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟର…

‘ସମବାୟ ବିଭାଗର ପ୍ରତି ସଭାସମିତିରେ କରାଯିବ ବୃକ୍ଷରୋପଣ’

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ଜଳବାୟୁ ପରିବର୍ତ୍ତନରୁ ପରିବେଶ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ପ୍ରତିଟି ସ୍ତରରେ ପ୍ରତିବଦ୍ଧତାର ସହ ପ୍ରୟାସ ଆରମ୍ଭ ସ୍ବରୂପ ସରକାରୀ ବିଭାଗରେ ଏକ ବୃକ୍ଷ ଚାରାରେ ଜଳଦାନ ସହ ସଭା ଓ ଉତ୍ସବର ଶୁଭାରମ୍ଭ…

ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।…

ଲଣ୍ଡନ ଶାଢ଼ି ୱାକାଥନ୍‌ରେ ଓଡ଼ିଶାର ୨୫ ମହିଳା

ଭୁବନେଶ୍ୱର,୧୦।୮(ଶର୍ମିଷ୍ଠା ପାଣିଗ୍ରାହୀ)ଭାରତୀୟ କଳା, ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଶାଢ଼ିର ଅନନ୍ୟ ଏବଂ ଅପୂର୍ବ ଝଲକ ଦେଖିବାକୁ ମିଳିଛି ଲଣ୍ଡନର ରାଜରାସ୍ତାରେ। ଜାତୀୟ ହସ୍ତତନ୍ତ ଦିବସର ଅବ୍ୟବହିତ ପୂର୍ବରୁ ଇନସ୍ପାୟାରିଂ ଇଣ୍ଡିଆନ ୱିମେନ ଗ୍ରୁପ୍‌ ସହଯୋଗରେ ବ୍ରିଟିଶ ୱିମେନ ଇନ ଶାରିଜ…

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ

ଭୁବନେଶ୍ୱର,୧୦।୮(ଅସମାପିକା ସାହୁ)ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହର ରୂପ ବଦଳିବ। ଛାତ୍ରୀଛାତ୍ରଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ବ୍ୟବସ୍ଥା କରିଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ଜିଲାର ୬ହଜାରରୁ…

ମନଇଚ୍ଛା ଧରି ପାରିବେନି ସାପ

ଭୁବନେଶ୍ୱର,୧୦।୮(ଅନିଲ ଦାସ)ରାଜ୍ୟରେ ସାପ କାମୁଡ଼ାରେ ପ୍ରତିବର୍ଷ ଅନେକ ଲୋକଙ୍କ ଜୀବନ ଯାଉଛି। ସାପଗୁଡ଼ିକ ଜନବସତିକୁ ପଶି ଆସୁଥିବାରୁ ଭୟଙ୍କର ପରିସ୍ଥିତି ସୃଷ୍ଟି ହେଉଛି। ଗତ କିଛିଦିନ ହେବ ରାଜ୍ୟରେ ସାପ ଆତଙ୍କ ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସାପ ଧରିବା ଓ…

ଡିଗ୍ରୀ କଲେଜ ଭିତ୍ତିଭୂମିର ମୂଲ୍ୟାୟନ ହେବ

ଭୁବନେଶ୍ୱର, ୧୦।୮(ଅସମାପିକା ସାହୁ)ରାଜ୍ୟରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ମୂଲ୍ୟାୟନ କରାଯିବ। ଶିକ୍ଷାର ଗୁଣାତ୍ମକ ମାନ ଏବଂ କ୍ୟାମ୍ପସରେ ସୁବିଧା ବଜାୟ ରଖିବା ତଥା ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦେଇ ଉଚ୍ଚଶିକ୍ଷା…

ମନଇଚ୍ଛା ସମ୍ପତ୍ତି ବିକିପାରିବେ ନାହିଁ ସମବାୟ ସମିତି

ଭୁବନେଶ୍ୱର,୧୦ା୮(ଅନିଲ ଦାସ)ସମବାୟ ସମିତିଗୁଡ଼ିକ ପୂର୍ବଭଳି ମନଇଚ୍ଛା ନିଜର ସ୍ଥାବର ସମ୍ପତ୍ତିକୁ ବିକ୍ରି କରିପାରିବେ ନାହିଁ କିମ୍ବା କାହାରିକୁ ଦେଇପାରିବେ ନାହିଁ। ରାଜ୍ୟ ସରକାର ଏହା ଉପରେ କଟକଣା ଲଗାଇବା ସହିତ ସମବାୟ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଆଇନ…

ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ ପେନ୍‌ସନ୍‌ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର,୯ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବାର ପହିଲାରୁ ପେନ୍‌ସନ୍‌ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ବାଧ୍ୟତାମୂଳକ ହେବ। ଆବେଦନକାରୀମାନେ କେବଳ ଅନଲାଇନ ଜରିଆରେ ଆବେଦନ କରିବେ। ସ୍ଥାନୀୟ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ଏକାଡେମୀଠାରେ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଏବଂ…

ଜନଜାତିଙ୍କ ବିକାଶରେ ନୂଆ ମାଇଲଷ୍ଟୋନ୍‌ ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୮(ଅସମାପିକା ସାହୁ): ବିଶ୍ୱ ଦେଶଜ ଅଧିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତିଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ୍‌ ସୃଷ୍ଟି ହେବ…

ଉତ୍କଳ ପ୍ରଦେଶ କ୍ରାନ୍ତିତୀର୍ଥକୁ ରକ୍ତତୀର୍ଥରେ ପରିଣତ କରିଥିଲା: ରାଜ୍ୟପାଳ

ଭୁବନେଶ୍ୱର,୯ା୮(ଅସମାପିକା ସାହୁ): ଅଗ୍ନିବର୍ଷାର ମନ୍ତ୍ରଦାତା ମହାତ୍ମାଗାନ୍ଧୀ ୧୯୪୨ ଅଗଷ୍ଟ ୯ରେ ‘କର ବା ମର’ ଆହ୍ବାନ ଦେଇଥିଲେ। ସେହି ଆହ୍ବାନ ଇଂରେଜଙ୍କୁ ଭାରତ ଛାଡ଼ିବାକୁ ସାବଧାନ କରିଥିଲା। ଉତ୍କଳ ପ୍ରଦେଶରେ ସେହି ଆହ୍ବାନରେ କ୍ରାନ୍ତିତୀର୍ଥ ରକ୍ତତୀର୍ଥରେ ପରିଣତ ହୋଇଥିଲା। ଭାରତ ଛାଡ଼…

୭ ଜିଲାରେ ବର୍ଷାଭାବ, ସ୍ଥିତି ସାଂଘାତିକ

ଭୁବନେଶ୍ୱର,୯।୮(ଅନିଲ ଦାସ): ଗତ ଜୁଲାଇ ୩୦ ତାରିଖ ଲଘୁଚାପ ବର୍ଷାରେ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅନେକ ଜିଲାର ଚାଷୀ ଏବେ ବର୍ଷାକୁ ଚାତକ ପରି ଚାହିଁ ରହିଛନ୍ତି। ଅଗଷ୍ଟ ଅଧାମାସ ବିତିବାକୁ ବସିଲାଣି, ବିଲରେ ଧାନତଳି ରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?