ଶାନ୍ତିଶୃଙ୍ଖଳାରେ ଚାଲିଛି ଗୃହ
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଗୁରୁବାର ବିଧାନସଭାର ତୃତୀୟ ଦିନରେ ସୁରୁଖୁରୁରେ ଗୃହକାର୍ଯ୍ୟ ଚାଲୁରହିଛି। ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସୁବର୍ଣ୍ଣପୁର ଜିଲା ଖଇରମାଳ ଓ ଗୋଧନେଶ୍ୱରଠାରେ ଇନ୍ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରାଯିବ। ୬ ବର୍ଷ ମଧ୍ୟରେ ଏହାର...
ରାଜ୍ୟରେ ଖୋଲିବ ଆଉ ୮ ୟୁପିଏଚ୍ସି
ଭୁବନେଶ୍ୱର, ୨୨।୨(ବ୍ୟୁରୋ)- ରାଜ୍ୟରେ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାର ଆଉ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ୟୁପିଏଚ୍ସି) ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଦ୍ୱିତୀୟ ଦିନରେ ବି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ପୁଣି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରି ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ...
ବିଧାନସଭା ବଜେଟ ଅଧିବେଶନ: ୧୧.୩୦ ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଆଜି ଦ୍ୱିତୀୟ ଦିନରେ ମଧ୍ୟ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ପୂର୍ବାହ୍ନ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।
ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ
ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି...
ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ
ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି...
କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ...
ଧର୍ମେନ୍ଦ୍ର, ଜୟନାରାୟଣଙ୍କ ଆଡ଼କୁ ତଦନ୍ତ ଯାଉଛି: ପ୍ରମିଳା
ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସ ହତ୍ୟା ଘଟଣାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଘଟଣା ଏବେ ଉଗ୍ରରୂପ ଧାରଣ କରିଛି। ଉଭୟ...
ରାଜ୍ୟପାଳଙ୍କ ମୁହଁରେ ବିକାଶର ଚିତ୍ର
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଶିଳ୍ପ, କ୍ରୀଡ଼ା, ମହିଳା ସଶକ୍ତୀକରଣ, ଭିତ୍ତିଭୂମି ନିର୍ମାଣ, ବିମାନ ସେବା କ୍ଷେତ୍ରରେ ରାଜ୍ୟ ଆଗକୁ ମାଡ଼ିଚାଲିଛି। ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ ଜରିଆରେ ରାଜ୍ୟରେ ପୁଞ୍ଜିନିବେଶ ବଢ଼ିବା ସହିତ ମହିଳା ଉଦ୍ୟୋଗୀ ସୃଷ୍ଟି କରାଯାଉଛି।...
ଖରାପ ରେଜଲ୍ଟ କରୁଥିବା ସ୍କୁଲ ଶିକ୍ଷକଙ୍କ ତାଲିକା ହେବ
ଭୁବନେଶ୍ୱର, ୨୨।୨(ବ୍ୟୁରୋ): ରାଜ୍ୟରେ ଖରାପ ରେଜଲ୍ଟ କରୁଥିବା ସ୍କୁଲର ଶିକ୍ଷକଙ୍କ ତାଲିକା ପ୍ରସ୍ତୁତ ହେବ। ଏଥିପାଇଁ ଜିଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ନିର୍ଦ୍ଦେଶାନୁଯାୟୀ, ଯେଉଁ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ଟି ବିଷୟ ଯଥା ଗଣିତ,...
ଚାକିରି କରାଇଦେବା ନାଁରେ ଠକେଇ ମାମଲା: ହାଇକୋର୍ଟରେ ବର୍ଷାଙ୍କୁ ଆଶ୍ୱସ୍ତି
କଟକ ଅଫିସ,୨୧ା୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମରେ ଭୁବନେଶ୍ୱର ଶହୀଦନଗର ଓ ଚନ୍ଦ୍ରଶେଖରପୁର ଥାନାରେ ହୋଇଥିବା ଦୁଇଟି ମାମଲାରେ କୌଣସି ସତ୍ୟତା ନାହିଁ। ଭୁବନେଶ୍ବର ଡିସିପି ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇବା ପରେ ଉଭୟ ମାମଲାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି କୋର୍ଟ।...
ଦୀପାଳିଙ୍କ ବୟାନ ପ୍ରାୟୋଜିତ, ଆମେ ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି କରୁନାହୁଁ: ଭାଜପା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗୋଟିଏ ପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏନେଇ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା ଚର୍ଚ୍ଚାକୁ ଆସିଛି। ବାପାଙ୍କ ମୃତ୍ୟୁକୁ ନେଇ କୌଣସି ରାଜନୀତି କରା ନ ଯାଉ ବୋଲି...
Archives


