ରିମାଣ୍ଡରେ ଯିବେ ଲୁଣିଆ ଗ୍ୟଙ୍ଗ ସଦସ୍ୟ: ସାଜିଥିଲେ ନକଲି ପୋଲିସ
ଭୁବନେଶ୍ବର ୨୮।୪(ବ୍ୟୁରୋ): ନକଲି ପୋଲିସ ସାଜି ଟ୍ୟାଙ୍କର ହାଇଜ୍ୟାକ କରିଥିବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ଲୁଣିଆ ଗ୍ୟାଙ୍ଗର ସଦସ୍ୟ ରିମାଣ୍ଡରେ ଯିବେ। ନାଲିବତୀ ଲଗାଇ ହାଇଓ୍ବେରେ ମିଛ ପାଟ୍ରୋଲିଂ କରୁଥିବା ସହ ଡ୍ରାଇଭର, ହେଲ୍ପପରଙ୍କୁ ମାଡ଼ ମାରି ୪ ଲକ୍ଷ…
ସମ୍ବଲପୁର ହିଂସାକାଣ୍ଡ ଘଟଣା: ୪ ଜଣିଆ ଯାଞ୍ଚ ଟିମ ଗଠନ କଲା ଭାଜପା
ଭୁବନେଶ୍ୱର,୨୮।୪(ବ୍ୟୁରୋ): ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡର ତଦନ୍ତ ନିମନ୍ତେ ଭାଜପା ଏକ ୪ ଜଣିଆ ଯାଞ୍ଚ ଟିମ ଗଠନ କରିଛି। ଏହି କମିଟିରେ ଉତ୍ତର ପ୍ରଦେଶର ରାଜ୍ୟ ସଭା ଏମ୍ପି ବ୍ରଜଲାଲ, ଝାଡଖଣ୍ଡ ରାଜ୍ୟ ସଭା ଏମ୍ପି…
ଭୁବନେଶ୍ୱର ବଜାରରେ ବେନାମୀ ଖାଦ୍ୟସାମଗ୍ରୀ: ଚଢ଼ାଉ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ବଜାରରେ ବେନାମୀ ଖାଦ୍ୟସାମଗ୍ରୀ ବିକ୍ରି ହେଉଛି। ଖାଦ୍ୟ ପ୍ୟାକେଟରେ ପ୍ରସ୍ତୁତ ଓ ବୈଧ ତାରିଖ ରହୁନି । ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅଣପଞ୍ଜିକୃତ ସଂସ୍ଥା ଉପରେ ଚଢାଉ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।…
ନୟାପଲ୍ଲୀ ହଜର ପୁନରୁଦ୍ଧାର ଅଧାପନ୍ତରିଆ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ବିଏମ୍ସି ଦ୍ବାରା ଏକାଧିକ ଜଳାଶୟ ଓ ପୋଖରୀର ପୁନରୁଦ୍ଧାର କରାଯିବା ସହ ବିକାଶ ଜାରି ରହିଛି। ଏହି କ୍ରମରେ ନୟାପଲ୍ଲୀର ସର୍ବପୁରାତନ ଜଳାଶୟ ନୟାପଲ୍ଲୀ ହଜର ପୁନରୁଦ୍ଧାର ଜାରି ରହିଛି। ପ୍ରାୟ ୪ ଏକର ପରିମିତ ଜାଗାରେ ଏହି ବିକାଶ…
‘ମାନସିକ ଦୁଶ୍ଚିନ୍ତାରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଜୀବନ ଯାଉଛି’
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଗଣଶିକ୍ଷା ବିଭାଗର ଅବହେଳା ପାଇଁ ମାନସିକ ଦୁଶ୍ଚିନ୍ତାରେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀଶିକ୍ଷକଙ୍କ ଜୀବନ ଚାଲିଯାଉଛି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ କରି ନିଯୁକ୍ତିକୁ ନିୟମତି କରିବା ଦାବିରେ ଗୁରୁବାର ଓଡିଶା ସରକାରୀ ହାଇସ୍କୁଲ ସିବିଟି ସଂଘ ପକ୍ଷରୁ ଭର୍ଚୁଆଲରେ ଅନୁଷ୍ଠିତ ବୈଠକରେ ଶିକ୍ଷୟିତ୍ରୀଶିକ୍ଷକ…
ଝାରସୁଗୁଡା ଉପନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ। ଏଥିନେଇ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି। ୩ ପ୍ରମୁଖ ଦଳ ନିଜ ନିଜ ରାଜନୈତିକ ଦଳଙ୍କ ସହ ପ୍ରଚାର କରୁଛନ୍ତି। ତେବେ ନିଜ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ…
ସୌଭାଗ୍ୟଲକ୍ଷ୍ମୀ ‘ଶ୍ରେଷ୍ଠ ଓଡ଼ିଆଣୀ’
ଭୁବନେଶ୍ୱର,୨୮।୪(ବ୍ୟୁରୋ): ସମ୍ଭାବନା ପକ୍ଷରୁ ଗୁରୁବାର ସୂଚନା ଭବନଠାରେ ଶ୍ରେଷ୍ଠ ଓଡ଼ିଆଣୀ ଉତ୍ସବ ଏବଂ ଓଡ଼ିଆ ସ୍ବାଭିମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ୧୨ଟି ପର୍ଯ୍ୟାୟରେ ପ୍ରତିଯୋଗିତା ପରେ ଚଳିତବର୍ଷର ‘ଶ୍ରେଷ୍ଠ ଓଡ଼ିଆଣୀ’ ହୋଇଛନ୍ତି ସୌଭାଗ୍ୟଲକ୍ଷ୍ମୀ ମହାନ୍ତି। ସେହିପରି ଜ୍ୟୋତ୍ସ୍ନାରାଣୀ ପାତ୍ର ‘ସହ ଶ୍ରେଷ୍ଠ…
୮୮ବର୍ଷରେ ଓଡ଼ିଆ ସିନେମା
ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’କୁ ଶୁକ୍ରବାର ୮୭ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଓଡ଼ିଆ ସିନେମାର ମୋଡ଼ ବିଭିନ୍ନ କ୍ଷେତ୍ର ଦେଇ ଆଗକୁ ବଢ଼ିଛି। ୧୯୩୬ରେ ଓଡ଼ିଆ ସିନେମା ଜଗତକୁ ସେତେବେଳେ ୨୯ହଜାର ୭୮୧ଟଙ୍କା ୧୦ଅଣା ବଜେଟରେ ସୀତା ବିବାହ…
ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ମିଳିଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ…
ଖରାଛୁଟିରେ ପିଲାଙ୍କୁ ମିଳିବ ଆଇଏଫ୍ଏ ବଟିକା
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଖରାଛୁଟିରେ ଛାତ୍ରୀଛାତ୍ରଙ୍କୁ ଆଇରନ ଓ ଫଲିକ୍ ଏସିଡ୍(ଆଇଏଫ୍ଏ) ଟାବ୍ଲେଟ ବା ବଟିକା ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ନୋଡାଲ ଅଫିସର ରଘୁରାମ ଆର. ଆୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଚଳିତବର୍ଷ ଆଗୁଆ…
ମନ୍ତ୍ରୀ, ଅଫିସର ଚଢ଼ିବେ ହାଇବ୍ରିଡ୍ ଗାଡ଼ି
ଭୁବନେଶ୍ବର,୨୮ା୪(ବ୍ୟୁରୋ): ଉଭୟ ତେଲ ଓ ବ୍ୟାଟେରିରେ ଚାଲୁଥିବା ହାଇବ୍ରିଡ୍ ଗାଡ଼ି ନେତା, ମନ୍ତ୍ରୀ ଏବଂ ଅଫିସରମାନେ ଚଢ଼ିବେ। ଅର୍ଥ ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ପରିବହନ ବିଭାଗ ପକ୍ଷରୁ ଏ ନେଇ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। କିଏ କେତେ…
ଶ୍ରୀମନ୍ଦିର ରତ୍ନଭଣ୍ଡାର: ତେଜିଲା ରାଜନୀତି
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ପୁଣି ରାଜନୀତି ଆରମ୍ଭ ହୋଇଛି। ଚାବି ହଜିବା ଘଟଣାର ସାଢ଼େ ୪ ବର୍ଷ ପରେ ଜଷ୍ଟିସ୍ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ନ ହେବା ଓ ଏହାକୁ ନେଇ ରାଜ୍ୟ…
Archives


