ମେଟ୍ରୋ

‘ଡାକୋଟା’ ବିମାନ ଦେଖି ଭାବବିହ୍ବଳ ହେଲେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରଖାଯାଇଥିବା ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’କୁ ବୁଲି ଦେଖିଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ। ତାଙ୍କ ସହ ଏକ ଟିମ୍‌ ମଧ୍ୟ ‘ଡାକୋଟା’ ଦେଖିଛନ୍ତି। ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ,…

ଆସନ୍ତାକାଲି ଟ୍ରାଏଲ ରନ୍‌ କରିବ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଶୁକ୍ରବାର ‘ପୁରୀ-ହାଓ୍ବଡା ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଟ୍ରାଏଲ ରନ୍‌ କରିବ। ସକାଳ ୬ଟା ୧୦ ମିନିଟ୍‌ରେ ହାଓ୍ବଡାରୁ ଯାତ୍ରା ଆରମ୍ଭ କରିବ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପରେ ଭଦ୍ରକ, ଯାଜପୁର, କଟକରେ ୨ ମିନିଟ୍‌ ଲେଖାଏ ରହଣି କରିବ।…

ଡଙ୍ଗାବୁଡ଼ି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ…

‘ପୁରୁଣା ପେନ୍‌ସନ ଯୋଜନା ପୁନଃ ଲାଗୁ କର’

ଭୁବନେଶ୍ୱର,୨୭।୪(ବ୍ୟୁରୋ): ନୂତନ ବା ଜାତୀୟ ପେନ୍‌ସନ ଯୋଜନା (ଏନ୍‌ପିଏସ୍‌) ଉଚ୍ଛେଦକରି ପୁରୁଣା ପେନ୍‌ସନ ଯୋଜନା (ଓପିଏସ୍‌) ପୁନଃ ଲାଗୁ କରିବା ପାଇଁ ୨୦ବର୍ଷ ଧରି ହେଉଥିବା ଦାବିକୁ ତୀବ୍ରତର କରିଛନ୍ତି ଶିକ୍ଷକ ଓ କେନ୍ଦ୍ର-ରାଜ୍ୟ ସରକାରୀ କର୍ମଚାରୀ। ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ…

ଗୋଲ୍ଡେନ୍‌ ବାବାଙ୍କ ଦାମୀ କାର୍‌ ଜବତ କଲା ଇଡି

ଭୁବନେଶ୍ୱର,୨୭।୪ (ବ୍ୟୁରୋ): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ଏକ ଦାମୀ କାର୍‌କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଜବତ କରିଛି। ଓଡି୦୫ଏଲ୍‌୧୦୦୦ ନମ୍ବର ବିଶିଷ୍ଟ ଏହି କାର୍‌ଟି ଭୁବନେଶ୍ୱର ସିଆର୍‌ପି ଛକ ନିକଟରେ…

ସାପ ପେଟରୁ ବାହାରିଲା ଜାମୁରୋଳ

ଭୁବନେଶ୍ୱର, ୨୭।୪ (ବ୍ୟୁରୋ): ଜାମୁରୋଳ ଗିଳି ଅସୁସ୍ଥ ହୋଇ ପଡିଥିବା ନାଗ ସାପର ଚିକିତ୍ସା କରାଯାଇଛି। ବୁଧବାର ଓୟୁଏଟିସ୍ଥିତ ଭେଟେରିନାରି କଲେଜରେ ଅସ୍ତ୍ରୋପଚାର କରାଯାଇ ସାପ ପେଟରୁ ଜାମୁରୋଳ କଢାଯାଇଛି। ସାପଟିକୁ ଓୟୁଏଟି ଆଣିବା ପରେ ତା’ ପେଟରେ କ’ଣ ଅଛି…

ଧରାପଡ଼ିଲା ୯ ଜଣିଆ ନକଲି ପୋଲିସ ଗ୍ୟାଙ୍ଗ

ଭୁବନେଶ୍ୱର,୨୭।୪ (ବ୍ୟୁରୋ): ତେଲ ଟ୍ୟାଙ୍କର ସହ ଡ୍ରାଇଭର ଓ ହେଲ୍‌ପରଙ୍କୁ ଅପହରଣ କରି ନିସ୍ତୁକ ମାଡ଼ ମାରିବା ଏବଂ ମୁଣ୍ଡ ଜାମିନ ରଖି ମାଲିକଙ୍କଠାରୁ ୪ ଲକ୍ଷ ଟଙ୍କା ନେବା ମାମଲାରେ କମିଶନରେଟ ପୋଲିସ ଏକ ୯ ଜଣିଆ ନକଲି ପୋଲିସ…

ବିଜେବି କଲେଜକୁ ବାହାର ଲୋକଙ୍କ ପ୍ରବେଶ କଟକଣା

ଭୁବନେଶ୍ୱର,୨୭।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନ୍ୟତମ ପ୍ରତିଷ୍ଠିତ ବିଜେବି କଲେଜ ପରିସରକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଅନେକ ସମୟରେ ବାହାର ପିଲା ବା ଅଣଛାତ୍ର କ୍ୟାମ୍ପସକୁ ଅବୈଧ ଭାବେ ପ୍ରବେଶ କରି ଛାତ୍ରଙ୍କୁ ମାରପିଟ୍‌ କରିବା ସହ…

ରାଜ୍ୟବାସୀଙ୍କୁ କାମର ହିସାବ ଦେବେ ସରକାର

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ। ସରକାର ରାଜ୍ୟବାସୀଙ୍କୁ ନିଜ କାମର ହିସାବ ଦେବେ। ବିଜେଡିକୁ ରାଜ୍ୟବାସୀ ଲଗାତର ବିଜୟୀ କରି ଚାଲିଥିବାରୁ ସରକାରଙ୍କୁ ଏହା ଅଧିକ ଉତ୍ତରଦାୟୀ କରିଛି।…

୫ ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୭ା୪(ବ୍ୟୁରୋ): ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ…

୨ ଚକିଆ ଇ-ଯାନକୁ ସର୍ବାଧିକ ୨୦ ହଜାର ଟଙ୍କାର ରିହାତି

ଭୁବନେଶ୍ବର, ୨୭ା୪(ବ୍ୟୁରୋ): ସବୁ ପ୍ରକାର ଇ-ଯାନ କିଣିଲେ ଏଣିକି ପୂର୍ବ ଅପେକ୍ଷା ଅଧିକ ଟଙ୍କାର ରିହାତି ମିଳିବ। ଦୁଇ ଚକିଆ ଇ-ଯାନ ଲାଗି ପ୍ରତି କେଡବ୍ଲ୍ୟଏଚ୍‌ (କିଲୋଓ୍ବାଟ୍‌ ଆଓ୍ବାର) ପାଇଁ ୫ ହଜାର ଟଙ୍କା ରିହାତି ଦର ସ୍ଥିର ହୋଇଥିବା ବେଳେ…

ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୬।୪(ବ୍ୟରୋ): ମେ’ରେ ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ। ଏଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୂଚନାନୁସାରେ, ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ହାୱାଡା ଭାୟା ଭୁବନେଶ୍ୱର ଦେଇ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିପାରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri