ରାଜ୍ୟକୁ କମୁଛନ୍ତି ବିଦେଶୀ ପର୍ଯ୍ୟଟକ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କୋଭିଡ୍ ମହାମାରୀ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ବିଗାଡ଼ି ଦେଇଛି। କୋଭିଡ୍ ଭୟ ଯୋଗୁ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଆଶାତୀତ ଭାବେ ହ୍ରାସପାଇଛି। ଏପରି କି ୨୦୨୧ରେ ରାଜ୍ୟକୁ ମାତ୍ର ୨୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୨ରେ ଓଡ଼ିଶାକୁ...
ବିହାରରୁ ମାଷ୍ଟରମାଇଣ୍ଡ ଗିରଫ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟି ଟଙ୍କା ଠକେଇ କରିଥିବା ମାଷ୍ଟରମାଇଣ୍ଡଙ୍କୁ ବିହାରରୁ...
ମହାଦେବଙ୍କ କରୁଣା ଜୀବନକୁ ସୁଖ ଶାନ୍ତିରେ ଭରିଦେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରି ବା ଜାଗରଯାତ୍ରା। ଏ ନେଇ ସବୁ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜାଗରର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରି ତଥା...
ବଜେଟ୍ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ
ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ...
ଜୟନାରାୟଣ, ଇରାଶିଷ ଅଭ୍ୟାସଗତ ଅପରାଧୀ: ଚିନ୍ମୟ
ଭୁବନେଶ୍ବର,୧୮ା୨(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ମୁହଁାମୁହିଁ ସ୍ଥିତି ଜଟିଳ ହେଉଥିବା ଦେଖିବାକୁ ମିଳୁଛି। ଭାଜପା ଯୁବମୋର୍ଚ୍ଚା ଶାସକ ଦଳକୁ ଟାର୍ଗେଟ କରିଥିବା ବେଳେ ବିଜୁ ଯୁବ ଜନତା ଦଳ ଏହାର ପାଲଟା ଜବାବ ରଖିଛି।...
ଅରୂପଙ୍କ ବିରୋଧରେ ଥାନାରେ ଏତଲା
ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ମନ୍ତ୍ରୀ ନବ ଦାସଙ୍କୁ ସର୍ବସମ୍ମୁଖରେ ଜଣେ...
୩୦ ୱାର୍ଡ କାର୍ଯ୍ୟାଳୟ ନିର୍ମାଣ ପାଇଁ ମଞ୍ଜୁରୀ
ଭୁବନେଶ୍ୱର, ୧୮।୨ (ବ୍ୟୁରୋ): ବିଏମ୍ସିର ନୂଆ କାର୍ଯ୍ୟାଳୟ ଉଦ୍ଘାଟନ ହେବା ପରେ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ମେୟରଙ୍କ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବିଏମ୍ସି କଣ୍ଟ୍ରାକ୍ଟସ୍ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଥିଲା। ଆସନ୍ତା ୨୦ରେ ହେବାକୁ...
ଝଲସୁଛି ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି...
ମହିଳା କାରିଗରଙ୍କୁ ନେଇ ଆରମ୍ଭ ହେଲା ‘ସ୍ନେହା ସମ୍ପୂର୍ଣ୍ଣା’
ଭୁବନେଶ୍ୱର,୧୮।୨(ବ୍ୟୁରୋ): ତଳସ୍ତରର କାରିଗରଙ୍କ ଦକ୍ଷତା ଓ କଳାକୁ ସମସ୍ତେ ଚିହ୍ନିବେ। ସେମାନଙ୍କୁ ଉଚିତ୍ ପ୍ରାପ୍ୟ ମିଳିବ। ଓଡ଼ିଶାର ସଂସ୍କୃତି ସହ କାରିଗରି ବିଶ୍ୱସ୍ତରରେ ପହଞ୍ଚତ୍ବ ବୋଲି ଶୁକ୍ରବାର ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ବ୍ରାଣ୍ଡ୍ ‘ସ୍ନେହା ସମ୍ପୂର୍ଣ୍ଣା’ର ପ୍ରଥମ ମହିଳା ହସ୍ତତନ୍ତ...
ଠକେଇ ଟଙ୍କାରେ ଯାତ୍ରା ପାର୍ଟି
ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ।...
ସ୍ବତନ୍ତ୍ର ତଦନ୍ତ ଟିମ୍ ଗଠିତ, ବାରାଣସୀ ଯିବ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍ (ଡ୍ରଗ୍ସ ଏନ୍ଫୋର୍ସମେଣ୍ଟ ଟିମ୍) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ...
କିଟ୍ର ବିଭିନ୍ନ ଷ୍ଟାଡିୟମ ଲୋକାର୍ପିତ
ଭୁବନେଶ୍ୱର,୧୮।୨ (କ୍ରୀଡ଼ା ପ୍ରତିନିଧି): କିସ୍ ବିଶ୍ୱବିଦ୍ୟାଳୟ ୨ୟ ଏବଂ କିସ୍-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍ଘାଟନ କରିଛନ୍ତି। ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍ର ବିଭିନ୍ନ ଷ୍ଟାଡିୟମ ଓ...
Archives


