ମେଟ୍ରୋ

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍‌ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର ରମେଶ ଜେନା, ସୋଫିଆ ଫିର୍ଦ୍ଦୋସ, ଦାଶରଥି ଗମାଙ୍ଗ ଏବଂ ବିଜେଡିର ନବ କିଶୋର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ ମନ୍ତ୍ରୀ, ବିଧାୟକମାନଙ୍କ ଗୋଡ଼ାପଳା ଦୃଶ୍ୟ ସାଙ୍ଗକୁ ମାରଧର ଏବଂ ଠେଲାପେଲା ଉପସ୍ଥିତ ସୁରକ୍ଷାକର୍ମୀ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ବିଜୟୀ ହେବାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପକ୍ଷରୁ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର ୩ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ କ୍ରସ୍‌…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ। ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ। ବିଜେଡିର ୮ ଏବଂ କଂଗ୍ରେସରୁ ୩ କ୍ରସ୍‌ ଭୋଟିଂ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ଭକ୍ତ କହିଛନ୍ତି, କଂଗ୍ରେସରୁ ୩ ଜଣ ବିଧାୟକ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି । ସର୍ବାଧିକ ଭୋଟ ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ କୁମାର ମଧ୍ୟ ବିଜୟୀ…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ଜିତିଛନ୍ତି ।…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ ରାଜ୍ୟ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୟ ପରେ ରାୟ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା ଏବଂ ଏହାର ସମର୍ଥିତ ପ୍ରାର୍ଥୀ ମୋଟ ୩ଟି ଆସନ ହାସଲ କରିଥିବାବେଳେ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?