ମେଟ୍ରୋ

ଓଡ଼ିଶାକୁ ମିଳିବନି ସ୍ବତନ୍ତ୍ର ପାହ୍ୟା

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁି। କେବଳ ଓଡ଼ିଶା ନୁହେଁ, କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ...

ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ...

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି...

ଅର୍ଥୋପେଡିକ୍ ବିଭାଗରେ ଚିକିତ୍ସିତ ହେଉଥିଲେ ଗୋପାଳ: ବିଜୟ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ତର ତଦନ୍ତ ଚାଲିଥିବା ବେଳେ ଶୁକ୍ରବାର ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କହିଛନ୍ତି ଯେ, ଗୋପାଳ ବୁର୍ଲା ମେଡିକାଲ କଲେଜରେ ଅର୍ଥୋପେଡିକ୍ ବିଭାଗରେ ଚିକିତ୍ସିତ ହେଉଥିଲେ। ମାନସିକ ସମସ୍ୟା ନେଇ କୌଣସି ପ୍ରମାଣ...

ଦୁର୍ନୀତି ପ୍ରମାଣ ଥାଇ କାର୍ଯ୍ୟାନୁଷ୍ଠାନ ନାହିଁ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ସ୍ବଚ୍ଛ ଶାସନ ଓ ଦୁର୍ନୀତିମୁକ୍ତ ପ୍ରଶାସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ ଓ ୫-‘ଟି’କୁ ଗୁରୁତ୍ୱ ଦେଉଥିବାବେଳେ ବନ ବିଭାଗ କିନ୍ତୁ ବେଫିକର। ସଲାସୁତୁରାରେ କାମ ଚାଲିଥିବାବେଳେ ଉପରିସ୍ଥ ଅଧିକାରୀଙ୍କ ଲାଞ୍ଚଖୋର ମନୋଭାବ ବନ ବିଭାଗକୁ...

ଉଠାଦୋକାନୀ-ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ହାତାହାତି

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜଧାନୀ ରାସ୍ତାକଡ଼ରୁ ଉଠାଦୋକାନ ଉଚ୍ଛେଦକୁ ନେଇ ଗୁରୁବାର ଉଠାଦୋକାନୀ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ (ଉଚ୍ଛେଦକାରୀଦଳ) ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଥମେ ବିରୋଧ ଓ ପରେ ପାଟିତୁଣ୍ଡ ଏବଂ ଶେଷରେ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଉଠାଦୋକାନୀ...

୨ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ

ଭୁବନେଶ୍ବର, ୧୭ା୨(ବ୍ୟୁରୋ):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ସ୍ଥାନୀୟ ଏକ ହେଟେଲ୍‌ରେ ଆୟୋଜିତ ଖବରଦାନା ସମ୍ମିଳନୀରେ ଯୋଗ ଦେଇ ନିର୍ମଳା ପୋଷ୍ଟ ବଜେଟ ସଂକ୍ରାନ୍ତରେ ସୂଚନା...

ଦେବ୍ରିଗଡ଼କୁ ବ୍ୟାଘ୍ର ପ୍ରକଳ୍ପ ମାନ୍ୟତା

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ସମ୍ବଲପୁର ଜିଲାର ଦେବ୍ରିଗଡ଼ ଅଭୟାରଣ୍ୟକୁ ବ୍ୟାଘ୍ର ପ୍ରକଳ୍ପ ମାନ୍ୟତା ମିଳିଛି। ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ମଞ୍ଜୁରୀ ଦେଇଛି। ଏହି ଘୋଷଣା ପରେ ଆସନ୍ତା ୨ ମାସ ମଧ୍ୟରେ ସର୍ଭେ କାର୍ଯ୍ୟ ଶେଷ ହେବ।...

ବଦଳିବ ଏନ୍‌ଏଚ୍‌ ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ରୂପରେଖ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଖୁବ୍‌ଶୀଘ୍ର ଦେଶରେ ଜି-୨୦ ସମ୍ମିଳନୀ ଆୟୋଜନ ହେବ। ଏହି ପରିପ୍ରେକ୍ଷୀରେ ଆସନ୍ତା ଏପ୍ରିଲ ୨୪ରୁ ୨୬ ଏବଂ ମେ’ ୧୫ରୁ ୧୭ ତାରିଖ ମଧ୍ୟରେ ବିଦେଶୀ ପ୍ରତିନିଧି ଦଳ ଓଡ଼ିିଶା ଆସିବେ। ସେମାନେ ଭୁବନେଶ୍ୱର, ବ୍ରହ୍ମପୁର, ଖଣ୍ଡିଗିରି ଅଞ୍ଚଳ...

ଷଣ୍ଢପଣିଆ ଦେଖାଉଛି, ଗୋଟେ ଚାପୁଡ଼ା ପଡ଼ିଲେ ସେଇଠି ପଡ଼ିଯିବ: ଅରୂପ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଷଣ୍ଢପଣିଆ ଦେଖାଉଛି। ଗୋଟିଏ ଚାପୁଡ଼ା ପଡ଼ିଗଲେ ସେ ସେଇଠି ପଡ଼ିଯିବ। ଖଣ୍ଡାଫଣ୍ଡା ଦରକାର ନାହିଁ, ତାକୁ ଗୋଟିଏ ଜାବଡା ଦରକାର। ପୋଲିସ ଭାଇଙ୍କୁ ଟିକେ ଚାନ୍ସ ଦେଇଦିଅ, ସେମାନେ ହଟାଇଦେବେ। ଗୁରୁବାର ବିଏମ୍‌ସି ଅଫିସ ସମ୍ମୁଖରେ ବିଜେଡି ପ୍ରତିବାଦ ସଭାରେ...

ସ୍ଥାପନ ହେବ ୧ ହଜାର ଶୀତଳଭଣ୍ଡାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପନିପରିବା ସଂରକ୍ଷଣ ପାଇଁ ରାଜ୍ୟରେ ୧୦୦୦ କ୍ଷୁଦ୍ର ଶୀତଳଭଣ୍ଡାର ନିର୍ମାଣ କରାଯିବ। ଗ୍ରାମାଞ୍ଚଳର ଯେଉଁ ସ୍ଥାନରେ ପନିପରିବା ଉତ୍ପାଦନ ଅଧିକ ହେଉଥିବ ସେଠାରେ ଏହି ଶୀତଳଭଣ୍ଡାର ସ୍ଥାପନ କରାଯିବ। ପ୍ରତ୍ୟେକ କେନ୍ଦ୍ରର ସଂରକ୍ଷଣ କ୍ଷମତା ୧୦ରୁ ୧୫ ମେଟ୍ରିକ୍‌ ଟନ...

କଂଗ୍ରେସରେ ସାମିଲ ହେଲେ ପ୍ୟାରୀମୋହନଙ୍କ ଝିଅ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଂଗ୍ରେସରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି। ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri