କଣାସରୁ ମିଳିଲା ପ୍ରାଚୀନ ହାତୀ ମୂର୍ତ୍ତି
ଭୁବନେଶ୍ୱର(ବ୍ୟୁରୋ)/କଣାସ,୧୬।୫(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ…
ମିଶ୍ର କ୍ରିଏଶନ୍ସ ଏମ୍ଡି ଜ୍ୟୋତିରଞ୍ଜନ ଗିରଫ
ଭୁବନେଶ୍ୱର,୧୮।୫(ବ୍ୟୁରୋ): ଫ୍ଲାଟ୍ ଦେବାକୁ କହି ୧୫ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ରିଏଲ ଇଷ୍ଟେଷ୍ଟ କମ୍ପାନୀ ଏମ୍/ଏସ୍ ମିଶ୍ର କ୍ରିଏସନ୍ସ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି)ଙ୍କୁ ମଙ୍ଗଳବାର ଗିରଫ କରିଛି। ସେ…
ସାହାଯ୍ୟକାରୀକୁ ସାହାଯ୍ୟ
ସାଂପ୍ରତିକ ସାମାଜିକ ସ୍ଥିତିରେ ବ୍ୟକ୍ତିଗତ ସ୍ବାର୍ଥ ଓ ଉନ୍ନତି ପଛରେ ଆମେ ଯେତିକି ଗୁରୁତ୍ୱ ଦେଉଛେ ସେହି ଅନୁସାରେ ଉଦାର ମନୋଭାବ, ଦୟା ଓ ପରୋପକାର ଇତ୍ୟାଦି ଶବ୍ଦ ‘ନୀତିକଥା’ରେ ରହିଯାଇଛି। ଜୀବନ ଜିଇବା ପାଇଁ ସଂଘର୍ଷ କରୁଥିବା ଲୋକଟି ବିଷୟରେ…
ତାଣ୍ଡବ ରଚିଲା କାଳବୈଶାଖୀ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ପ୍ରଚଣ୍ଡ ଗରମ ଯୋଗୁ ଦିନତମାମ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ଅପରାହ୍ନରେ କାଳବୈଶାଖୀଜନିତ ଝଡ଼ବର୍ଷା ତାଣ୍ଡବ ରଚିଛି। ଉପକୂଳବର୍ତ୍ତୀ ଜିଲା କଟକ,ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ଓ ପବନ ହୋଇଛି। ଘଣ୍ଟା ପ୍ରତି ୪୦ରୁ…
ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ…
ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।…
ଉମେଶ ନିଲମ୍ବିତ, ହୁସେନଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ବିଶୃଙ୍ଖଳିତ ଆଚରଣ ପାଇଁ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ମଙ୍ଗଳବାର କଂଗ୍ରେସ ଭବନଠାରେ କିଶୋର ଚନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ବୈଠକ…
ଅସହ୍ୟ ଗୁଳଗୁଳି, ଜନଜୀବନ ଅସ୍ତବ୍ୟସ୍ତ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ସକାଳୁ ସକାଳୁ ତାତି ବଢ଼ୁଛି। ପୁରୀରେ ଆଦ୍ରତା ୮୭ ପ୍ରତିଶତ ରହିଥିବା ବେଳେ ଗୋପାଳପୁରରେ ୮୪ ପ୍ରତିଶତ, ଚାନ୍ଦବାଲିରେ ୮୩ ପ୍ରତିଶତ,…
୧୮ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ। ଦିନ…
ୟୁପିଆଇ ତଥ୍ୟ ପାଇଁ ଏନ୍ପିସିଆଇକୁ ଚିଠି ଲେଖିଲା ଏସ୍ଟିଏଫ୍
ଭୁବନେଶ୍ୱର,୧୬।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସ୍ଆଇ) ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଅଧିକ ତଦନ୍ତ ଜାରି ରଖିଛି। ୩ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ସୌମ୍ୟ…
ବିଏମ୍ସି ପକ୍ଷରୁ ଥ୍ରୀ ଆର୍ ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୧୬।୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆରମ୍ଭ ହୋଇଛି ଥ୍ରୀ ଆର୍ (R) ବା ରିଡ୍ୟୁସ୍, ରି-ୟୁଜ୍ ଓ ରିସାଇକେଲ। ଅର୍ଥାତ୍ କମ୍ ଉପଯୋଗ କରିବା, ତା’ର ପୁନଃ ବ୍ୟବହାର କରିବା ଏବଂ ପୁନଃ ଚକ୍ରଣ କରିବା।…
ସରକାରୀ ଅର୍ଥରେ ଦୁବାଇ ଗସ୍ତ ନିନ୍ଦନୀୟ: ବିରୋଧୀ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସୋମବାରଠାରୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏହି ବିମାନରେ ବିଜେଡିର ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ବିଧାୟକ ଦୁବାଇ ଗସ୍ତ କରିଛନ୍ତି। ବିଧାୟକଙ୍କ ଗସ୍ତକୁ ବିରୋଧୀ ଭାଜପା ଓ କଂଗ୍ରେସ ପକ୍ଷରୁ କଡା ସମାଲୋଚନା କରାଯାଇଛି। ଭାଜପା…
Archives


