ମେଟ୍ରୋ

ନକଲି ବିଏମ୍‌ସି ଅଧିକାରୀ ଗିରଫ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ନିଜକୁ ବିଏମ୍‌ସିର ବରିଷ୍ଠ ଅଧିକାରୀ ପରିଚୟ ଦେଇ ପ୍ଲାଷ୍ଟିକ, କପଡ଼ା ଓ ଅନ୍ୟାନ୍ୟ ନିଷିଦ୍ଧ ସାମଗ୍ରୀ ବିକ୍ରି କରୁଥିବା କହି ଫେରି ବେପାରିଙ୍କଠାରୁ ଜରିମାନା ଆଦାୟ କରୁଥିଲେ। ଅଭିଯୋଗ ପରେ ଖଣ୍ଡଗିରି ପୋଲିସ ସଂପୃକ୍ତ ନକଲି ଅଧିକାରୀଙ୍କୁ ଗିରଫ…

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା

ପୁରୁଣା ଭୁବନେଶ୍ୱର,୨୪ା୪ (ଡି.ଏନ୍‌.ଏ.): ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଭିତର ଓ ବାହାର ଚନ୍ଦନ ଅନୁଷ୍ଠିତ ହୋଇଛି। ଦୈନିକ ନୀତି ଭୋଗମଣ୍ଡପ ସରିବା ପରେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା ପରେ…

କିସ୍‌ ଷ୍ଟାଡିୟମରେ ସି-୨୦ ମାନବ ଲୋଗୋ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ସିଭିଲ-୨୦(ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଓ ଦିବ୍ୟାଙ୍ଗ ଓ୍ବାର୍କିଂ ଗ୍ରୁପ୍‌ ସମ୍ମିଳନୀ ଅବସରରେ କିସ୍‌ ଷ୍ଟାଡିୟମରେ କିସ୍‌ର ୩ ହଜାର ଛାତ୍ରୀ ସି-୨୦ ମାନବ ଲୋଗୋ ତିଆରି କରିବା ସହ ଏକ ସ୍ବତନ୍ତ୍ର ଟର୍ଚ୍ଚ ଲାଇଟ୍‌…

ଆପାର୍ଟମେଣ୍ଟରୁ ପଡ଼ି ଆଇନ ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟର ଛାତରୁ ପଡ଼ି ରବିବାର ରାତିରେ ଜଣେ ଆଇନ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ୟୁନିଟି-୬ ଗଙ୍ଗନଗରରେ ରହୁଥିବା ଅନିରାଜ ମାନସ ଟୁଡୁ। ତାଙ୍କ ପକେଟ୍‌ରୁ ମିଳିଥିବା ଆଇକାର୍ଡରୁ ସେ କଟକରେ…

ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଆ ଭଳି ଓଏସ୍‌ଏସ୍‌ସି ପରୀକ୍ଷା ପ୍ରଶ୍ନପତ୍ର: ଭାଜପା

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ଯେମିତି ଓଡ଼ିଆ କୁହନ୍ତି, ଠିକ୍‌ ସେମିତି ଓଏସ୍‌ଏସ୍‌ସି ପରୀକ୍ଷାରେ ଓଡ଼ିଆ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି। ରାଜ୍ୟ ସରକାର ଓଡ଼ିଶାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି। ଓଏସ୍‌ଏସ୍‌ସି ପରୀକ୍ଷା ପ୍ରଶ୍ନପତ୍ର ଦେଖିଲେ ଜଣାପଡ଼ୁଛି, ଏହାକୁ ପ୍ରସ୍ତୁତ କରୁଥିବା…

ଆତଙ୍କ ଖେଳାଉଥିବା ପେସାଦାର ଲୁଟେରା ଗିରଫ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ମୋବାଇଲ ଓ ସୁନା ଚେନ୍‌ ଲୁଟ୍‌ପାଟ୍‌ କରି ଆତଙ୍କ ଖେଳାଉଥିବା ଜଣେ ପେଷାଦାର ଲୁଟେରାଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ରହୁଥିବା ନୟାଗଡ଼ ଜିଲା…

ଘଡ଼ଘଡ଼ି ସହ ବର୍ଷା ପବନ ଆଶଙ୍କା, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ପୂର୍ବାହ୍ନ ସୁଦ୍ଧା କଳାହାଣ୍ଡି, ରାୟଗଡ଼ା କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏଥିସହ ଘଣ୍ଟା…

ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ ଲାଗି ଅମଙ୍ଗ: ତଥାଗତ

ଭୁବନେଶ୍ବର, ୨୪ା୪(ବ୍ୟୁରୋ): ମୁଁ ନିର୍ଦ୍ଦଳୀୟ। ଏବେ ମୁଁ କୌଣସି ଦଳରେ ନାହିଁ। ମୁଁ ଆପଣମାନଙ୍କ ଦଳରେ ଅଛି। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବାକୁ ଅମଙ୍ଗ ବୋଲି ରବିବାର ଶଙ୍ଖ ଭବନ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବା ଅବସରରେ ପୂର୍ବତନ ଏମ୍‌ପି ତଥା ଧରିତ୍ରୀ…

‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…

ବସୁଧୈବ କୁଟୁମ୍ବକମ୍‌ ବାର୍ତ୍ତା ଦେବ ଶଙ୍ଖ ଭବନ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ…

କୃଷି ସମୀକ୍ଷା କେନ୍ଦ୍ର, ମିଲେଟ ଶକ୍ତି କାଫେ’ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ଅକ୍ଷୀ ମୁଠି ଅନୁକୂଳ କରି କୃଷକମାନଙ୍କୁ ଶୁଭେଛା ଜଣାଇଥିଲେ।…

ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri