ଆଜି ନୂଆ ବିଜେଡି ଅଫିସ ଉଦ୍ଘାଟନ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ୟୁନିଟ-୬ କ୍ୟାପିଟାଲ ହସ୍ପିଟାଲ ନିକଟରେ ଥିବା ବିଜୁ ଜନତା ଦଳର ନବନିର୍ମିତ ଶଙ୍ଖ ଭବନ କାର୍ଯ୍ୟାଳୟ ଉଦ୍ଘାଟନ ହେବ। ରବିବାର ପବିତ୍ର ଅୟକ୍ଷ ତୃତୀୟା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୦ଟା…
ଅକ୍ଷୟ ତୃତୀୟା ଅବସରରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା…
ଛତାବରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ସୁର ରାଉତରାୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ଏହି ଅବସରରେ ଖୋର୍ଦ୍ଧା ଛତାବରରେ ଜଟଣୀ ବିଧାୟକ ସୁର ରାଉତରାୟ ଅଖିମୁଠି ଅନୁକୂଳ କରିଛନ୍ତି । ଏହି ସମୟରେ…
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା ଅବସରରେ ଓୟୁଏଟିର ଶୈକ୍ଷିକ କୃଷି ଫାର୍ମରେ ଅଖିମୁଠି ଅନୁକୂଳ କରିଛନ୍ତି। ଭୂମିପୂଜା କରିବା ସହ ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ସାହାଯ୍ୟରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ଆଜିର…
ଅନୁକୂଳର ପର୍ବ
ବୈଶାଖ ମାସ କରୁଣାପ୍ରାପ୍ତିର ମାସ। ହୟଶୀର୍ଷ ସଂହିତା ମତରେ ଏହି ପବିତ୍ର ମାସରେ ମହାପ୍ରଭୁ ‘ମଧୁସୂଦନ’ ନାମରେ ଉପାସିତ ହୁଅନ୍ତି। ଏହା ପଛରେ ମଧ୍ୟ ମଧୁକୈଟଭ ରାକ୍ଷସର ଐତିହ୍ୟ ରହିଛି। ଓଡ଼ିଆରେ ପ୍ରଚଳିତ: ମଧୁକଇଟଭ ଅରି ଶ୍ରୀମଧୁସୂଦନ, ଦୁଃଖୀର ବାନ୍ଧବ ତୁମ୍ଭେ…
ଓଏଚ୍ପିସିର ୨୮ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…
ଆଜିଠୁ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀ ଅଧୀନ ସ୍ବତନ୍ତ୍ର ପ୍ରଦର୍ଶନୀ
ଭୁବନେଶ୍ୱର, ୨୩।୪ (ବ୍ୟୁରୋ): ଭାରତର ଜି-୨୦ ଅଧ୍ୟକ୍ଷତା କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରରେ ଆସନ୍ତା ସପ୍ତାହରେ ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ରବିବାର ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜିତ ହେବ। ସିଏସ୍ଆଇଆର୍ ଖଣିଜ ଓ ବସ୍ତୁ ପ୍ରଯୁକ୍ତି…
ବିଜୟ ପଟ୍ଟନାୟକ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଗତ କିଛି ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସାଧାରଣ…
ରାଜ୍ୟରେ ମହିଳା, ଶିଶୁ ଅସୁରକ୍ଷିତ, ଗୁଡୁ ମୁସ୍ଲିମ ସୁରକ୍ଷିତ: ଭାଜପା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଏନ୍ସିଆର୍ବି ରିପୋର୍ଟ ଅନୁସାରେ ମହିଳା ବିରୋଧୀ ଅତ୍ୟାଚାରରେ ଓଡ଼ିଶା ସର୍ବାଗ୍ରେ ରହିଛି । ବିଜେଡି ସରକାର ମହିଳା ସୁରକ୍ଷାକୁ ଆଦୌ ଗୁରୁତ୍ୱ ଦେଉନାହାନ୍ତି ା ‘୫-ଟି’ ଓ ‘ମୋ ସରକାର’ ବୋଲି ମିଥ୍ୟା ପ୍ରହେଳିକା କରି ଲୋକଙ୍କୁ ଭ୍ରମିତ କରୁଛନ୍ତି।…
ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ…
ଆଜି ପବିତ୍ର ଅକ୍ଷୟ ତୃତୀୟା: ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷା ପୁଅ ଅଖିମୁଠି ଅନୁକୂଳ କରିଥାଏ । କ୍ଷେତରେ ବିହନ ବୁଣିବା ସହ ଭଲ ଅମଳ ପାଇଁ ମାଟି ମାଆକୁ ପୂଜା କରାଯାଏ । ବିଶ୍ୱାସ…
କୁଇ, ଦେଶିଆ ଭାଷାରେ ପ୍ରସ୍ତୁତ ହେବ ପାଠ୍ୟୋପକରଣ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଓଡ଼ିଶାର କୋରାପୁଟ ଜିଲାରେ ପ୍ରଚଳିତ ‘କୁଇ’ ଏବଂ ‘ଦେଶିଆ’ ଭାଷାରେ ଶିକ୍ଷାଦାନ ଓ ଶିକ୍ଷା ଆହରଣ ପାଇଁ ସ୍ବତନ୍ତ୍ର ପାଠ୍ୟୋପକରଣ ପ୍ରସ୍ତୁତ ହେବ। ଏଥିପାଇଁ ନ୍ୟାଶନାଲ କାଉନ୍ସିଲ ଅଫ୍ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍ ଟେକ୍ନୋଲୋଜି (ଏନ୍ସିଇଆର୍ଟି) ପକ୍ଷରୁ ୧୦ ଜଣିଆ…
Archives


