ସୋମବାର କ୍ୟାବିନେଟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ ବୈଠକ ବସିବ। ବୈଠକରେ ପାନୀୟ ଜଳ, କ୍ୟାଡର ପୁନର୍ଗଠନ, ଜଳସେଚନ, ଟେଣ୍ଡର ଅନୁମୋଦନ ଭଳି ୧୦ରୁ ଅଧିକ ପ୍ରସ୍ତାବ…
ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ ଜାରି…
ନୂଆପଡ଼ାରେ ସର୍ବାଧିକ, ଉପକୂଳରେ ହ୍ରାସ
ଭୁବନେଶ୍ବର,୨୨।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ପାଣିପାଗରେ ପରିବର୍ତ୍ତନ ହୋଇ ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଫଳରେ ତାତି ଓ ଗୁଳୁଗୁଳିରେ କଲବଲ ହେଉଥିବା ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହେଲେ ପଶ୍ଚିମ ଓଡ଼ିଶାରେ ପୂର୍ବଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଶନିବାର…
ଖୋଲା ରହିବ ଅଙ୍ଗନଓ୍ବାଡି କେନ୍ଦ୍ର
ଭୁବନେଶ୍ୱର,୨୨।୪ (ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଶନିବାର ଅଙ୍ଗନଓ୍ବାଡି କେନ୍ଦ୍ର ଲାଗି ସୂଚନା ଜାରି କରାଯାଇଛି। ଗ୍ରୀଷ୍ମ ଛୁଟି ଲାଗି ସ୍କୁଲଗୁଡିକ ଛୁଟି ରହିବା ସହ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ପୂର୍ବଭଳି ଖୋଲା ରହିବା ପାଇଁ ନିର୍ଦ୍ଦେଶ…
ଅଶାନ୍ତ ବିଜେବି କଲେଜ: ୩ ଛାତ୍ରଙ୍କୁ ଗୋଡ଼ାଇ ହାଣିଲେ ଅଣଛାତ୍ର
ଭୁବନେଶ୍ବର ୨୨।୪(ବ୍ୟୁରେ): ବିଜେବି କଲେଜ ପୁଣି ଅଶାନ୍ତ ହୋଇଛି। କଲେଜ ପରିସରରେ ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାଯୋଗ୍ୟ, କ୍ରିକେଟ ଖେଳକୁ…
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଚାର୍ଜସିଟ୍ ଦାଖଲ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଥିବା ଜଣାପଡ଼ିଛି। ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବର୍ହିଭୂତ…
ଭଡ଼ା ଅଟୋରେ ଆସି ବାଇକ୍ ଚୋରି
ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଭଡା ଅଟୋରେ ଆସୁଥିଲେ। ଆଉ ବାଇକ ଚୋରି କରିବା ପରେ ସେହି ବାଇକ ଯୋଗେ ଘରକୁ ଫେରୁଥିଲେ। ଏହାପରେ ଉକ୍ତ ଚୋରା ବାଇକକୁ ବନ୍ଧକ ରଖି ସୁଧରେ ଟଙ୍କା ଆଣୁଥିଲେ। ଏମିତି ନୂଆ ତରିକାରେ ପୁଣି ଦ୍ୱୈତ ନଗରୀରେ ଦୀର୍ଘଦିନ…
ଗ୍ରହର ସୁସ୍ଥ ଭବିଷ୍ୟତ ପାଇଁ…
ପୃଥିବୀ ଆମର ଘର। ନିଜ କୋଳରେ ଆମକୁ ଧରି ରଖିଥିବାରୁ ତା’ର ନାମ ଧରା ବା ‘ଧରିତ୍ରୀ’। ଆମର ମୌଳିକ ଆବଶ୍ୟକତାକୁ ପୂରଣ କରିବା ପାଇଁ ଧରାପୃଷ୍ଠରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଆମେ କିନ୍ତୁ ଆମ ଲୋଭକୁ ପୂରଣ କରିବା…
ତାତିରୁ ଆଶ୍ୱସ୍ତି, ଓଡ଼ିଶା ଥଣ୍ଡା
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ହଠାତ୍ ପାଗ ବଦଳିଯାଇଛି। କାଳବୈଖାଖୀଜନିତ ବର୍ଷା ଓ ପବନ ପ୍ରଚଣ୍ଡ ରୌଦ୍ରତାପରେ ବ୍ରେକ୍ ଲଗାଇଛି। ଗତ କିଛିଦିନ ହେବ ଲାଗି ରହିଥିବା ଗରମ ଜ୍ୱାଳାରୁ ସାରା ରାଜ୍ୟ ମୁକ୍ତ ହୋଇଛି। ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ହେବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି।…
ଗୁଡ୍ଡୁ ମୁସଲିମ୍ଙ୍କ ବରଗଡ଼ ଲିଙ୍କ୍
ଭୁବନେଶ୍ୱର,(ବ୍ୟୁରୋ)/ ବରଗଡ଼ ଅଫିସ୍, ୨୨।୪: ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ୍ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍ଙ୍କୁ ଧରିବାକୁ ଉତ୍ତରପ୍ରଦେଶ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବିଭିନ୍ନ ରାଜ୍ୟରେ ଖୋଜାଖୋଜି କରୁଛି। ଗିରଫଦାରି କିମ୍ବା ଏନ୍କାଉଣ୍ଟର ଭୟରେ ଗୁଡ୍ଡୁ ପୁରୀକୁ ଆସି ଆତ୍ମଗୋପନ…
ଶ୍ରୀଜଗନ୍ନାଥ ପ୍ରଶାସନ ଫାଇଲ ମିଳିଗଲା
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ଆଇନ ବିଭାଗ ଅଫିସରେ ହଜିଯାଇଥିବା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ସମ୍ପର୍କିତ ୨ଟି ପୁରୁଣା ଫାଇଲ ମିଳିଯାଇଛି। ଏହା ସମ୍ପୂର୍ଣ୍ଣ ସୁରକ୍ଷିତ ଅଛି। ଶୁକ୍ରବାର ଆଇନ ବିଭାଗ ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ବିଭାଗ ପକ୍ଷରୁ…
ଆହତ ସେନା ଡ୍ରାଇଭର ବୈଶିଙ୍ଗା ଅଞ୍ଚଳର
ବୈଶିଙ୍ଗା,୨୧ା୪(ଡି.ଏନ.ଏ.)- ଜମ୍ମୁ-କଶ୍ମୀର ପୁଞ୍ଚ୍ର ମେନ୍ଧାର ଅଞ୍ଚଳରେ ସେନା କର୍ମଚାରୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ଆହତ ହୋଇଥିବା ଡ୍ରାଇଭର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ହେଲେ ଆମ୍ବଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ମନ୍ତ୍ରୀଡ଼ାହି ଗ୍ରାମର ପ୍ରତାପ ମହାନ୍ତଙ୍କ ପୁଅ…
Archives


