ମେଟ୍ରୋ

ସରକାରୀ କ୍ରୟ ପ୍ରକ୍ରିୟାରେ ଉଲ୍ଲେଖନୀୟ ପ୍ରଦର୍ଶନ

ଭୁବନେଶ୍ୱର, ୩୦।୭: (ଅଭୟ ଦାଶ): ସରକାରୀ ସେବା ଓ ସାମଗ୍ରୀ କ୍ରୟ ପ୍ରକ୍ରିୟାରେ କାରବାର କରୁଥିବା ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ଭୁବନେଶ୍ୱରଠାରେ ସରକାରୀ…

ଉଦାହରଣ ସାଜିଛନ୍ତି ଦିବ୍ୟାଙ୍ଗ ଲିପୁନା

ଭୁବନେଶ୍ୱର,୩୦ା୭(ଅଭିଜିତ ଦାସ)ଦିବ୍ୟାଙ୍ଗ ହେଲେ ବି ସେ କେଉଁଥିରେ କମ୍‌ ନୁହନ୍ତି। ଜଣେ ସାଧାରଣ ଲୋକଙ୍କ ପରି ଜୀବନଯାପନ କରୁଛନ୍ତି। କାହା ଉପରେ ନିର୍ଭର ନ କରି ନିଜେ ସବୁକିଛି କରୁଛନ୍ତି। ଏପରିକି ଟ୍ରାଇ ସାଇକେଲରେ ପରିବା ବିକି ପରିବାର ଚଳାଇ ଅନ୍ୟମାନଙ୍କ…

ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ପୂର୍ବତନ ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୯ା୭(ସୂର୍ଯ୍ୟକାନ୍ତ ବେହେରା): ଅଟୋମୋବାଇଲ ଡିଲରଙ୍କର ନାମରେ ବିଭିନ୍ନ ବ୍ୟାଙ୍କରେ ତାଙ୍କ ଅଜାଣତରେ ଆକାଉଣ୍ଟ ଖୋଲି ଋଣ ଦେବା ନାଁରେ ବ୍ୟାଙ୍କରୁ ୧.୦୯ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପୂର୍ବତନ ମ୍ୟାନେଜରଙ୍କୁ ଗିରଫ କରିଛି ।…

ପାଣି ପାଇପ କାମ କରୁଥିବା ବେଳେ ବିସ୍ଫୋରଣ

ଭୁବନେଶ୍ୱର,୨୯।୭: ଭୁବନେଶ୍ବର ସୈନିକ ସ୍କୁଲ ମୁଖ୍ୟ ଫାଟକ ସମ୍ମୁଖରେ ୱାଟକୋ ପାଣି ପାଇପ କାମ କରୁଥିବା ବେଳେ ବିସ୍ଫୋରଣ ହୋଇଛି । ଜେସିବି ଖୋଳିବା ସମୟରେ ମଝିରୁ ଗେଲ ଇଣ୍ଡିଆର ଗ୍ୟାସ ପାଇପ ଲାଇନ ଫାଟିଥିଲା । ଫଳରେ ଦୀର୍ଘ ୧…

ଲଘୁଚାପ କ୍ଷେତ୍ର ସୃଷ୍ଟି: ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୯।୭: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏନେଇ ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ର ସୂଚନା ଅନୁସାରେ,…

ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଦୀପାଳି

ଭୁବନେଶ୍ୱର, ୨୯।୭: ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୋର୍ଡ ସଦସ୍ୟା ତଥା ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ଧନ୍ୟବାଦ ଜଣାଇଛନ୍ତି । ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପାଇଖାନା ଟାଙ୍କି ସଫା ବେଳେ ୨ ଗୁରୁତର ଆଖିବୁଜିଲେ

ଭୁବନେଶ୍ୱର,୨୯ା୭(ସୂର୍ଯ୍ୟକାନ୍ତ ବେହେରା): ପାଇଖାନା ଟାଙ୍କି ସଫା ବେଳେ ଭୁବନେଶ୍ୱରର ଶିଶୁପାଳଗଡ଼, ରଘୁନାଥନଗର ଲେନ୍‌ ୨ରେ ଶନିବାର ଏକ ଅଘଟଣ ଘଟିଛି। ଟାଙ୍କି ଭିତରେ ପଶିଥିବା ୨ଯୁବକ ଅଣନିଃଶ୍ୱାସୀ ହୋଇ ଗୁରୁତର ହେବାରୁ ଅଗ୍ନିଶମ ଟିମ୍‌ ପହଞ୍ଚି ଟାଙ୍କି ଭିତରୁ ଉଦ୍ଧାର କରି…

ପାଇଖାନା ଟାଙ୍କି ସଫା ବେଳେ ୨ ଗୁରୁତର

ଭୁବନେଶ୍ୱର,୨୯ା୭(ସୂର୍ଯ୍ୟକାନ୍ତ ବେହେରା): ପାଇଖାନା ଟାଙ୍କି ସଫା ବେଳେ ଭୁବନେଶ୍ୱରର ଶିଶୁପାଳଗଡ଼, ରଘୁନାଥନଗର ଲେନ୍‌ ୨ରେ ଶନିବାର ଏକ ଅଘଟଣ ଘଟିଛି। ଭିତରେ ପଶିଥିବା ୨ଯୁବକ ଅଣନିଃଶ୍ୱାସୀ ହୋଇ ଗୁରୁତର ହୋଇଛନ୍ତି। ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରି ନ ପାରିବାରୁ ଅଗ୍ନିଶମ ଟିମ୍‌…

୨ ପ୍ରଯୋଜକ ଗୋଷ୍ଠୀ ମୁହଁାମୁହିଁ, ଯୁକ୍ତିତର୍କରୁ ହାତାହାତି

ଭୁବନେଶ୍ୱର,୨୯।୭(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ସିନେ ପ୍ରଯୋଜକଙ୍କୁ ନେଇ ଗଠିତ ଉତ୍କଳ ସିନେ ଚାମ୍ବର୍ସ ଅଫ୍‌ କମର୍ସ(ୟୁସିସି)ରେ ଏବେ ଗୋଷ୍ଠୀକନ୍ଦଳ ଚରମ ସୀମାରେ ପହଞ୍ଚତ୍ଛି। ୟୁସିସି ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଫିଲ୍ମ ପ୍ରଡ୍ୟୁସର ଆସୋସିଏଶନ (ଓଏଫ୍‌ପିଏ)ରେ ଆର୍ଥିକ ଅନିୟମିତତାକୁ ନେଇ କୋର୍ଟ…

ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୪୫୦ ଛୁଇଁଲା

ଭୁବନେଶ୍ୱର, ୨୯।୭ (ବନ୍ଦନା ସେଠୀ): ଦିନକୁ ଦିନ ରାଜଧାନୀ ଭୁବନେଶ୍ବର ଡେଙ୍ଗୁ ହଟ୍‌ସ୍ପଟ୍‌ ପାଲଟୁଛି। ୨୬ ତାରିଖ ସୁଦ୍ଧା ସହରରୁ ୩୫୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ୪୮ ଘଣ୍ଟାରେ ଏହା ୪୫୦ ଛୁଇଁଛି। ଦୈନିକ ହାରାହାରି ୫୦ ରୋଗୀ ଚିହ୍ନଟ…

୪ ଲଘୁଚାପ ପରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୭(ଅନିଲ ଦାସ): ଚାଷୀମାନେ ତଳି ପକାଇ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଅଧିକାଂଶ ଜିଲାରେ ରୁଆ, ବେଉଷଣ ପାଇଁ ଆବଶ୍ୟକ ଅନୁଯାୟୀ ବର୍ଷା ନାହିଁ। ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନାବାନ୍ଧୁଛି, ହେଲେ ଓଡ଼ିଶାରେ ବର୍ଷା ଦେଉନାହିଁ। ହାଲୁକାରୁ ମଧ୍ୟମ ଧରଣର…

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୮ା୭(ଅନିଲ ଦାସ): ଆସନ୍ତା ୩୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ସୋନପୁର, ଗଞ୍ଜାମ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?