ସୀମାନ୍ତ ଜିଲାରେ ସଂକ୍ରମଣ ବଢୁଛି
ଭୁବନେଶ୍ୱର, ୨୧।୪ (ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ତେବେ ରାଜ୍ୟର ଅନ୍ୟ ଜିଲା ତୁଳନାରେ ସୀମାବର୍ତ୍ତୀ ଜିଲାଗୁଡିକରେ ସଂକ୍ରମଣ ବଢୁଛି। ବିଶେଷକରି ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା ଆଦି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…
ହାତ ଛାଡ଼ି ଶଙ୍ଖ ଧରିଲେ ବିଧାୟକ ପ୍ରାର୍ଥୀ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଝାରସୁଗୁଡ଼ା ଜିଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଗୋଁଡ଼ ସମାଜର ୬୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଓ ଗତ ୨୦୧୯ ନିର୍ବାଚନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ଶୁକ୍ରବାର ବିଜେଡିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ରାଜ୍ୟ…
ଝାରସୁଗୁଡା ଉପ ନିର୍ବାଚନ ପାଇଁ ଛୁଟି ଘୋଷଣା
ଭୁବନେଶ୍ୱର,୨୧ା୪(ବ୍ୟୁରୋ)-ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଆସନ୍ତା ମେ’ ୧୦ ତାରିଖରେ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନକୁ ଦୃଷ୍ଟିରେ ରଖି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଛୁଟି ସଂକ୍ରାନ୍ତରେ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…
ଡାକ୍ତରଙ୍କ ପାଇଁ ଲାଗୁ ହେଲା ନୂଆ ଡିଏସିପି ନିୟମ: ପ୍ରତି ୬ ବର୍ଷରେ ୪ଥର ହେବ ପ୍ରମୋସନ
ଭୁବନେଶ୍ୱର, ୨୧।୪ (ବ୍ୟୁରୋ): ଓଡ଼ିଶା ମେଡିକାଲ ଓ ହେଲ୍ଥ ସର୍ଭିସ (ଓଏଚ୍ଏମ୍ଏସ୍)ରେ କାର୍ଯ୍ୟରତ ଡାକ୍ତରଙ୍କୁ ଏଣିକି କ୍ୟାରିୟର ମଧ୍ୟରେ ୪ଥର ପ୍ରମୋସନ ମିଳିବ। ପୂର୍ବରୁ ସେମାନଙ୍କୁ ଡାଇନାମିକ୍ ଆସ୍ୟୁରଡ୍ କ୍ୟାରିଅର ପୋଗ୍ରେସନ (ଡିଏସିପି) ଯୋଜନାରେ ୩ଥର ପ୍ରମୋସନ ମିଳୁଥିଲା। ମାତ୍ର ଏଣିକି…
ଟୁଇନ୍ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ
ଭୁବନେଶ୍ବର ୨୧।୪(ବ୍ୟୁରୋ): ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା ଜାରିହୋଇଛି। ଟୁଇନ୍ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର,…
ହୋଟେଲ ଉପରକୁ ବୋମାମାଡ଼
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜଧାନୀରେ କିଛିଦିନର ନୀରବତା ପରେ ଗୁରୁବାର ବୋମାମାଡ଼ ଘଟଣା ସାମ୍ନାକୁ ଆସିଛି। ମଞ୍ଚେଶ୍ୱର ଥାନାଠାରୁ କିଛି ଦୂର ରସୁଲଗଡ଼ ଛକ ନିକଟରେ ଥିବା ଊର୍ମି ହୋଟେଲ୍କୁ ରାତି ପ୍ରାୟ ୮ଟା ୧୫ ବେଳେ ଦୁର୍ବୃତ୍ତମାନେ ୨ଟି ବୋମା ଫିଙ୍ଗିଛନ୍ତି। ଗୋଟିଏ…
ପୂର୍ବତନ ଏମ୍ପି ତ୍ରିଲୋଚନ କାନୁନ୍ଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍ପି ତ୍ରିଲୋଚନ କାନୁନ୍ଗୋଙ୍କ ଶୁକ୍ରବାର ପରଲୋକ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍ପିଙ୍କ ପରଲୋକ ବିଷୟରେ ଜାଣି ମୁଁ…
ଶହୀଦ ଯବାନ ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଛନ୍ତି। ଏହି ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷାରେ ଦେବାଶିଷଙ୍କ…
ତାତିରୁ ନିସ୍ତାର, ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ପାରଦ ଖସିଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀରେ ଖରାର ପ୍ରକୋପ କମ୍ ରହିଛି। ୩ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ…
ଆଜିଠାରୁ ଖରାଛୁଟି
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର ସମସ୍ତ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ପରଲୋକରେ ପୂର୍ବତନ ଏମ୍ପି ତ୍ରିଲୋଚନ କାନୁନଗୋ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ଜଗତସିଂହପୁରର ପୂର୍ବତନ ଏମ୍ପି ତଥା କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଓ ବରିଷ୍ଠ ରାଜନେତା ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ଶୁକ୍ରବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…
ଆଜିଠୁ ଭାଜପାର ‘ଓବିସି ଜନଜାଗରଣ ଯାତ୍ରା’
ଭୁବନେଶ୍ବର, ୨୧ା୪(ବ୍ୟୁରୋ): ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବାବେଳେ ଓଡ଼ିଶାରେ ଏହା ମିଳୁନାହିଁ। ବିଶେଷକରି ଶିକ୍ଷାନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ଆଦୌ ସଂରକ୍ଷଣ ମିଳୁନି। ରାଜ୍ୟରେ ଓବିସି ଜନସଂଖ୍ୟା ୫୪ ପ୍ରତିଶତ।…
Archives


