‘ବଡ଼ବଡ଼ିଆଙ୍କ ଚକ୍ରାନ୍ତର ପର୍ଦ୍ଦାଫାସ କରିବୁ’
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସବୁ ବଡ଼ବଡ଼ିଆଙ୍କ ପର୍ଦ୍ଦାଫାସ କରିବୁ ବୋଲି ଜଗବନ୍ଧୁ କ୍ଷୋଭର ସହ କହିଛନ୍ତି। ବୁଧବାର ଚିକିତ୍ସା ପାଇଁ ଝାରପଡ଼ା ଜେଲରୁ କ୍ୟାପିଟାଲ ହସ୍ପିଟାଲ ଯାଉଥିବାବେଳେ ଜଗବନ୍ଧୁ…
ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୨୦।୪ (ବ୍ୟୁରୋ): ଧାର୍ ଟଙ୍କା ମାଗିବାରୁ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଛି। ପୁଣି ଏହାର ଭିଡିଓ ରେକର୍ଡ କରାଯିବା ସହ ଧମକ ଦିଆଯାଇ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ପୀଡିତା ଜଣକ ଭୟରେ ପାଟି ଚୁପ୍ କରି…
ଅସମ୍ଭାଳ କଲାଣି ତାତି
ଭୁବନେଶ୍ୱର, ୨୦ା୪(ବ୍ୟୁରୋ): ନିୟନ୍ତ୍ରଣକୁ ଆସୁନି ତାତି। ଆଜି କମିବ କାଲି କମିବ ଶୁଣି ଶୁଣି ମନ ଭାଙ୍ଗିଗଲାଣି। କେବେ ତାତିରୁ ତ୍ରାହି ମିଳିବ ତାହା କହିବା ମୁସ୍କିଲ। ବେଳକୁ ବେଳ ଅସହ୍ୟ ହେଉଛି ଗ୍ରୀଷ୍ମର ଜ୍ୱାଳା। ପାଣିପାଗ ଅନୁମାନ ମଧ୍ୟ କାମ…
୮ ରାଜ୍ୟରେ ବଢ଼ୁଛି କୋଭିଡ୍ ସଂକ୍ରମଣ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଗତ କିଛି ଦିନ ହେବ ଦେଶରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍ ସ୍ଥିତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
ମହାନଦୀ ସର୍ଭେ ଆରମ୍ଭ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ବୁଧବାର କ୍ଷେତ୍ରସ୍ତରୀୟ ସର୍ଭେ ଆରମ୍ଭ କରିଛନ୍ତି। ଟ୍ରିବ୍ୟୁନାଲ ଟିମ୍ ଛତିଶଗଡ଼ର ଫରସିୟା ଗ୍ରାମ ନିକଟରେ ମହାନଦୀର ଉତ୍ପତ୍ତି ସ୍ଥଳ ବୁଲି ଦେଖିଛନ୍ତି। ଏହି ଟିମ୍ରେ ଟ୍ରିବ୍ୟୁନାଲ ଖଣ୍ଡପୀଠ ଜଷ୍ଟିସ୍ ଏ.ଏମ୍. ଖାନଓ୍ବାଲିକର, ରବି ରଞ୍ଜନ…
୭୦୦ ବର୍ଷ ପୁରୁଣା ଗଜସିଂହ ମଣ୍ଡପ ଚିହ୍ନଟ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଙ୍କିଆ ତହସିଲ ଅନ୍ତର୍ଗତ ଭୋଗପୁର ଗ୍ରାମରୁ ଏକ ପ୍ରାଚୀନ ପ୍ରସ୍ତର ମଣ୍ଡପର ସନ୍ଧାନ ମିଳିଛି। ଇନ୍ଟାକ ଓଡ଼ିଶା ଶାଖା, ହେରିଟେଜ ଆଣ୍ଡ୍ କଲଚର କ୍ଲବ ଅଫ୍ ଆଇଆଇଟିଟିଏମ୍, ଭୁବନେଶ୍ୱର ତଥା ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପର ସଦସ୍ୟମାନଙ୍କ…
ଅନୁସୂଚିତ ଜାତି ଓ ଜନତାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ିଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ାଇଛନ୍ତି। ଉଭୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରୁ ଛାତ୍ରୀଛାତ୍ର ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା…
ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଲୋକାର୍ପିତ
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର କସମୋପଲୀ ଅଞ୍ଚଳରେ ବିଏମସି ପକ୍ଷରୁ ଏହା ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନ୍ରେ ୪୨ଟି ଦୋକାନ ରହିଛି । ଏଥିପାଇଁ ମୋଟ୍…
ତାତିରୁ ମିଳିବ ଆଶ୍ୱସ୍ତି: ୨୧ରେ ଏହି ସବୁ ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି।…
୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୬ ସହର
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ସକାଳ ୯ଟାରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛିି। ତେବେ ବୁଧବାର ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୩.୨ ଡିଗ୍ରୀ…
କଂଗ୍ରେସର ୪୦ ଷ୍ଟାର ପ୍ରଚାରକ
ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲା କୁମାର, ଶରତ…
ଫେରାର ୨ ଭାଇଙ୍କ କୋର୍ଟରେ ଆତ୍ମସମର୍ପଣ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବିରଞ୍ଚି ନାରାୟଣ ବେହେରା ଓରଫ ବାଙ୍ଗୁ ଓ ଲିଙ୍ଗରାଜ ବେହେରା…
Archives


