ମେଟ୍ରୋ

ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା ଖାଇଦେଇଥିବା ନେଇ ପୋଲିସଙ୍କୁ କହିଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ପୋଲିସ ତାଜୁବ…

ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ବିଜୟଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୪) ଏକବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝରର ଅର୍ଚ୍ଚନା ଦାଶ (୨୪)। ସେ ଏଠାରେ ବିଏସ୍‌ସି ଡାଟା…

ଭୁବନେଶ୍ୱରରେ ପୁଅକୁ ଖୋଜୁଛନ୍ତି ଛତିଶଗଡ଼ର ବୃଦ୍ଧ ଦମ୍ପତି

ଭୁବନେଶ୍ୱର,୧୯।।୪ (ବ୍ୟୁରୋ): ଛତିଶଗଡର ଯୁବକ ଭବେଶ। ହୋଲିରେ ଘରକୁ ଯିବାକୁ କହିଥିଲେ। କିନ୍ତୁ ଘରେ ପହଞ୍ଚତ୍ ନ ଥିଲେ। କିଛିଦିନ ଅପେକ୍ଷା କରିବା ପରେ ଚିନ୍ତାରେ ପଡିଯାଇଥିଲେ ବୃଦ୍ଧ ମା’-ବାପା। ସାଙ୍ଗସାଥୀ, ସମ୍ପର୍କୀୟ ତାଙ୍କ ସମ୍ପର୍କରେ କିଛି ବି ସୂଚନା ଦେଇପାରି…

‘ଉନ୍ନତ ଚିନ୍ତାଧାରା ସହ ଆଗକୁ ବଢ଼ିବାର ସମୟ ଆସିଛି’

ଭୁବନେଶ୍ୱର,୧୯।୪(ବ୍ୟୁରୋ): ବାହାରେ ତାତିକୁ ଚିନ୍ତା ଓ ଚେତନାର ଏହି ବୈଶାଖୀ ଉତ୍ସବ ସାରେ ଶାନ୍ତି ଦେଉଛି। ଆଜିକାଲି ରାସ୍ତାକଡ଼ରେ ହିଂସା ଦେଖାଯାଉଛି। ସମୟ ଆସିଛି କିଛି ଉନ୍ନତ ଚିନ୍ତାଧାରା ସହ ଆଗକୁ ବଢ଼ିବା। ସମାଜର ବିଭିନ୍ନ ସାମାଜିକ ସ୍ଥିତି ଉପରେ ଗୁରୁତ୍ୱାରୋପ…

ଆଜି ରାଜ୍ୟବ୍ୟାପୀ ଶାନ୍ତି ଶୋଭାଯାତ୍ରା କରିବ ବିଜେଡି

ଭୁବନେଶ୍ବର,୧୯।୪(ବ୍ୟୁରୋ): ଯେତେବେଳେ ସମ୍ବଲପୁରରେ ଶାନ୍ତି ଫେରୁଛି, ସେତିକିବେଳେ ରାଜ୍ୟ ଭାଜପା କେବଳ ରାଜନୈତିକ ଫାଇଦା ହାସଲ କରିବା ପାଇଁ ଲୋକଙ୍କୁ ହିଂସା କରିବାକୁ ଉସୁକାଇବାର ଉଦ୍ୟମ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ବିଭିନ୍ନ ସ୍ପର୍ଶକାତର ଘଟଣାରେ ଏହା ସଦାବେଳେ ଭାଜପାର ରଣନୀତି ରହି…

ରାଜଧାନୀରେ ସ୍ତ୍ରୀଙ୍କୁ ତଣ୍ଟଚିପି ହତ୍ୟା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ପାରିବାରିକ କଳହକୁ କେନ୍ଦ୍ର କରି ରାଜଧାନୀରେ ଆଉଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ତଣ୍ଟିଚିପି ହତ୍ୟା କରିଛନ୍ତି। ଭରତପୁର ଥାନା ଅନ୍ତର୍ଗତ ମହାଲକ୍ଷ୍ମୀବିହାରସ୍ଥିତ ତେଲୁଗୁ ବସ୍ତିରେ ମଙ୍ଗଳବାର ଏହି ଘଟଣା ଘଟିଛି। ମୃତା ମହିଳା ହେଲେ…

ବାରିପଦା, ଝାରସୁଗୁଡ଼ାରେ ୪୪ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଗତ କିଛିଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉପକୂଳଠାରୁ ଉପାନ୍ତ ସବୁଠି ତାତିର ପ୍ରକୋପ ପରିବେଶକୁ ଉତ୍ତପ୍ତ କରିଛି । ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛିି। ଆସନ୍ତା…

ସରୋଜ ସାମଲ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ଶ୍ରୀମନ୍ଦିର ପ୍ରଶାସନ ଫାଇଲ ମିଳୁନି

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ଭଳି ଜଗନ୍ନାଥ ମନ୍ଦିର ପ୍ରଶାସନର ୨ଟି ଫାଇଲର ପତ୍ତା ମିଳୁନାହିଁ। ଏ ନେଇ ଆଇନ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଉକ୍ତ ଫାଇଲକୁ ଦାଖଲ କରିବାକୁ ପଡ଼ିବ।…

ବୁଧ,ଗୁରୁ ସ୍କୁଲ ଛୁଟି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ…

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ, ୧୮ା୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri