ମେଟ୍ରୋ

ଜେଇ ସିଭିଲ ମେନ୍‌ ପରୀକ୍ଷା ରଦ୍ଦ

ଭୁବନେଶ୍ୱର/ବାଲେଶ୍ୱର, ୨୪।୭ (ଅନୁରାଧା ମହାରଣା /ମାନସ ବିଶ୍ୱାଳ): ଗତ ୧୬ ତାରିଖରେ ହୋଇଥିବା ଜେଇ ସିଭିଲ ମେନ୍‌ ପରୀକ୍ଷାକୁ ରଦ୍ଦ କରାଯାଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନ (ଓଏସ୍‌ଏସ୍‌ସି) ଅଧ୍ୟକ୍ଷ ଅଭୟ ରବିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପରୀକ୍ଷା ପୂର୍ବରୁ…

ଦଳରେ କେହି ଅସନ୍ତୁଷ୍ଟ ନାହାନ୍ତି: ଶରତ

ଭୁବନେଶ୍ୱର,୨୩।୭(ଅନିଲ ଦାସ): ରାଜ୍ୟ କଂଗ୍ରେସରୁ ୨ଜଣ ବରିଷ୍ଠ ନେତା ବିଧାୟକ ମହମ୍ମଦ ମୋକିମ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିବା ପରେ ରାଜ୍ୟ କଂଗ୍ରେସରେ ଦୁଇଟି ଗୋଷ୍ଠୀ ମୁଣ୍ଡ ଟେକିଛି। ଗୋଟିଏ ପଟେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଚାଲିଥିବା…

ଏଚ୍‌ଡିଏଫ୍‌ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ପରିସରରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଡଭୋକେଟ ଜେନେରାଲ ଅଶୋକ ପରିଜା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

୨୯ ସେପ୍ଟେମ୍ବରରୁ ୨ୟ ପ୍ରୋପ୍ୟାକ୍‌ ଓଡ଼ିଶା

ଭୁବନେଶ୍ୱର,୨୩।୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଶିଳ୍ପ ସଂଗଠନ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଶିଳ୍ପୋଦ୍ୟୋଗୀ ସଂଘ (ଓସ୍‌ମେ) ଓ ଫ୍ୟୁଚରେକ୍ସର ମିଳିତ ସହଯୋଗରେ ୨ୟ ପ୍ରୋପ୍ୟାକ୍‌ ଓଡ଼ିଶା ଓ ଓଡ଼ିଶା ପ୍ଲାଷ୍ଟ-୨୦୨୩ ପ୍ରଦର୍ଶନୀ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷକରି ଉକ୍ତ ପ୍ରଦର୍ଶନୀ…

ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱରରୁ ଏୟାର କାର୍ଗୋ ସେବା

ଭୁବନେଶ୍ୱର,୨୩।୭: ୱାର୍ଲଡ ଟ୍ରେଡ୍‌ ସେଣ୍ଟର (ଡବ୍ଲ୍ୟୁଟିସି) ଭୁବନେଶ୍ୱର ପକ୍ଷରୁ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ଏବଂ ବାର୍ଷିକ ସଦସ୍ୟ ସମ୍ମିଳନୀ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ବୈଦେଶିକ ବାଣିଜ୍ୟ ମହାନିର୍ଦେଶାଳୟ ନୂଆଦିଲ୍ଲୀର ମହାନିର୍ଦ୍ଦେଶକ ସନ୍ତୋଷ ଷଡ଼ଙ୍ଗୀ ମୁଖ୍ୟ…

ମହିଳା ସଶକ୍ତୀକରଣ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର: ନବୀନ

ଭୁବନେଶ୍ୱର,୨୩।୭(ଅନିଲ ଦାସ): ମହିଳା ସଶକ୍ତୀକରଣ ଆମ ପାଇଁ ଏକ ସ୍ଲୋଗାନ ନୁହେଁ, ଏହା ଆମ ପ୍ରଗତିର ମନ୍ତ୍ର । ମୁଁ ସବୁବେଳେ କହି ଆସିଛି ଆଉ ମୋର ଦୃଢ଼ ବିଶ୍ବାସ ଯେ ମା’ମାନଙ୍କ ସଶକ୍ତୀକରଣ ବିନା କୌଣସି ସମାଜ, ରାଜ୍ୟ ବା…

ବିନା ଇନ୍‌ସ୍ୟୁରାନ୍ସରେ ଗଡୁଛି ୨୫ଲକ୍ଷ ଗାଡ଼ି

ଭୁବନେଶ୍ୱର,୨୩ା୭(ଅଭିଜିତ ଦାସ)ପରିବହନ ବିଭାଗ ପକ୍ଷରୁ ଚଳିତବର୍ଷ ଏପ୍ରିଲ ୧ରୁ ଗାଡ଼ିମୋଟରକୁ କଡାକଡି ଯାଞ୍ଚ ଲାଗି ସମସ୍ତ ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାପରଠାରୁ କିଛି ଦିନଧରି ଗାଡିମୋଟର ଯାଞ୍ଚ ଚାଲିଲା। ହେଲେ ଗତାନୁଗତିକ ଭାବେ ଧୀରେ ଧୀରେ ଏହା…

୫ଜଣଙ୍କୁ ‘ଓଡ଼ିଶା ସାମ୍ବାଦିକତା’ ପୁରସ୍କାର

ଭୁବନେଶ୍ୱର,୨୩ା୭ (ବନ୍ଦନା ସେଠୀ)ଓଡ଼ିଶାର ସ୍ଥିତି ଦେଖିଲେ ତାହା ଚିନ୍ତାଜନକ ଲାଗୁଛି। ଏବେ ଓଡ଼ିଆର ଓଡ଼ିଆତ୍ୱ ଧୂମିଳ ହେଉଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ଦିଲ୍ଲୀର ଅଗ୍ରଣୀ ସଂଗଠନ ପଲ୍ଲୀବାଣୀ ମିଶନ ଦ୍ୱାରା…

ହୀରାଙ୍କ ସହ ମହୁମାଛିଙ୍କ ବନ୍ଧୁତା

ଆଳି,୨୩ା୭(ବନମାଳୀ ସେନାପତି )ମହୁମାଛିଙ୍କ ଆକ୍ରମଣ ଖୁବ୍‌ କଷ୍ଟଦାୟକ। କେହି କେହି ମହୁମାଛିଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ନଜିର ରହିଛି। ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ୍‌ର ଜଣେ ପାନଦୋକାନୀଙ୍କ ସହିତ ମହୁମାଛିମାନେ ବନ୍ଧୁତା ସ୍ଥାପନ କରିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ମହୁମାଛିମାନେ…

ସିବିଏସ୍‌ଇ ସ୍କୁଲରେ ଓଡ଼ିଆରେ ପଢ଼ା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)କେନ୍ଦ୍ର ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପରିଚାଳିତ ସମସ୍ତ ସ୍କୁଲରେ ମାତୃଭାଷାରେ ପାଠପଢା ହେବ। ଏନେଇ ସିବିଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୨୨ଟି ଆଞ୍ଚଳିକ ଭାଷାରେ ପାଠପଢ଼ା ନେଇ ମଞ୍ଜୁରୀ ମିଳିଥିବାବେଳେ ଓଡ଼ିଶାରେ ମଧ୍ୟ ଛାତ୍ରୀଛାତ୍ର ଓଡ଼ିଆ…

ବାପଘରକୁ କ’ଣ ଝିଅ ଯାଇପାରିବନି: ସଂଯୁକ୍ତା

ଭୁବନେଶ୍ୱର,୨୨।୭(ସୂର୍ଯ୍ୟକାନ୍ତ ବେହେରା): ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ବିଜେଡି ନେତ୍ରୀ ସଂଯୁକ୍ତା ମହଲାଙ୍କୁ ନବୀନ ନିବାସ ଗଲା ବେଳେ ଶନିବାର ଟ୍ରାଫିକ ଛକରେ ପୋଲିସ ଅଟକାଇଥିଲା। ଛାଡ଼ିବା ପାଇଁ ସଂଯୁକ୍ତା ପୋଲିସକୁ…

ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପାଇଁ ପ୍ରଶାସନ ପଦକ୍ଷେପ ନିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୨ା୭(ଅନିଲଦାସ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶୃଙ୍ଖଳିତ ଭାବରେ ଦର୍ଶନ କରିବା ପାଇଁ ପୂର୍ବଭଳି ଶ୍ରୀମନ୍ଦିରରେ ଚାରି ଦ୍ୱାର ଦର୍ଶନର ବ୍ୟବସ୍ଥା କରିବା ପାଇଁ ଆଲୋଚନା କରିବା ସହ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିର ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?