ମେଟ୍ରୋ

ଭୁବନେଶ୍ୱର ବନ୍ଦ କରିବେ ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ମାର୍କେଟ ବିଲ୍ଡିଂରେ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀଙ୍କ ମଧ୍ୟରେ ଲାଗିଥିବା ବିବାଦ ଥମିବାର ନାଁ ଧରୁନି କି ମାର୍କେଟ ଖୋଲିବାର ବାଟ ଫିଟୁନି। ଫଳରେ ଲଗାତର ୬ଦିନ ଧରି ମାର୍କେଟ ବିଲ୍ଡିଂରେ ବ୍ୟବସାୟ ବନ୍ଦ ହୋଇ…

ଭୁବନେଶ୍ୱର କୋର୍ଟରୁ ଧରାପଡ଼ିଲେ ଆଉଜଣେ ନକଲି ଜାମିନଦାର

ଭୁବନେଶ୍ୱର,୨୨।୭(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ବୁଲୁଛନ୍ତି ନକଲି ଜାମିନଦାର। ଅଭିଯୁକ୍ତଙ୍କ ଜାମିନଦାର ସାଜି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। କପିଳେଶ୍ୱର ଅଞ୍ଚଳର ବାଉରୀବନ୍ଧୁ ପତି ନାମକ ଜଣେ ନକଲି ଜାମିନଦାରଙ୍କୁ କମିଶନରେଟ ପୋଲିସ ଗିରଫ କରି ଗୁରୁବାର ଜେଲ…

ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନଂ.କୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନମ୍ବର ସ୍ଥାନକୁ ଖସି ଆସିଛି ଭୁବନେଶ୍ବର। ସେହିଭଳି ରାଉରକେଲା ୪୭ ନମ୍ବର ସ୍ଥାନରେ ରହିଛି। ରାଙ୍କିଙ୍ଗ୍‌ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ଅନୁମୋଦିତ ଜିଏମ୍‌ଆଇଏସ୍‌ (ଜିଓସ୍ପାଟିଆଲ୍‌ ମ୍ୟାନେଜ୍‌ମେଣ୍ଟ ଇନ୍‌ଫର୍‌ମେସନ୍‌…

ସୋସିଆଲ ମିଡିଆରେ ‘କଇଁଛ ତରକାରି’ ଭାଇରାଲ

ଭୁବନେଶ୍ୱର,୨୨।୭(ଅଭିଜିତ ଦାସ): ସଂରକ୍ଷିତ ବନ୍ୟପ୍ରାଣୀ ‘କଇଁଛ’ ରାଜ୍ୟରେ ଅସୁରକ୍ଷତି ହୋଇପଡୁଛି। ଚାଲାଣ ହେବା ସହ ଶିକାର ବଢ଼ିଚାଲିଛି। କଇଁଛକୁ ମାରି ତରକାରି କରି ଖିଆଯାଉଛି। ପୁଣି ଏହି ‘କଇଁଛ ତରକାରି’ର ଭିଡିଓ କରାଯାଇ ସୋସିଆଲ ମିଡିଆରେ ଛଡ଼ାଯାଉଛି। ଭାଇରାଲ ହୋଇଥିବା ଏହି…

ମାର୍ଚ୍ଚ ୫ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆ ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଏକାଡେମିକ କ୍ୟାଲେଣ୍ଡର ପ୍ରସ୍ତୁତ କରିଛି। ଏଥିସହ ଏହାର କାର୍ଯ୍ୟକାରିତା ନେଇ ଅଧ୍ୟକ୍ଷମାନଙ୍କ ମତାମତ ମଧ୍ୟ ନିଆଯାଇଛି। କ୍ୟାଲେଣ୍ଡର ଅନୁସାରେ କାମ କରିବା ସହ ପ୍ରୋକ୍ଟରିଆଲ କ୍ଲାସ୍‌କୁ ଗୁରୁତ୍ୱ…

କଂଗ୍ରେସ ଭବନ ବାହାରେ ମୋକିମ୍‌, ଚିରଞ୍ଜୀବ ସମର୍ଥକଙ୍କ ହୋହଲ୍ଲା

ଭୁବନେଶ୍ବର, ୨୨ା୭(ସୁନିତ୍‌ ମିଶ୍ର): ମହମ୍ମଦ ମୋକିମ୍‌ ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କୁ କଂଗ୍ରେସରୁ ନିଲମ୍ବିତ କରିବା ପରେ ଦଳ ଭିତରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ନେତାଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇବା ସହ ଖବରଦାତା ସମ୍ମିଳନୀ କରି ନିଲମ୍ବନ ଆଦେଶ ପ୍ରତ୍ୟାହାର…

ସ୍କୁଲ ପିଲାଙ୍କୁ ଉନ୍ନତ ଶିକ୍ଷାରୁ ବଞ୍ଚିତ କରିବାକୁ ଭାଜପାର ଷଡ଼ଯନ୍ତ୍ର: ବିଜେଡି

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳର ଏକ ସ୍କୁଲର ଅଫିସ ଗୃହ ଛାତରୁ ପ୍ଲାଷ୍ଟର ଖସି ୨ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଆହତ ହେବା ଘଟଣା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ତେବେ ୫-ଟି ସ୍କୁଲରେ ନିମ୍ନମାନର କାମ ଯୋଗୁ ଏଭଳି ଦୁର୍ଘଟଣା…

ଅଗଷ୍ଟ ୧୫ ସୁଦ୍ଧା କୋଟିଏ ଗଛ ଲଗାଇବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଭୁବନେଶ୍ବର, ୨୨ା୭(ସୁନିତ୍‌ ମିଶ୍ର): ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ସଂକଳ୍ପ ନେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ କରିଛନ୍ତି।…

ଆଜି ନବୀନ ହେବେ ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ରାଜନୈତିକ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବାକୁ ଯାଉଛନ୍ତି। ଆସନ୍ତା ୨୩ ତାରିଖରେ ଦେଶର ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ହେବାର ସେ ଗୌରବ ଅର୍ଜନ କରିବେ। ଦେଶର ସର୍ବାଧିକ…

ଏବେ ଶକ୍ତିକୁ ସ୍କୁଟର

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ…

କ୍ୟାବିନେ୍‌ଟ ବୈଠକ: ୧୭ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୧ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ କ୍ୟାବିନେ୍‌ଟ ଗୁରୁତ୍ପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟରେ ୧୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଯୋଜନାକୁ ମଞ୍ଜୁରୀ…

ସ୍ବତନ୍ତ୍ର ଓଜେଇଇ ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୨୧ା୭ (ଅନୁରାଧା ମହାରଣା): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ବି.ଟେକ୍‌ରେ ୮,୬୫୫ ଛାତ୍ରୀଛାତ୍ର ଓ ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡିପ୍ଲୋମାରେ ୪,୫୬୮ଜଣଙ୍କୁ ର଼୍ୟାଙ୍କ କାର୍ଡ ମିଳିଛି। ସେହିପରି ବି.ଫାର୍ମାରେ ୨୪୪୨ ଛାତ୍ରୀଛାତ୍ର, ଏମ୍‌ବିଏରେ ୪୨୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?