ମେଟ୍ରୋ

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପିଜି ନାମଲେଖା ଲାଗି ୧୯ ଯାଏ ଆବେଦନ

ଭୁବନେଶ୍ୱର,୧୩।୪(ବ୍ୟୁରୋ): କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି। ଆବେଦନ ପ୍ରକ୍ରିୟା ଆସନ୍ତା ୧୯ ତାରିଖରେ ଶେଷ ହେବ । ବିଶ୍ୱବିଦ୍ୟାଳୟ ପକ୍ଷରୁ ଏନେଇ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦିଆଯାଇଛି। ବିଶ୍ୱବିଦ୍ୟାଳୟ…

ଜଗବନ୍ଧୁଙ୍କ ଜାମିନ ଆବେଦନ, ଜବାବ ଦାଖଲ ପାଇଁ ସମୟ ନେଲା ଇଡି

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ବୁଧବାର ଶୁଣାଣି ହୋଇଛି। କାହିଁକି ଜଗବନ୍ଧୁଙ୍କୁ ଜାମିନ ଦିଆ ନ ଯିବ ସେନେଇ ଜବାବ…

ମଡେଲ ୟୁଜି ସିଲାବସ ଲାଗୁ କରିବାକୁ ଯୋଜନା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଜାତୀୟ ଶିକ୍ଷାନୀତିକୁ ଦୃଷ୍ଟିରେ ରଖି ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ +୩ ପାଠ୍ୟକ୍ରମ (କଳା, ବିଜ୍ଞାନ ଓ ବାଣିଜ୍ୟ) ବିଭାଗରେ ୧୦ଟି ନୂଆ ଇଲେକ୍ଟିଭ ଓ ୧୦ଟି ଦକ୍ଷତା ବିକାଶ ପାଠ୍ୟକ୍ରମ ଯୋଡାଯିବ। ଏହାକୁ ୨୦୨୨-୨୩ କିମ୍ବା ୨୩-୨୪ ଶିକ୍ଷାବର୍ଷରୁ…

ବାଉନ୍‌ସର ଗ୍ୟାଙ୍ଗ୍‌ ମୁଖ୍ୟ ରାଘବଙ୍କ ଘର ଭାଙ୍ଗିଲା ପୋଲିସ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଏକ ବିବାଦୀୟ ଜମିକୁ ଅକ୍ତିଆର କରିବାକୁ ଯାଇ ରାତିଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ ଘଟଣାରେ କମିଶନରେଟ ପୋଲିସ ଏପର୍ଯ୍ୟନ୍ତ ବାଉନ୍‌ସର ଗ୍ୟାଙ୍ଗର ୧୯ ଜଣଙ୍କୁ ଗିରଫ କରିଛି। ହେଲେ…

ଅବସରପ୍ରାପ୍ତ ପିଅନଙ୍କୁ ୩ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଜାଲ ଦସ୍ତାବିଜ୍‌ ଜରିଆରେ ଚାକିରି ମାମଲାର ଦୀର୍ଘ ୧୧ବର୍ଷ ପରେ ବୁଧବାର ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ବାହାଡ଼ଝୋଲ ରେଗୁଲେଟେଡ୍‌…

ରାଜ୍ୟରେ ତାତି ୪୩ ଡିଗ୍ରୀ ଟପିଲା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ଦୈନିକ ୧ରୁ୨ ଡିଗ୍ରୀ ବଢ଼ିବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ ନଇଁବା ଯାଏ ନିସ୍ତାର ନାହିଁ। ସନ୍ଧ୍ୟା ପରେ…

ଏ ବର୍ଷ ହେବନି ବିଦ୍ୟୁତ୍‌ କାଟ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଚଳିତ ବର୍ଷ ବିଦ୍ୟୁତ୍‌ କାଟ ହେବ ନାହିଁ। ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବୈଷୟିକ ତ୍ରୁଟି ପାଇଁ କିଛି ସ୍ଥାନରେ ଅସ୍ଥାୟୀ ଭାବେ ବିଦ୍ୟୁତ୍‌ ସେବା ବନ୍ଦ କରାଯାଇପାରେ। ମାତ୍ର ବିଦ୍ୟୁତ୍‌ କାଟର…

ଧନୀ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ୩ୟ ସ୍ଥାନରେ ନବୀନ, ସମ୍ପତ୍ତିର ମୂଲ୍ୟ ଏତିକି କୋଟି

ଭୁବନେଶ୍ୱର,୧୨ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍‌ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ କିଏ ଏବଂ କିଏ ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ଆଉ କେଉଁ ମୁଖ୍ୟମନ୍ତ୍ରୀଙ୍କ…

୩ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟରେ ୩ ଦିନ ପାଇଁ ହିଟ ୱେଭ ଓ୍ବାର୍ନିଂ ଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ,…

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଡିଜିଟାଲ ସଂସ୍କରଣ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୧୨।୪(ବ୍ୟୁରୋ): ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ପାଇଁ ନିଯୁକ୍ତି ଦକ୍ଷତା ପାଠ୍ୟକ୍ରମର ଡିଜିଟାଲ ସଂସ୍କରଣକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀସ୍ଥିତ ଫ୍ୟୁଚର ସ୍କିଲସ୍‌ ଫୋରମଠାରେ ମଙ୍ଗଳବାର ଉନ୍ମୋଚନ କରିଛନ୍ତି। ଏଥିରେ ଉପଲବ୍ଧ ଥିବା ଡିଜିଟାଲ ପାଠକୁ…

ଜାପାନରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ଦିନିଆ ଜାପାନ ଗସ୍ତ ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ଫେରିଛନ୍ତି। ଏହି ଗସ୍ତ କାଳରେ ରାଜ୍ୟକୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ସୁଯୋଗ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଜାପାନ ବ୍ୟବସାୟୀ, ନିପ୍ପନ…

ଭବାନୀପାଟଣା ମେଡିକାଲ କଲେଜକୁ ମିଳିଲା ୧୦୦ ଏମ୍‌ବିବିଏସ୍‌ ସିଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଭବାନୀପାଟଣା ମେଡିକାଲ କଲେଜ ପାଇଁ ଜାତୀୟ ସ୍ବାସ୍ଥ୍ୟ ଆୟୋଗ (ଏନ୍‌ଏମ୍‌ସି) ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୧୦୦ ଏମ୍‌ବିବିଏସ୍‌ ସିଟ୍‌ ଅନୁମୋଦନ କରିଛନ୍ତି। ଏ ନେଇ ଏନ୍‌ଏମ୍‌ସି ପକ୍ଷରୁ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଏନ୍‌ଏମ୍‌ସି ସର୍ତ୍ତ ଅନୁଯାୟୀ ମେଡିକାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri