ମେଟ୍ରୋ

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା...

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ ବର୍ତ୍ତମାନ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଗୁଞ୍ଜରଣ ଆରମ୍ଭ ହେଲାଣି। ସରକାରଙ୍କ...

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଲଲିତ...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା...

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର...

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍‌ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...

ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା...

ଅତଡ଼ା ଖସୁଛି, ଲୋକେ ଛାନିଆ

ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍‌.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଲିଙ୍ଗରାଜ ନ୍ୟୁ ମାର୍କେଟ କମ୍ପ୍ଲେକ୍ସଠାରୁ ବିନ୍ଦୁସାଗର ଉତ୍ତର...

‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା...

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri