ମେଟ୍ରୋ

ଟୁଇନ୍‌ ସିଟି ଜଳମଗ୍ନ: ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ଟୁଇନ୍‌ ସିଟି ସମେତ ଉପକୂଳ ଓ ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଶନିବାର ସକାଳୁ ବର୍ଷା ଲାଗି ରହିଛି। ଶନିବାର ଠାରୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଅତିରିକ୍ତ ବଜେଟ ପ୍ରସ୍ତୁତି

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟ ସରକାରଙ୍କ ନୂତନ ଯୋଜନା, କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଏବଂ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଜନକଲ୍ୟାଣ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଅତିରିକ୍ତ ବଜେଟ ପ୍ରସ୍ତୁତ ହେବ। ଏହାକୁ ଦୃଷ୍ଟିରେ ରଖି ଚଳିତ ୨୦୨୩-୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ…

ଅପରାଜିତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ

ଭୁବନେଶ୍ବର, ୧୫ା୭(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପିତ କରିଛନ୍ତି। ଅପରାଜିତା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଜରିଆରେ ଏନେଇ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇ ପାର୍ଲାମେଣ୍ଟ…

‘ମୁକାବିଲା ପାଇଁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରୁହ’

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ଛାତ୍ରମାନେ ଦେଶର ଭବିଷ୍ୟତ। ଛାତ୍ରମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଶିକ୍ଷା ଓ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଲୋକମାନଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ଦଳ ଅନେକ ଭ୍ରମ ସୃଷ୍ଟି କରୁଛନ୍ତି। ଭୁଲ ସୂଚନାକୁ ପ୍ରତିହତ…

ଗଣଶିକ୍ଷା ବିଭାଗ ପରିଦର୍ଶନ କଲେ ୬ ଟ୍ରେନି ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୫ା୭ (ଅନୁରାଧା ମହାରଣା): ଓଡ଼ିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି ା ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେଶନରେ ତାଲିମ ନେଉଥିବା ଏହି ପ୍ରଶାସନିିକ ଅଧିକାରୀ ଓଡିଶା ବିଦ୍ୟାଳୟ ଶିକ୍ଷା…

ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୧୫ା୭(ଅନୁରାଧା ମହାରଣା): ଯୁକ୍ତ ୩ ପ୍ରଥମ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟ ଓ ସେଲ୍ଫ ଫାଇନାନ୍‌ସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇଛି। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ବେଲଜିୟମ/ଭୁବନେଶ୍ୱର, ୧୪।୦୭ : ବେଲଜିୟମ ଗସ୍ତରେ ଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ସେଠାରେ ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି ।…

ବାହାନଗା ଟ୍ରେନ ଟ୍ରାଜେଡି: ନିଲମ୍ବିତ ୩  ରେଲଓ୍ବେ କର୍ମଚାରୀଙ୍କୁ ଜେରା    

ଭୁବନେଶ୍ବର ୧୪।୭: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଟ୍ରାଜେଡି ମାମଲାରେ ନିଲମ୍ବିତ ୪ ରେଲୱେ କର୍ମଚାରୀଙ୍କୁ ଚନ୍ଦକା ଥାନାରେ ଜେରା ଚାଲିଛି । ଏହି ୪ ଜଣଙ୍କୁ ସିବିଆଇ ଟିମ୍‌ ଜେରା କରୁଛି । ତେବେ ସମନ ପାଇବା ପରେ ସିବିଆଇ…

ବିନା ଆଧାରରେ ୬ଶହ କୋଟିର ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୧୪।୭ (ବନ୍ଦନା ସେଠୀ): ପରିମଳ ପରେ ଏବେ ଟିକସ ଆଦାୟକୁ ନେଇ ଟ୍ୟାକ୍ସ କଲେକ୍ଟର ବା ଓ୍ବାର୍ଡ ଅଫିସରଙ୍କୁ ତନାଘନା କରାଯାଇଛି। ଟେକ୍ନୋଲୋଜିର ଉପଯୋଗ କରି ସ୍ବଚ୍ଛତା ରକ୍ଷା କରିବା ଉପରେ ଗୁରୁତ୍ୱାରୋପ କରିବା ସହ ପ୍ରତ୍ୟେକ ଜୋନ୍‌କୁ ୨ଶହ କୋଟି…

୩ ବିଭାଗରେ ନିଯୁକ୍ତ ହେଲେ ୧୮୧ ଅଫିସର

ଭୁବନେଶ୍ୱର,୧୪ା୭(ଅନିଲ ଦାସ):ରାଜ୍ୟ ସରକାରଙ୍କ ୩ ବିଭାଗରେ ୧୮୧ ଜଣଙ୍କୁ ନୂଆ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ୧୦୪ ଶିକ୍ଷକ ପ୍ରଶିକ୍ଷକ, ୬୨ ସହକାରୀ ନିର୍ଦ୍ଦେଶକ (ବିଧି) ଏବଂ ୧୫ ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ଲୋକସେବା ଭବନ କନ୍‌ଭେନଶନ…

ଲାପଟପ୍‌ ପାଇଁ ୧୫ରୁ ଆବେଦନ

ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା):ଲାପଟପ୍‌ ଡିବିଟି ଯୋଜନା ୨୦୨୧ ଓ ୨୦୨୨ ଅଧୀନରେ ଦ୍ୱାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ୧୫ ହଜାର ମେଧାବୀଙ୍କୁ ଲାପଟପ୍‌ ପ୍ରଦାନ କରାଯିବ। ଏଥିପାଇଁ ଜୁଲାଇ ୧୫ରୁ ଅଗଷ୍ଟ ୫ ମଧ୍ୟରେ ଆବେଦନ କରିବା ପାଇଁ ଉଚ୍ଚ ଶିକ୍ଷା…

ଆଜି ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧାତାଲିକା

ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା) – ଯୁକ୍ତ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାନସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?