ମେଟ୍ରୋ

ପୋଲିସ ଉପରେ ଭରସା ନାହିଁ: ଜୟନାରାୟଣ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ପୋଲିସ ଗୁଳିରେ ମୃତ୍ୟୁ ହେବା ପରେ ବିଧାୟକ ଓ ମନ୍ତ୍ରୀମାନେ ସତର୍କ ହୋଇ ପଡ଼ିଛନ୍ତି। ପୋଲିସ ଉପରେ ସେମାନଙ୍କର ଭରସା ପାଉନାହିଁ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୁକ୍ରବାର ନିଜର ପିଏସ୍‌ଓ...

ଓଡ଼ିଶାକୁ ୧୦,୦୧୨ କୋଟିର ଅନୁଦାନ

ଭୁବନେଶ୍ୱର,୪।୨(ବ୍ୟୁରୋ): କେନ୍ଦ୍ର ବଜେଟ ୨୦୨୩-୨୪ରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ଆବଣ୍ଟିତ ହୋଇଛି। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଘୋଷଣା କରିଛନ୍ତି। ରାଜ୍ୟକୁ ମିଳିଥିବା ରେଳ ଅନୁଦାନ ମଧ୍ୟରେ ଏହା ସବୁଠୁ ଅଧିକ। ଏପରି...

୧୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ: ବିକ୍ରମଦେବ କଲେଜରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କୋରାପୁଟ,୩।୨(ସ୍ବ.ପ୍ର. ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଲେଜରେ ଏକ ଅତ୍ୟାଧୁନିକ ଅଡିଟୋରିୟମ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ୧୦୦୦ ଆସନ ବିଶିଷ୍ଟ...

‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କୋରାପୁଟର ମାଟି, ପାଣି ଓ ପବନରେ ଭରି ରହିଛି...

ଆଜି କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର କୋରାପୁଟ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ...

କମିବ ତାପମାତ୍ରା, ଜାରି ରହିବ ଶୀତ

ଭୁବନେଶ୍ୱର,୩ା୨(ବ୍ୟୁରେ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରି ଅନୁଭତ ହେବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଫଳରେ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ଶୀତ ଅନୁଭୂତ ହେବ ବୋଲି ଆଞ୍ଚଳିକ...

‘ଅତ୍ୟାଧୁନିକ ଚିକିତ୍ସା କ୍ଷେତ୍ରରେ ସ୍ପର୍ଶର ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସ୍ପର୍ଶ ହସ୍ପିଟାଲ ଭୁବନେଶ୍ୱରର ୧୬ତମ ପ୍ରତିଷ୍ଠା ଦିବସ ଗୁରୁବାର ସ୍ଥାନୀୟ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ତଥା ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ମୁଖ୍ୟ...

‘କ୍ୟାମ୍ପସ୍‌ ଚୟନରେ ୬୦% ଛାତ୍ରୀଛାତ୍ର କୃତକାର୍ଯ୍ୟ’

ଭୁବନେଶ୍ୱର,୩।୨:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅକ୍ସଫୋର୍ଡ ଗ୍ରୁପ୍‌ର ଅଗ୍ରଣୀ ଅନୁଷ୍ଠାନ ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ଆଣ୍ଡ ମ୍ୟାନେଜମେଣ୍ଟର ଶେଷ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ କ୍ୟାମ୍ପସ ଚୟନର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱର ନିକଟସ୍ଥ ବାଲିଅନ୍ତା ବ୍ଲକଠାରେ ଅବସ୍ଥିତ ଅକ୍ସଫୋର୍ଡ...

ଭାରତରେ ପ୍ରାୟ ୩୬% ମୃତ୍ୟୁ ହୃଦ୍‌ରୋଗ ଜନିତ

ଭୁବନେଶ୍ୱର, ୩।୨ (ବ୍ୟୁରୋ):ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେଶନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ସିପିଆର୍‌ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ...

ଶ୍ରବଣବାଧିତଙ୍କୁ ଚିକିତ୍ସା ଯୋଗାଇବେ ଅନୁରାଧା ପଡ୍‌ୱାଲ

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ, ୩।୨:ସୂର୍ଯ୍ୟୋଦୟ ଫାଉଣ୍ଡେଶନ ସଭାପତି ତଥା ବିଶିଷ୍ଟ ଗାୟିକା ପଦ୍ମଶ୍ରୀ ଅନୁରାଧା ପଡ୍‌ୱାଲ ଓଡ଼ିଶାରେ ସେବା କରିବାକୁ ମନ ବଳାଇଛନ୍ତି। ଏଥିପାଇଁ ତାଙ୍କ ସୂର୍ଯ୍ୟୋଦୟ ଫାଉଣ୍ଡେଶନ, ୱାଇଡେକ୍ସ ଇଣ୍ଡିଆ ଓ ଶିଭୋନ୍ତସ ଇଣ୍ଡିଆର ମିଳିତ ଉଦ୍ୟମରେ ଶ୍ରବଣ ଶକ୍ତି...

ନିଶା ଛଡ଼ାଇବା ବଦଳରେ ଜୀବନ ନେଲେ

ଭୁବନେଶ୍ୱର,୩।୨(ବ୍ୟୁରୋ):ନିଶା ସେବନରୁ ପୁଅକୁ ଦୂରେଇବା ପାଇଁ ପରିବାର ଲୋକେ ନିଶା ନିବାରଣ କେନ୍ଦ୍ରରେ ଛାଡ଼ିଥିଲେ। ହେଲେ କେନ୍ଦ୍ରର ମାଲିକ ଓ କର୍ମଚାରୀ ନିଶା ଛଡ଼ାଇବା ବଦଳରେ ଜୀବନ ନେଇଗଲେ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭୋଟପଡ଼ାସ୍ଥିତ ସାଇକୃପା ନିଶା ନିବାରଣ କେନ୍ଦ୍ରରେ...

ଆଜି ହିନ୍ଦୀରେ ରିଲିଜ୍‌ ହେବ ‘ଦମନ’:୩ଶହ ହଲ୍‌ରେ ଦେଖିବେ ଦର୍ଶକ

ଭୁବନେଶ୍ୱର, ୩।୨ (ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ‘ଦମନ’କୁ ହିନ୍ଦୀ ଭାଷାରେ ଦେଖିବେ ଦର୍ଶକ। ଶୁକ୍ରବାର ଦେଶର ୩ଶହ ହଲରେ ଏହି ଚଳଚ୍ଚିତ୍ର ରିଲିଜ୍‌ ହେବ। ନଭେମ୍ବର ୪ରେ ରିଲିଜ୍‌ ହୋଇଥିବା ‘ଦମନ’ରେ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଡା. ସିଦ୍ଧାର୍ଥ ମହାନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri