ସବୁ ବୁଥ୍ରେ ହେବ ଓ୍ବେବ୍ କାଷ୍ଟିଂ
ଭୁବନେଶ୍ୱର,୮ା୪(ବ୍ୟୁରୋ): ଚଳିତ ଥର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଥିବା ସମସ୍ତ ବୁଥ୍ରେ ଶତ ପ୍ରତିଶତ ୱେବ୍ କାଷ୍ଟିଂର ବ୍ୟବସ୍ଥା କରାଯିବ। ଏଥିସହିତ ଉପନିର୍ବାଚନରେ ପ୍ରାର୍ଥୀମାନେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଅତିକମ୍ରେ ୩ ଥର ଗଣମାଧ୍ୟମ ଜରିଆରେ ପ୍ରଚାର…
ରାଜ୍ୟ ସରକାର ମିଛ ପ୍ରତିଶ୍ରୁତି ନ ଦିଅନ୍ତୁ : ଭାଜପା
ଭୁବନେଶ୍ବର,୮ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ବିଭିନ୍ନ କାର୍ଯ୍ୟର ବାହାନା ଦେଇ ଛୁଟି କଟାଇବା ପାଇଁ ଜାପାନ ଗସ୍ତ କରିବା କେବଳ ଏକ ପ୍ରହସନ। ବୁଲିବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଛି, କିନ୍ତୁ ରାଜ୍ୟ ରାଜକୋଷରେ ଥିବା ଲୋକଙ୍କ କଷ୍ଟାର୍ଜିତ…
‘ବିଏମ୍ସି ଉଚ୍ଛେଦ ନ କଲେ ଆମେ ଉଠାଇବୁ’
ଭୁବନେଶ୍ୱର, ୮।୪ (ବ୍ୟୁରୋ): ସହରର ପ୍ରମୁଖ ମାର୍କେଟ କୁହାଯାଉଥିବା ୟୁନିଟ୍-୨ସ୍ଥିତ ମାର୍କେଟ ବିଲ୍ଡିଂରେ ସ୍ଥାୟୀ ଓ ଉଠା ଦୋକାନୀଙ୍କ ମଧ୍ୟରେ ଲାଗିଥିବା ବିବାଦ ସମାଧାନ ହୋଇପାରୁ ନାହିଁ। ମାର୍କେଟରେ ଉଠାଦୋକାନୀଙ୍କ ବେପାରକୁ ବିରୋଧ କରି ପୁଣିଥରେ ବିଏମ୍ସିର ଦ୍ୱାରସ୍ଥ ହୋଇଛି ୟୁନିଟ-୨…
ବର୍ଷକୁ ପ୍ରଦୂଷଣରେ ୭ ନିୟୁତରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ
ଭୁବନେଶ୍ୱର, ୮।୪ (ବ୍ୟୁରୋ): ରୋଗମୁକ୍ତ, ସୁସ୍ଥ ଜୀବନଯାପନ କରିବା ସମସ୍ତଙ୍କର ସ୍ବପ୍ନ। ମାତ୍ର ବିଭିନ୍ନ ପ୍ରଦୂଷଣର ପରିଣାମ ସ୍ବରୂପ, ଆମେ ବିବିଧ ସ୍ବାସ୍ଥ୍ୟ ସମସ୍ୟା ଏବଂ ରୋଗର ସମ୍ମୁଖୀନ ହେଉଛୁ। ଦୁନିଆର ପ୍ରତି ୧୦ଜଣଙ୍କ ମଧ୍ୟରୁ ୯ଜଣ ପ୍ରଦୂଷିତ ବାୟୁକୁ ନିଃଶ୍ୱାସରେ…
ଦେଢ଼କୋଟି ଆତ୍ମସାତ୍ କରିଛନ୍ତି ମହିଳା ଡାକ ଏଜେଣ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ପୋଷ୍ଟାଲରେ ଜମା କରିବା ନାଁରେ ୧୫ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଘଟଣାରେ ଶ୍ରୀ ଲିଙ୍ଗରିଜ ଥାନା ପୋଲିସ ଅଭିଯୁକ୍ତା ମହିଳା ଡାକ ଏଜେଣ୍ଟ ସ୍ବର୍ଣ୍ଣଲତା ଦାସଙ୍କୁ କୋର୍ଟ ଚାଲାଣ ପରେ ଜେଲକୁ ପଠାଇ ଦିଆଯାଇଛି। ତାଙ୍କଠାରୁ ୯୮ଜଣଙ୍କ ୧୨୯ଟି…
ସାଇବର ଅପରାଧୀଙ୍କୁ ବଳପାଉନି
ଭୁବନେଶ୍ୱର, ୮।୪(ବ୍ୟୁରୋ): ସମୟ ବଦଳୁଛି। ବୈଷୟିକ ଜ୍ଞାନକୌଶଳର ପ୍ରସାର ଘଟୁଛି। ଇଣ୍ଟରନେଟ୍, କମ୍ପ୍ୟୁଟର, ସୋସିଆଲ ମିଡିଆ ଆଦିର ବହୁଳ ବ୍ୟବହାର ହେଉଛି। ଗୋଟିଏ ପଟେ ଡିଜିଟାଲ ଦେଣନେଣ ବୃଦ୍ଧି ପାଉଥିବାବେଳେ ସମାନ୍ତରାଳ ଭାବେ ସାଇବର ଅପରାଧୀଙ୍କ ଦୌରାତ୍ମ୍ୟ ମଧ୍ୟ ବଢ଼ିଚାଲିଛି। ସେମାନେ…
ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ
ଭୁବନେଶ୍ବର, ୮ା୪(ବ୍ୟୁରୋ): ପ୍ରତ୍ୟେକ ଜିନିଷକୁ ମୂଲ୍ୟଯୁକ୍ତ କରିବା ହେଉଛି ବର୍ତ୍ତମାନ ସମୟର ଆବଶ୍ୟକତା। ଏହି କ୍ରମରେ ନୂତନ ଭାରତର ଅଭିବୃଦ୍ଧି ନିମନ୍ତେ ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି ା ଓଡ଼ିଶା ସରକାରଙ୍କ ଦକ୍ଷତା…
୩୯ ଡିଗ୍ରୀ ଉପରେ ୩ ସହର: ଆସନ୍ତା ୩ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୭।୪(ବ୍ୟୁରୋ) : ରାଜ୍ୟରେ ବର୍ଷା କମିବା ସହ ଖରାତାତି ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟର ୩ ସହରରେ ତାମପାତ୍ରା ୩୯ ଡିଗ୍ରୀ ଓ ତାହାଠାରୁ ଅଧିକ ରହିଥିଲା। ରାଉରକେଲା ଓ ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ ସେଲସିୟସ୍ ଏବଂ ବାରିପଦାରେ ତାପମାତ୍ରା ୩୯…
ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ
ଭୁବନେଶ୍ୱର,୭ା୪(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଗୁରୁବାର ଓଡ଼ିଆ…
ଖାତାରେ ଜମା ନାଁରେ ୧୫ ଲକ୍ଷ ଆତ୍ମସାତ୍
ଭୁବନେଶ୍ୱର,୭।୪ (ବ୍ୟୁରୋ): ଲୋକଙ୍କଠାରୁ ଟଙ୍କା ଆଦାୟ କରି ଜମା ନାଁରେ ୧୫ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଲିଙ୍ଗରାଜ ଥାନା ପୋଲିସ ଜଣେ ମହିଳା ଡାକ ଏଜେଣ୍ଟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଉକ୍ତ…
ବରପୁତ୍ରଙ୍କୁ ଅସମ୍ମାନ କରା ନ ଯାଉ: ଧର୍ମେନ୍ଦ୍ର
ଭୁବନେଶ୍ବର, ୭ା୪(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୋଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ…
ପ୍ରତିଷ୍ଠା ଦିବସ ପାଳିଲା ଭାଜପା
ଭୁବନେଶ୍ବର, ୭ା୪(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଦଳର ସ୍ଥାପନା ଦିବସ ପାଳନ ଅବସରରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ଦଳୀୟ ପତାକା ଉତ୍ତୋଳନ କରିଛନ୍ତି। ଏହା ସହିତ ଦଳର ପ୍ରତିଷ୍ଠାତା ସଭାପତି…
Archives


