ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବାତ୍ୟା ଆଶଙ୍କା, ଚାଷୀଙ୍କ ମଧ୍ୟରେ ଭାଳେଣି
ଭୁବନେଶ୍ୱର, ୨୧ା୧୧(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଗୁରୁବାର ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍ ଅଫ୍ ମଲାକ୍କା (ଇଣ୍ଡୋନେସିଆ ଦେଇ ଆଣ୍ଡାମାନ ସାଗରକୁ ସଂଯୋଗ କରୁଥିବା ଜଳପଥ)ର ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ନଭେମ୍ବର ୨୨ରେ…
ବାଲି ଚୋରିରେ ମୁଖ୍ୟମନ୍ତ୍ରୀ, ଭାଜପା ନେତାଙ୍କ ସମ୍ପୃକ୍ତି ଅଭିଯୋଗ ଆଣିଲା ବିଜେଡି; ଏସବୁ ବିଧାୟକଙ୍କ ନାଁରେ ଅଭିଯୋଗ
ଭୁବନେଶ୍ୱର,୨୦।୧୧: ବିଜୁ ଜନତା ଦଳ (ବିଜେଡି) ଗୁରୁବାର ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ଏବଂ ଅନେକ ଭାଜପା ନେତାଙ୍କ ବିରୋଧରେ ବେଆଇନ ବାଲି ଚୋରିରେ ସମ୍ପୃକ୍ତ ଥିବାର ସଙ୍ଗୀନ ଅଭିଯୋଗ ଆଣି ଶାସକ ଦଳ ଉପରେ ଆକ୍ରମଣକୁ ତୀବ୍ର କରିଛି। ଶଙ୍ଖ…
ରାଜ୍ୟ ସରକାରଙ୍କୁ FSSAIର ନିର୍ଦ୍ଦେଶ: ବିଭ୍ରାନ୍ତିକର ‘ORS’ ଉତ୍ପାଦକୁ ତୁରନ୍ତ ହଟାଅ
ନୂଆଦିଲ୍ଲୀ,୨୦।୧୧: ଉପଭୋକ୍ତାମାନଙ୍କୁ ବିଭ୍ରାନ୍ତ କରୁଥିବା ‘ORS’ ଲେବଲ୍ ଲାଗିଥିବା ସମସ୍ତ ଉତ୍ପାଦକୁ ତୁରନ୍ତ ବଜାରରୁ ହଟାଇବା ପାଇଁ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (FSSAI) ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଖାଦ୍ୟ ସୁରକ୍ଷା କମିଶନରମାନଙ୍କୁ…
ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି
ଭୁବନେଶ୍ୱର,୨୦।୧୧: ବିଦ୍ୟାଳୟଗୁଡ଼ିକର ଅନୁରୋଧକୁ ଦୃଷ୍ଟିରେ ରଖି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ୨୦୨୬ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (HSC) ପରୀକ୍ଷା (ମାଟ୍ରିକ୍), ଏସ୍ଓଏସସି (SOSC) (ପ୍ରଥମ) ଏବଂ ମାଧ୍ୟମା ପରୀକ୍ଷା ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖକୁ ବୃଦ୍ଧି…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ସାଲିଆ ସାହିରେ ଉଚ୍ଛେଦଙ୍କୁ ମିଳିବ ଘର
ଭୁବନେଶ୍ୱର,୨୦।୧୧: ସାଲିଆସାହିରେ ଉଚ୍ଛେଦ ଚାଲିଛି। ତେବେ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ…
ଶପଥ ନେଲେ ଜୟ ଢୋଲକିଆ, କହିଲେ…
ଭୁବନେଶ୍ୱର/ନୂଆପଡ଼ା,୨୦।୧୧(ମକାରୁ ବେମାଲ): ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ବିଧାନସଭାରେ ଶପଥ ନେଇଛନ୍ତି । ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ପାଠ କରାଇଛନ୍ତି। ମା’ ଓ ସ୍ତ୍ରୀଙ୍କ…
ମନ୍ତ୍ରୀଙ୍କ ବଡ଼ ସୂଚନା: ପିଲାଙ୍କୁ ଶୀଘ୍ର ମିଳିବ ୟୁନିଫର୍ମ
ଭୁବନେଶ୍ୱର,୨୦।୧୧: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କୁ ତୁରନ୍ତ ୟୁନିଫର୍ମ ଯୋଗାଇ ଦେବାକୁ ନିର୍ଦ୍ଧେଶ ଦେଇଛନ୍ତି। ଏପରିକି ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାରେ ବିଳମ୍ବକୁ ନେଇ ମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ୟୁନିଫର୍ମ ଯୋଗାଇ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାତ୍ର ଏତିକି ଟଙ୍କାରେ ଭୁବନେଶ୍ୱରରେ ଘର ଯୋଗାଇବେ ସରକାର
ଭୁବନେଶ୍ୱର,୨୦।୧୧: ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର। ଏନେଇ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ରୁ ୫୦ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯିବ ।ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ଜରିଆରେ ୯୦ଟି…
ରାଜଧାନୀରେ ଶୀତ ଗାଏବ: ୨ ଦିନରେ ୬.୬ ଡିଗ୍ରୀ ତାପମାତ୍ରା ବୃଦ୍ଧି
ଭୁବନେଶ୍ୱର,୨୦।୧୧: ରାଜଧାନୀ ଭୁବନେଶ୍ୱରରେ ଶୀତ କମିବା ସହ ୨ ଦିନ ମଧ୍ୟରେ ୬.୬ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇଛି। ହେଲେ ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏବେ ରାଜଧାନୀରୁ ଏବେ ଶୀତ ଗାଏବ ହୋଇଯାଇଛି। ରାତିରେ ତାପମାତ୍ରା…
ଜୟ ଢୋଲକିଆଙ୍କୁ ଆଜିଠୁ ମିଳିବ ଏତେଟଙ୍କା ଦରମା, ସାଙ୍ଗରେ ମିଳିବ କାର୍…
ଭୁବନେଶ୍ୱର,୨୦ା୧୧: ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ଶପଥ ଗ୍ରହଣ କରିବେ। ତେବେ ଜାଣିଛନ୍ତି କି ତାଙ୍କୁ ବିଧାୟକ ଭାବେ କେତେ ଟଙ୍କା ଦରମା ମିଳିବ? ଜଣେ ସାଧାରଣ…
ବଙ୍ଗୋପସାଗରରେ ପୁଣି ବାତ୍ୟା! ବଙ୍ଗୋପସାଗରରେ ବଡ଼ ହଲଚଲ
ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ…
ପ୍ରେମ ବ୍ୟାପାର: ଯୁବତୀ ନେଲେ ଚରମ ନଷ୍ପତ୍ତି
ଭୁବନେଶ୍ୱର,୨୦ା୧୦(ସତ୍ୟଜିତ ରାଉତ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପ୍ରାଚୀବିହାର ଅଞ୍ଚଳରେ ରହୁଥିବା ଜଣେ ଯୁବତୀ ଫ୍ୟାନ୍ରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ଜଣକ ହେଲେ କଟକ ଜିଲା ନିଆଳି ଅଞ୍ଚଳର ମୋନାଲିସା ମହାନ୍ତି(୨୨)। ପୋଲିସ ମୃତେଦହ ଜବତ କରି କ୍ୟାପିଟାଲ ହସ୍ପିଟାଲ…
Archives


