ମେଟ୍ରୋ

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି,...

ଓଡ଼ିଶାରେ ବି ପାଳନ ହେଉନି ନିୟମ

ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ମଧ୍ୟ ୬୦,୦୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ରାଜ୍ୟର ୮୩ କୋଭିଡ୍‌ ହସ୍ପିଟାଲରେ...

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା ଦେଶ ପାଇଁ ଆଉ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଗତ ଏପ୍ରିଲରୁ...

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରବିବାର ଏଭଳି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପରେ ନିର୍ଦ୍ଧିଷ୍ଟ ଦୋକାନ...

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି...

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି...

ଏଥର ବି ଲକ୍‌ଡାଉନ୍‌ରେ କଟିବ ରଜ; ଅନ୍‌ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍‌ ହ୍ବିଲ୍‌’

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍‌ଡାଉନ୍‌ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ ରଜ ମଉଜ ଜମି ନ ଥିଲା। ଏବର୍ଷକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍‌ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା...

ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ ସମାନ ଢଙ୍ଗରେ ଶନିବାର ଆଉଏକ ଘଟଣା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ...

ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri