ରଥଖଳାରେ ପହଞ୍ଚିଲା ରୁକୁଣା ରଥ
ପୁରୁଣା ଭୁବନେଶ୍ୱର,୪ା୪(ଡି.ଏନ୍.ଏ.): ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋସାଗରେଶ୍ୱର ଛକ ନିକଟରେ ଅଟକି ରହିଥିବା ରୁକୁୁଣା ରଥକୁ ସୋମବାର ଅପରାହ୍ନ ୪ଟା ୧୫ରେ ଟଣାଯାଇଥିଲା। ରଥରେ ସକାଳ ଧୂପ ପରେ ବିଭିନ୍ନ ନୀତିକାନ୍ତ…
‘ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର’ ଚିଟ୍ଫଣ୍ଡ ସମ୍ପତ୍ତି ବାଜ୍ୟାପ୍ତି
ବାଲେଶ୍ୱର ଅଫିସ, ୪ା୪: ଚିଟ୍ଫଣ୍ଡ ଠକେଇ ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ବତନ୍ତ୍ର ଓଡ଼ିଶା ପ୍ରୋଟେକ୍ସନ୍ ଇଣ୍ଟରେଷ୍ଟ ଅଫ୍ ଇନ୍ଭେଷ୍ଟର୍ସ ଡିପୋଜିଟର (ଓପିଆଇଡି) କୋର୍ଟ ଜଜ୍ ବିଶ୍ୱଜିତ ଦାସ ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର ଇଣ୍ଡିଆ ଲିମିଟେଡ଼ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି…
ବାଣ ଭିଡ଼ାବେଳେ ବିସ୍ଫୋରଣ, ଯୁବକ ମୃତ
ଭୁବନେଶ୍ୱର,୪l୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଜନବସତି ଭିତରେ ବେଆଇନ ଭାବେ ଚାଲିଥିଲା ବାଣ ତିଆରି। ହଠାତ୍ ବିସ୍ଫୋରଣ ହେବାରୁ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଶହୀଦନଗର ଥାନା ଅନ୍ତର୍ଗତ ଭିଏସ୍ଏସ୍ନଗର ଜିଏଲ୍ କଲୋନିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ…
ସରିଲା ହିନ୍ଦୋଳ, ଅତାବିରା ଏନ୍ଏସି ନିର୍ବାଚନ
ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ…
ବିଷ ଦେଇ ୬ କୁକୁରଙ୍କୁ ହତ୍ୟା
ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ ୬ କୁକୁରଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରେ ୩ ଛୁଆ ଥିବାବେଳେ ୩ ମା’…
ପିଲା ପଢ଼ିବେନି ମୋଗଲ ସାମ୍ରାଜ୍ୟ ଅଧ୍ୟାୟ
ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୪ା୪: ଏନ୍ସିଇଆର୍ଟି କେବଳ ଇତିହାସ ବହି ନୁହେଁ, ଅନ୍ୟ କେତେକ ପାଠ୍ୟପୁସ୍ତକରେ ମଧ୍ୟ ପରିବର୍ତ୍ତନ ଆଣି କିଛି ଅଧ୍ୟାୟକୁ ବାଦ୍ ଦେଇଛି। ଏହି ସଂଶୋଧନ ଚଳିତ ଶିକ୍ଷାବର୍ଷ ୨୦୨୩-୨୦୨୪ରୁ ଲାଗୁ ହେବ। ଏନ୍ସିଇଆର୍ଟିକୁ ଅନୁସରଣ କରୁଥିବା ସିବିଏସ୍ଇ ସମେତ ଉତ୍ତରପ୍ରଦେଶ…
ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗଠନ ହେଲା ସବ୍କମିଟି
ଭୁବନେଶ୍ୱର,୩ା୪(ବ୍ୟୁରୋ)-ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍ସନ ବୃଦ୍ଧି ପାଇଁ କ୍ୟାବିନେଟ୍ ସବ୍କମିଟି ଗଠନ କରାଯାଇଛି। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ସବ୍କମିଟିରେ ରାଜସ୍ବ ମନ୍ତ୍ରୀ, ଅନୁସୂଚିତ ଜାତି…
ଶେଷ ହେଲା ଏନ୍ଏସି ନିର୍ବାଚନ: ହିନ୍ଦୋଳରେ ୮୮%, ଅତାବିରା ୭୪% ବୁଧବାର ହେବ ଭୋଟ ଗଣତି
ଭୁବନେଶ୍ୱର,୩ା୪(ବ୍ୟୁରୋ)-ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ…
ମାଧ୍ୟମିକ ଶିକ୍ଷକଙ୍କୁ ବିଭାଗ ଅପମାନିତ କରୁଛି: ଓଟିଏଫ୍
ଭୁବନେଶ୍ୱର,୩।୪(ବ୍ୟୁରୋ)- ରାଜ୍ୟ ବିକାଶରେ ଶିକ୍ଷକଙ୍କ ଭୂମିକା ସର୍ବାଧିକ ଥିବାବେଳେ ସେମାନଙ୍କୁ ଚୁକ୍ତିଭିିତ୍ତିକ କର୍ମଚାରୀଭାବେ ରଖି ଗଣଶିକ୍ଷା ବିଭାଗ ଅପମାନିତ କରୁଛି ବୋଲି ଓଡ଼ିଶା ଟିଚର୍ସ ଫେଡ଼େରେଶନ(ଓଟିଏଫ୍) ପକ୍ଷରୁ କୁହାଯାଇଛି। ରାଜ୍ୟରୁ ଚୁକ୍ତି ଭିିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ଘୋଷଣା ହୋଇଛି।…
ଭୁବନେଶ୍ୱରରେ ସାଇବର ଠକେଇ :ମାର୍ଚ୍ଚରେ ଲୁଟିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା
ଭୁବନେଶ୍ୱର,୩।୪ (ବ୍ୟୁରୋ) : ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ଉପରମୁହାଁ ହେଉଛି । ନାନା ସୋସିଆଲ ମିଡିଆକୁ ଅସ୍ତ୍ର କରି ସାଇବର ଠକ ହଜାର ହଜାର ଲୋକଙ୍କୁ ଫସାଇ ଆଖି ପିଛୁଳାଖେ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି ।…
‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୩।୪(ବ୍ୟୁରୋ): ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦକର ଛାଡ କରିଛନ୍ତି। ଏନେଇ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ସହରାଞ୍ଚଳର ଦୈନନ୍ଦିନ…
ଚାକିରି ଦେବା ନାଁରେ ଠକେଇ : ୨ ଗିରଫ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦେବାକୁ ବହୁ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ରାକେଟର ୨ ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସୋମବାର ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ବମିଖାଲସ୍ଥିତ ବିରଜା…
Archives


