କନଷ୍ଟେବଳ ନିଯୁକ୍ତି ବୟସ ସୀମା ୪ବର୍ଷ କୋହଳ
କଟକ ଅଫିସ,୨୫।୧: କନଷ୍ଟେବଳ ନିଯୁକ୍ତି ପାଇଁ ବୟସ ସୀମା କୋହଳ ପ୍ରସଙ୍ଗରେ ହାଇକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ କନଷ୍ଟେବଳ ନିଯୁକ୍ତି ହୋଇ ନ ଥିବାରୁ ଆଶାୟୀଙ୍କ ସର୍ବାଧିକ ବୟସ ସୀମାକୁ ବିଚାରକୁ ନେଇ...
ଅଧ୍ୟକ୍ଷ ଶୂନ୍ୟ ମାନବାଧିକାର କମିଶନ
ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆରସି) ଅଧ୍ୟକ୍ଷ ଶୂନ୍ୟ ହୋଇଛି। ପୂର୍ବତନ ଅଧ୍ୟକ୍ଷ ଜଷ୍ଟିସ୍ ବି.କେ. ପଟେଲଙ୍କ କାର୍ଯ୍ୟକାଳ ଜାନୁୟାରୀ ୨୨ରେ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଛି। ଏବେ କମିଶନରେ ଜଣେମାତ୍ର ସଦସ୍ୟ ଜଷ୍ଟିସ୍ ରଘୁବୀର...
ଭାରତ ଅପରେଟିଂ ସିଷ୍ଟମ୍ର ପରୀକ୍ଷଣ ସଫଳ: କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ବର,୨୫ା୧(ବ୍ୟୁରୋ): ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗାୟକ ସୁଖବିନ୍ଦର ସିଂ
ଭୁବନେଶ୍ୱର,୨୫ା୧(ବ୍ୟୁରୋ): ବଲିଉଡ୍ର ପ୍ରଚ୍ଛଦପଟ୍ଟ ଲୋକପ୍ରିୟ ଗାୟକ ସୁଖବିନ୍ଦର ସିଂ ମଙ୍ଗଳବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ହକି ସଙ୍ଗୀତ ପାଇଁ ମୁଖ୍ୟମନ୍ତ୍ରୀ ସୁଖବିନ୍ଦରଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହାର ଜବାବରେ ସୁଖବିନ୍ଦର...
ଓଡ଼ିଶାରେ ଦେଖାଦେଲା ଧୂମକେତୁ
ଭୁବନେଶ୍ୱର, ୨୫ା୧(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଧୂମକେତୁ ଦେଖାଗଲାଣି, ଯାହାର ନାମ ହେଉଛି ‘ସି/୨୦୨୨ ଇ-୩’। ଗତ ୨୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ରାତି ଆକାଶରେ ଏହି ଧୂମକେତୁକୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାରରେ ଲୋକେ...
ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ: କରିବେ ଜଗା ଦର୍ଶନ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱର ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିବାହ ପୂର୍ବରୁ ଅନନ୍ତ ଜଗା ଦର୍ଶନ କରିବା ପାଇଁ ଓଡ଼ିଶା ଆସିଥିବା ଜଣାପଡ଼ିଛି। ସେ ଭୁବନେଶର ପହଞ୍ଚିବା ପରେ ପୁରୀ...
୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ କରିବ। ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ। ରେଳବାଇ ପକ୍ଷରୁ ଏନେଇ ସୂଚନା...
ଜାମିନ ଆବେଦନ କଲେ ଖଗେଶ୍ୱର
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲାରେ ତଦନ୍ତ ଜାରି ରହିଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ମଙ୍ଗଳବାର ଜିଲା ଜଜ୍ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଅନ୍ୟପଟେ, ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ...
କୋର୍ଟରେ ହାଜର ହେଲେ ନାଗ ଦମ୍ପତି, ଖଗେଶ୍ୱର
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଘଟଣାରେ ଅର୍ଚ୍ଚନା , ଗବନ୍ଧୁ ଓ ଖଗେଶ୍ୱର ମଙ୍ଗଳବାର ଭିସି ଜରିଆରେ ଖୋର୍ଦ୍ଧା ଜିଲା ଓ ଦୌରାଜଜଙ୍କ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶ୍ରଦ୍ଧାଞ୍ଜଳି ହାଜର ହୋଇ ନ ଥିଲେ। ଆସନ୍ତା ୭...
ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲଡ୍ରେସ୍ ରିହର୍ସାଲ୍
ଭୁବନେଶ୍ବର,୨୪।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍ ରିହର୍ସାଲ୍ ହୋଇଛି। କୋଭିଡ କଟକଣା ପରେ ଏଥର ୪୩ରୁ ଉଦ୍ଧର୍ବ ଟ୍ରୁପ ଭାଗ ନେବେ। ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶ ଗ୍ରହଣ...
କୋର୍ଟରେ ହାଜର ହେବେ ଅର୍ଚ୍ଚନା-ଜଗବନ୍ଧୁ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ ମଙ୍ଗଳବାର ଖୋର୍ଦ୍ଧା ଜିଲା ଓ ଦୌରା ଜଜ୍ଙ୍କ କୋର୍ଟରେ ହାଜର ହେବେ। ଏଥିସହିତ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଖଗେଶ୍ୱରଙ୍କୁ କୋର୍ଟରେ ହାଜର ହେବାକୁ...
ଆନ୍ଦୋଳନ ଚେତାବନୀ ଦେଲା ଭାଜପା
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନକୁ ନେଇ ଭାଜପା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି। ମଙ୍ଗଳବାର ଅଭିଯୋଗ ଦାଖଲର ଶେଷଦିନ ଧାର୍ଯ୍ୟ କରାଯାଇଛି ା ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ତାଲିକାରେ ରାଜ୍ୟ ସରକାର ସାମିଲ କରନ୍ତୁ। ଏ ନେଇ ଆସନ୍ତା...
Archives


