‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’
ଭୁବନେଶ୍ୱର,୨।୪: କଳିଙ୍ଗ ହସ୍ପିଟାଲ ପକ୍ଷରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’ର ଆୟୋଜନ କରାଯାଇଥିଲା। ବିଶେଷ କରି କଳିଙ୍ଗ ହସ୍ପିଟାଲରେ ଦୀର୍ଘ ୨୦ବର୍ଷରୁ ଅଧିକ ସମୟ ଅତିବାହିତ କରିଥିବା ସବୁ…
ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା
ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର ତଥା ରାମେଶ୍ୱର ମନ୍ଦିରରେ ଅବସ୍ଥାନ କରିଥିଲେ। ତେବେ ଶୁକ୍ରବାର ମା’ ପାର୍ବତୀ ଅଭିମାନ…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ବାଲିପାଟଣା,୨୪(ଡି.ଏନ୍.ଏ.): ବାଲିପାଟଣା ଥାନା ଅନ୍ତର୍ଗତ ଭାକରସାହି ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରଶ୍ମିରଞ୍ଜନ ବିଶ୍ୱାଳ। ହେଲେ ରଶ୍ମିରଞ୍ଜନଙ୍କ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ତାଙ୍କ ପରିବାରର ସମ୍ପର୍କୀୟମାନେ ଜୀବନରେ ମାରିଦେବା ପାଇଁ ଯୋଜନା…
ଡ. ଯଯାତି କେଶରୀ ନାୟକଙ୍କୁ ‘ଆଉଟ୍ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ
ଭୁବନେଶ୍ୱର, ୨।୪ (ବ୍ୟୁରୋ): କୋଲକାତାସ୍ଥିତ ଭାରିଏବ୍ଲ ଏନର୍ଜି ସାଇକ୍ଲୋଟ୍ରନ୍ ସେଣ୍ଟର (ଭିଇସିସି)ଠାରେ ବୈଜ୍ଞାନିକ ଭାବେ କାର୍ଯ୍ୟରତ ଡ. ଯଯାତି କେଶରୀ ନାୟକଙ୍କୁ ଚଳିତ ବର୍ଷ ‘ଆଉଟ୍ଷ୍ଟାଣ୍ଡିଂ ରିଭିଓ୍ବର’ ସମ୍ମାନ ମିଳିଛି। ୟୁକେ ବ୍ରିଷ୍ଟଲସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଫିଜିକ୍ସ (ଆଇଓପି) ସାଇନ୍ସ ପକ୍ଷରୁ…
ଭୁବନେଶ୍ୱର-ଦୁବାଇ ପ୍ରତ୍ୟକ୍ଷ ବିମାନ ଟିକେଟ ଶୁଭାରମ୍ଭ
ଭୁବନେଶ୍ୱର, ୨।୪ (ବ୍ୟୁରୋ): ମେ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏହି ପରିପ୍ରେକ୍ଷୀରେ ଶନିବାର ଓଡ଼ିଶା ଦିବସରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସଠାରେ ଏହାର ଶୁଭାରମ୍ଭ କରି କହିଲେ, ସଂଯୋଗୀକରଣ ବିକାଶର ଚାବିକାଠି…
ଆଜିଠୁ କମିବ ବର୍ଷା, ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨।୪(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ସାରା ରାଜ୍ୟରେ ଝଡ଼ବର୍ଷା ଲାଗି ରହିଛି। ତେବେ ରବିବାରଠାରୁ ବର୍ଷା ଓ କାଳବୈଶାଖୀ ଧୀରେ ଧୀରେ କମିବା ସହ ତାପମାତ୍ରା ବଢ଼ିବ। ବର୍ତ୍ତମାନ ବାୟୁମଣ୍ଡଳରେ ଏକ ନିମ୍ନ ଚାପରେଖା ଦକ୍ଷିଣ ଓଡ଼ିଶାରୁ ବାହାରି ଆଭ୍ୟନ୍ତରୀଣ ତାମିଲନାଡ଼ୁ…
ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୩ରୁ ଚଳିତବର୍ଷ ନୂଆ ପାଠପଢ଼ା ଆରମ୍ଭ ହେବାକୁ ଥିବା ବେଳେ ୧୧ ତାରିଖରୁ ସକାଳୁଆ ସ୍କୁଲ ହେବ।…
ଏପ୍ରିଲ ୩ରୁ ନୂଆ ଶିକ୍ଷାବର୍ଷ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଚଳିତମାସ ୩ ତାରିଖରୁ ନୂଆ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୩ରୁ ୮ ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା ଚାଲୁରହିବ। ସବୁ…
ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୪(ବ୍ୟୁରୋ): ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ବାଣିଜ୍ୟ ପରିବହନ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏୟାରପୋର୍ଟରୁ କଟକ ନେତାଜୀ ବ୍ରିଜ୍ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଗଡ଼ିବ। ଭୁବନେଶ୍ୱର…
ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ ଟଙ୍କା
ଭୁବନେଶ୍ୱର,୧ା୪(ବ୍ୟୁରୋ): ଉତ୍କଳ ଦିବସରେ ଖରିଫ ୨୦୨୩ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ସହାୟତା ରାଶି ପ୍ରଦାନ କରିଛନ୍ତି। ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୮୭୭ କୋଟି ଟଙ୍କାର ‘କାଳିଆ’ ସହାୟତା ଯାଇଥିବା ଜଣାପଡ଼ିଛି। ଝାରସୁଗୁଡ଼ା ବ୍ୟତୀତ…
ଏପ୍ରିଲ ୩ ରୁ ମାଟ୍ରିକ ଖାତାଦେଖା
ଭୁବନେଶ୍ୱର,୧।୪(ବ୍ୟୁରୋ): ଏପ୍ରିଲ ୩ ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ଏହା ଆସନ୍ତା ୧୫ ଯାଏ ଚାଲିବ । ଏ ନେଇ ୫୬ଟି କେନ୍ଦ୍ରରେ ଖାତା ଦେଖାର ବ୍ୟବସ୍ଥା କରାଯାଇଛି । ସେଠାରେ ବିଏସ୍ଇର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିଇର ଅଛି ।…
ରାଜଧାନୀରେ ତୁହାକୁ ତୁହା ବର୍ଷା
ଭୁବନେଶ୍ୱର,୧।୪(ବ୍ୟୁରୋ): ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର କେତେକ ଜିଲାରେ ଜାରି ରହିଛି ଘଡଘଡି ସହ ବର୍ଷା। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୫ଟି ଜିଲାକୁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଏଥିସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ…
Archives


