ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ: ଆଜିଠାରୁ ଟିକେଟ ବୁକିଂ ଆରମ୍ଭ
ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଘୋଷଣା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ…
ଭିଜିଲାନ୍ସ ଜାଲରେ ଜିଏସ୍ଟି ଅଧିକାରୀ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଜିଏସ୍ଟି ଅଧିକାରୀ ଚିତ୍ତରଞ୍ଜନ ମହାନ୍ତି ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ପାରାଦୀପ ଏନଫୋର୍ସମେଣ୍ଟ ୟୁନିଟ ଜିଏସଟି ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ଏକ ଜିଏସ୍ଟି ମାମଲାରେ ଜବତ କାଗଜପତ୍ର ମୁକ୍ତ କରିବା ଏବଂ ରିପୋର୍ଟ ବନ୍ଦ କରିବା ପାଇଁ…
ପ୍ରାର୍ଥୀ ହେବା ପରେ କ’ଣ କହିଲେ ଦୀପାଳି
ଭୁବନେଶର,୩୧।୩(ବ୍ୟୁରୋ): ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ପ୍ରାର୍ଥୀ ଘୋଷଣା ପରେ ଦୀପାଳି ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ଉପରେ ମୁଖ୍ୟମନ୍ତ୍ରୀ ଭରସା…
ଝାରସୁଗୁଡା ଉପନିର୍ବାଚନ: ଦୀପାଳି ଦାସ ବିଜେଡି ପ୍ରାର୍ଥୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ, ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩ ତାରିଖରେ…
ଏପ୍ରିଲ ୩ରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ ୩ରୁ ୯ଯାଏ ଜାପାନ ଗସ୍ତ କରିବେ। ଜାପାନରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ୍ ମିଟ୍ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜାପାନର ବଡ଼ ବଡ଼ କମ୍ପାନୀ ଓଡ଼ିଶାରେ କିଭଳି ପୁଞ୍ଚି…
ଜାଲ ସାର୍ଟିଫିକେଟ, କୋଟିଆ ବିବାଦକୁ ଗୃହରେ ହଙ୍ଗାମା: ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର,୩୧।୩(ବ୍ୟୁରୋ): ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହ ସରଗରମ। ଉଭୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ ଦଳ। ଏପରିକି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ଭାଜପା-କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଅପରାହ୍ନ ୪ ଟା…
ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଯାଇଛି।…
ସୋନପୁର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ଓ ୭ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା। ତେବେ…
ପୁରୁଷ, ନାରୀର ଦୋଛକିରେ ଜୀବନ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ ଏବେ ସମାଜରେ କିଛି ନୂଆ କରିବାର ପ୍ରୟାସରେ ଚେଷ୍ଟିତ। ନିଜ ଚେଷ୍ଟାରେ ସେମାନେ…
ନୂଆ ରୂପରେ ଟ୍ରାଫିକ୍ ଥାନା-୨
ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ…
ରାଜଧାନୀରେ ବାଉନ୍ସର ଗ୍ୟାଙ୍ଗ୍, ୭ ଗିରଫ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ ବାଉନ୍ସରଙ୍କ ରାଜ୍ ଚାଲିଛି। ଗ୍ୟାଙ୍ଗ୍ ଗଢ଼ି ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ରାତି ଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍ କରିବା ସହ ଜମି ଜବରଦଖଲ କରୁଛନ୍ତି। ଏହି ଗ୍ୟାଙ୍ଗର ସଦସ୍ୟ ଥିବା ୭ ବାଉନ୍ସରଙ୍କୁ…
ଜାଗା ମିଶନ ସର୍ଭେରେ ଚଞ୍ଚକତା ଅଭିଯୋଗ
ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି ଅଞ୍ଚଳରେ…
Archives


