ଶ୍ରୀ ଲିଙ୍ଗରାଜଙ୍କ ପହଣ୍ଡି ବିଜେ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ପବିତ୍ର ଅଶୋକାଷ୍ଟମୀ ଉପଲକ୍ଷେ ବୁଧବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଛି। ବର୍ତ୍ତମାନ ମହାପ୍ରଭୁଙ୍କ ପହଣ୍ଡି ବିଜେ ଚାଲିଛି। ଦୁଇ ଘଣ୍ଟାରୁ ଅଧିକ ସମୟ ବିଳମ୍ବରେ ନୀତିକାନ୍ତି ଚାଲିଛି। ସୂଚନାଯୋଗ୍ୟ, ଭଉଣୀ ରୁକ୍ମିଣୀଙ୍କୁ ସାଥୀରେ ନେଇ ରାମନବମୀ ଯାତ୍ରାରେ ବାହାରିଛନ୍ତି…
ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ
ଭୁବନେଶ୍ୱର,୨୯।୩: ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ…
ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ରଦ୍ଦ ପ୍ରସଙ୍ଗରେ ବିଜେଡି ଚୁପ୍ କାହିଁକି: ବିଜୟ
ଭୁବନେଶ୍ବର, ୨୯ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ପାଇଁ ଭାରତ ଏକାଠି ହୋଇଛି। ବିରୋଧୀ ଏକସ୍ବରରେ ଗଣତନ୍ତ୍ରରେ ଏଭଳି ନିଷ୍ପତ୍ତିକୁ ବିରୋଧ କରିବା ସହିତ ନିନ୍ଦା କରିଛନ୍ତି। ଏହି ନିଷ୍ପତ୍ତିର ବିରୋଧରେ ଦେଶବ୍ୟାପୀ ୧୮ଟି ଦଳ ସାମିଲ ହୋଇଛନ୍ତି। ପୁଣି ରାଜ୍ୟରେ ସମସ୍ତ ବିରୋଧୀ…
ଶଙ୍ଖ ମୋ ଗର୍ବ ପରେ ଏବେ ବିଜେଡିର ଜୟ ଜଗନ୍ନାଥ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ବିଜେଡି ନେତାଙ୍କ ମୁହଁରେ ଏବେ ଜୟ ଜଗନ୍ନାଥ ନାରା। ଶଙ୍ଖ ମୋର ଗର୍ବ ପରେ ଜୟ ଜଗନ୍ନାଥ ସ୍ଲୋଗାନକୁ ନେଇ ସୋସିଆଲ ମିଡିଆରେ ବିଜେଡି କ୍ୟାମ୍ପେନ୍ ଆରମ୍ଭ କରିଛି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜ ସୋସିଆଲ…
୧୨ବର୍ଷରେ ୧୬ ପ୍ରାକୃତିକ ବିପର୍ଯ୍ୟୟ
ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ପାଣିପାଗ ବଦଳିବା କାରଣରୁ ଉପକୂଳ ଓଡ଼ିଶା ବେଶୀ ମାତ୍ରାରେ ପ୍ରଭାବିତ ହେଉଛି। ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବ କାରଣରୁ ବିଗତ ୧୨ବର୍ଷ ମଧ୍ୟରେ ଓଡ଼ିଶା ୧୬ଟି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରିଛି। ମଙ୍ଗଳବାର ସାମାଜିକ ସଙ୍ଗଠନ ରିଜିଓନାଲ ସେଣ୍ଟର…
ବସ୍ରେ ଯାତ୍ରୀଙ୍କଠାରୁ ୫୦ ହଜାର ଚୋରି
ଭୁବନେଶ୍ୱର,୨୯।୩(ବ୍ୟୁରୋ): ମୋ ବସ୍ରେ ମଙ୍ଗଳବାର ଜଣେ ଯାତ୍ରୀଙ୍କଠାରୁ ୫୦ ହଜାର ଟଙ୍କା ଚୋରି ହୋଇଛି। ଚୋରିର ଶିକାର ହୋଇଛନ୍ତି କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ବଡ଼ପଦନପୁର ଗ୍ରାମର ରାଜକିଶୋର ଜେନା। ଏନେଇ ସେ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନାରେ ଲିଖିତ ଅଭିଯୋଗ…
ଘଣ୍ଟାଏ ବର୍ଷାରେ ବେହାଲ ଭୁବନେଶ୍ୱର
ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ବର୍ଷା ଜଳ ନିଷ୍କାସନ ଏବେ ରାଜଧାନୀବାସୀଙ୍କ ମୁଖ୍ୟ ସମସ୍ୟା ହୋଇଥିବାବେଳେ ବିଏମ୍ସି ପାଇଁ ମୁଣ୍ଡବିନ୍ଧା ପାଲଟିଛି। ଭୁବନେଶ୍ୱରକୁ ୧ ନମ୍ବର କରିବା ପାଇଁ ଯେତେ ଉନ୍ନତିମୂଳକ କାମ ବା ସୌନ୍ଦର୍ଯ୍ୟକରଣ କଲେ ବି ଅସରାଏ ବର୍ଷା ଏସବୁ…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବୁଧବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ରଥଖଳାରେ…
୨୭ରୁ ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ର ତୃତୀୟ ବୈଠକ
ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ଆସନ୍ତା ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସେବ୍ୟାପୀ ଜି-୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭାରତ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତାକୁ ସଫଳ ଓ ସୁଦୃଢ଼ କରିବା ଲାଗି ‘ଜନ ଭାଗୀଦାରି’ ପାଇଁ ପ୍ରୟାସ…
ମୁକ୍ତା ଯୋଜନା,ଜାଗା ମିଶନରେ ବ୍ୟାପକ ଦୁର୍ନୀତି ହେଉଛି:ବିରୋଧୀ
ଭୁବନେଶ୍ବର,୨୯ା୩(ବ୍ୟୁରୋ: ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ପୌର ଉନ୍ନୟନ ବିଭାଗ ଖର୍ଚ୍ଚଦାବି ଗୃହୀତ ହୋଇଛି। ଖର୍ଚ୍ଚଦାବି ଆଲୋଚନାରେ ଭାଗନେଇ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ନିଜ ନିଜର ନିର୍ବାଚନମଣ୍ଡଳୀ ରେ ଜାଗା ମିଶନ ଏବଂ ମୁକ୍ତା ଯୋଜନା…
୪୦ ପ୍ରତିଶତ ଡାକ୍ତର ପଦବୀ ଖାଲି: କଂଗ୍ରେସ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନା ଓ ମେଡିକାଲ କଲେଜଗୁଡ଼ିକରେ ୪୦ ପ୍ରତିଶତରୁ ଅଧିକ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ସମେତ ଅନ୍ୟାନ୍ୟ ପଦବୀ ଖାଲି ପଡ଼ିଛି। ସ୍ବାସ୍ଥ୍ୟ ବିଭାଗ ଏହି ପଦବୀଗୁଡ଼ିକ ପୂରଣ ଦିଗରେ ସେପରି ଆଖିଦୃଶିଆ ପଦକ୍ଷେପ ନେଉନାହିଁ। ସରକାରୀ ମେଡିକାଲ…
ରାଜ୍ୟରେ ୧୦ ବର୍ଷରେ ୨୯ ବାଘ ଶିକାର
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): ଓଡ଼ିଶାରେ ଗତ ୧୦ ବର୍ଷ ଅର୍ଥାତ୍ ୨୦୧୨-୧୩ରୁ ୨୦୨୧-୨୨ ଭିତରେ ୨୯ ବାଘଙ୍କୁ ଶିକାରୀ ମାରିଛନ୍ତି। ସେଥିମଧ୍ୟରେ ୩ଟି ମହାବଳ, ୨୬ଟି କଲରାପତରିଆ ବାଘ ରହିଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ମଙ୍ଗଳବାର ବିଧାନସଭାରେ ଏହି…
Archives


