ମେଟ୍ରୋ

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍‌ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ...

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି ରାମକୃଷ୍ଣ ଦାଶ ପୌରହିତ୍ୟ କରିଥିଲେ। ରୋଟାରୀ ୩୨୬୨ ଜିଲାର ଗଭର୍ନର ସୌମ୍ୟ ରଞ୍ଜନ...

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍‌ କଟକଣା ଭିତରେ ହାତବାନ୍ଧି ବସିଥିବା ଶିଳ୍ପୀ ଓ ବୁଣାକାରମାନେ ଜୀବନଜୀବିକାକୁ ନେଇ ଚିନ୍ତିତ...

କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍‌-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ...

ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ...

ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର...

ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍‌ ଅଭିନେତା

ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍‌ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ବୁର୍ଲା ଭିମ୍‌ସାରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ...

ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା...

ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ

ଖଇରା,୪ା୬(ଡି.ଏନ୍‌.ଏ.): ବାତ୍ୟା ‘ୟାସ୍‌’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା ତଥା ବାତ୍ୟା କ୍ଷତିଗ୍ରସ୍ତମାନଙ୍କୁ ଏ ପର୍ଯ୍ୟନ୍ତ ପଲିଥିନ ଓ କ୍ଷତିପୂରଣ ଅର୍ଥ ପ୍ରଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri