ରାଜ୍ୟରେ ଏପ୍ରିଲ ୧ ଯାଏ ବର୍ଷା
ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ମାର୍ଚ୍ଚ ୩୧ରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ମଧ୍ୟମ ଧାରଣ ବର୍ଷା ସହ କଟକ,…
କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୨୮ା୩(ବ୍ୟୁରୋ):ଖରିଫ ବିପଣନ ବର୍ଷ ୨୦୨୨-୨୩ରେ ଓଡ଼ିଶାରେ ୨୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ରହିଯିବ। ଏହି ବଳକା ଚାଉଳ କେନ୍ଦ୍ର ସରକାର ନ ଉଠାଇଲେ ଆଗାମୀ ଋତୁରେ ଧାନ ସଂଗ୍ରହ କାର୍ଯ୍ୟ ଗଭୀର ଭାବେ ବାଧାପ୍ରାପ୍ତ ହେବ। ରାଜ୍ୟର…
ରାଜ୍ୟରେ ୧୮,୨୬୮ଜଣଙ୍କୁ ମିଳିଛି ବନ୍ଧୁକ ଲାଇସେନ୍ସ
ଭୁବନେଶ୍ୱର,୨୮ା୩(ବ୍ୟୁରୋ):ରାଜ୍ୟରେ ୧୮,୨୬୮ଜଣଙ୍କୁ ବନ୍ଧୁକ ଲାଇସେନ୍ସ ପ୍ରଦାନ କରାଯାଇଛି। ବ୍ୟକ୍ତିଗତ ସୁରକ୍ଷା, ବ୍ୟାଙ୍କ ସମ୍ପତ୍ତି ସୁରକ୍ଷା, କ୍ରୀଡ଼ା ଓ ଟାର୍ଗେଟ ଅଭ୍ୟାସ ନିମନ୍ତେ ଜିଲା ଏସ୍ପିଙ୍କ ରିପୋର୍ଟ ଆଧାରରେ ଜିଲାପାଳମାନେ ଏହି ବନ୍ଧୁକ ଲାଇସେନ୍ସ ଦେଇଛନ୍ତି। କଂଗ୍ରେସ ସଭ୍ୟ ତାରପ୍ରସାଦ ବାହିନୀପତିଙ୍କ ଏକ…
କରୋନା ପାଇଁ ପୁଣି ବାଜିଲା ସତର୍କ ଘଣ୍ଟି
ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍ ଓ…
୫ ସ୍ଥାନରେ ଭାଜପାକୁ ଟାର୍ଗେଟ କରିବ କଂଗ୍ରେସ
ଭୁବନେଶ୍ବର, ୨୮ା୩(ବ୍ୟୁରୋ):କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଭ୍ୟ ପଦ ଲୋକ ସଭାରେ ରଦ୍ଦ ହେବା ପରେ ସାରା ଦେଶରେ ଦଳ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ଏବେ ଓଡ଼ିଶାରେ ମଧ୍ୟ ତୀବ୍ର ପ୍ରତିବାଦ ଦେଖିବାକୁ ମିଳୁଛି। ଦୁଇ ଦିନ…
ସାଙ୍ଗ ଗାଡ଼ିରେ ଅପରାଧ
ଭୁବନେଶ୍ୱର,୨୮।୩(ବ୍ୟୁରୋ):ସାଙ୍ଗକୁ ଗାଡି ଦେଉଥିଲେ ହୋଇଯାଅ ସାବଧାନ। ନ ହେଲେ ଆପଣଙ୍କ ଗାଡିକୁ ବି ଜବତ କରିପାରେ ପୋଲିସ। କାରଣ କେହି ବି ଆପଣଙ୍କ ଗାଡିକୁ ଆପରାଧିକ କାର୍ଯ୍ୟରେ ବ୍ୟବହାର କରିପାରେ। ସାଙ୍ଗଠାରୁ ଗାଡ଼ି ମାଗିଆଣି ରାଜଧାନୀରେ ଲୁଟ୍ପାଟ କରୁଥିବା ଜଣେ ଚତୁର…
ଷ୍ଟାଟସ୍ ରିପୋର୍ଟ ଦାଖଲ ଲାଗି ୩ ମାସ ସମୟ ମାଗିଲା କେନ୍ଦ୍ର
ନୂଆଦିଲ୍ଲୀ, ୨୮ା୩:ପୋଲାଭରମ ଜଳସେଚନ ପ୍ରକଳ୍ପକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ଲାଗିରହିଥିବା ବିବାଦର ସମାଧାନ ପାଇଁ ବୈଠକ ଡକାଯାଇଥିଲା। ଏହାର ଷ୍ଟାଟସ୍ ରିପୋର୍ଟ ଦାଖଲ ଲାଗି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ୩ ମାସ ସମୟ ମାଗିଛନ୍ତି। ଜଷ୍ଟିସ୍…
ରୂପାନ୍ତରିତ ହେବ ୧୦ ହଜାର ପ୍ରାଥମିକ ବିଦ୍ୟାଳୟ
ଭୁବନେଶ୍ୱର,୨୮।୩(ବ୍ୟୁରୋ):‘ମୋ ସ୍କୁଲ’ର ଦଶମ ପରିଚାଳନା ପରିଷଦ ବୈଠକ ମୋ ସ୍କୁଲ୍ ଅଭିଯାନ ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟଗୁିକର ସଫଳ ରୂପାନ୍ତରୀକରଣ ପରେ ଏବେ ୧୦ହଜାର ପ୍ରାଥମିକ ବିଦ୍ୟାଳୟର ନବୀକରଣ କରିବାକୁ ନିଷ୍ପତ୍ତି ନିିଆଯାଇଛି। ସ୍ଥାନୀୟ କର୍ପୋରେଟ୍…
୩୧ରେ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ
ଭୁବନେଶ୍ୱର, ୨୮।୩ (ବ୍ୟୁରୋ):ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ସକାଳୁ ଦ୍ୱିପ୍ରହର ଯାଏ ଖରା ଓ ଅପରାହ୍ନରୁ କଳାବୈଶାଖୀ ବର୍ଷା ଜାରି ରହିଛି। ସୋମବାର ଖୋର୍ଦ୍ଧା, କଟକ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କୋରାପୁଟ ଓ…
ମାଲିକ ସଂଘକୁ ମିଳିବ ପର୍ଯ୍ୟାପ୍ତ କ୍ଷମତା
ଭୁବନେଶ୍ୱର,୨୮ା୩(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା)ବିଲ୍-୨୦୨୩ ଆଣିଛନ୍ତି। ସୋମବାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଏହାକୁ ବିଧାନସଭାର ଅନୁମୋଦନ ସକାଶେ ଉପସ୍ଥାପନ କରିଛନ୍ତି।…
ଘର ବିକ୍ରି ଆଳରେ ୭୫ ଲକ୍ଷ ଠକେଇ ଓଲିଉଡ୍ ପ୍ରଯୋଜକ ଗିରଫ
ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଘର ବିକ୍ରି କରିବା ଆଳରେ ଜଣେ ଆସୋସିଏଟ୍ ପ୍ରଫେସରଙ୍କଠାରୁ ୭୫ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ଜଣେ ଓଲିଉଡ୍ ପ୍ରଯୋଜକଙ୍କୁ ଖଣ୍ଡଗିରି ଥାନା ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା କୋଳଥିଆ ହାଉସିଂବୋର୍ଡ କଲୋନିରେ…
ଓଆର୍ଏଚ୍ଡିସି ଗୃହ ଋଣ ଦୁର୍ନିତି ମାମଲା: ସପ୍ତମଥର ବିନୋଦ କୁମାରଙ୍କୁ ଜେଲଦଣ୍ଡ
ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍ଏଚ୍ଡିସି) ଦ୍ୱାରା ବିଲ୍ଡର ସଂସ୍ଥା ‘ଏମ୍/ଏସ୍ ହୋମ୍ ଲିଭ୍ସ ହାଉସିଂ’କୁ ଅନୁଚିତ ଅନୁଗ୍ରହ ଦେଖାଇ ଜାଲ୍ କାଗଜପତ୍ରରେ ୫୦ ଲକ୍ଷ ଟଙ୍କାର ଗୃହ ଋଣ ଦେବା ମାମଲାରେ ସୋମବାର ରାୟ ପ୍ରକାଶ…
Archives


