ମେଟ୍ରୋ

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ...

ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ...

୧୯ ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍‌ଟ୍ରେଟର ଯୋଗାଇ ଦିଆଯିବ...

ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି...

କରୋନାରୁ ସୁସ୍ଥ ହୃଦ୍‌ରୋଗୀ ହାର୍ଟ ଚେକ୍‌ ଅପ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍‌ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି...

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ ମିଳିଛି। ତାମିଲନାଡୁର ଥେନିସ୍ଥିତ ଏହି ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ଦେଶର ବରିଷ୍ଠ ତଥା ବିଶିଷ୍ଟ...

ଉତ୍କଳିକାର ୱେବ୍‌ସାଇଟ୍‌ ଲୋକାର୍ପିତ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ...

ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା

ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ ଟ୍ରେନ୍‌ ଲାଇନରେ ଶୋଇଲେ ମୁଁ ତୋ ସହ ଟ୍ରେନ୍‌ ଲାଇନ୍‌ରେ ଶୋଇବି।’ ପ୍ରେମିକାର...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ। ଓଡ଼ିଶାରେ ମଧ୍ୟ ସେମିନାର, ୱେବିନାର୍‌,...

୭ରୁ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଥିଲା। ତେବେ ଆଗକୁ ପାରଦ ତଳକୁ ଖସିବ। ଆସନ୍ତା ୧୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri