ମେଟ୍ରୋ

ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ଇଟାମାଟି ଅଞ୍ଚଳର ଗୋଲକ…

ରାଜଧାନୀରେ ଥାର୍‌ ଆତଙ୍କ: ସ୍କୁଟିକୁ ଘୋଷାରି ଦୋକାନ ଭାଙ୍ଗିଲା

ଭୁବନେଶ୍ୱର,୨୦ା୧୦(ସତ୍ୟଜିତ ରାଉତ): ରାଜଧାନୀରେ ପୁଣି ଥାର୍‌ ଆତଙ୍କ ଦେଖିବାକୁ ମିଳିଛି। ଲକ୍ଷ୍ମୀସାଗର ଝାରପଡା କେନାଲ ରୋଡରେ ଏକ ଥାର୍‌ (ନଂ.ଓଡି୩୩ଏଟି୧୨୩୩) ଦ୍ରୁତଗତିରେ ଆସି ଦୁର୍ଘଟଣା ଘଟାଇଛି। ଏଥିରେ କେହି ମୃତାହତ ହୋଇ ନ ଥିଲେ ମଧ୍ୟ ଏକ ସ୍କୁଟି କ୍ଷତି ଗ୍ରସ୍ତ…

ଆସୁଛି ବଡ଼ ବର୍ଷା, ୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବାର ଆଶଙ୍କା ରହିଛି। ସେହିପରି ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏହା…

ଆଜି ଜୟ ନେବେ ଶପଥ

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ…

ଦୁଇଗୁଣା ହେବ ରାଉରକେଲା ଇସ୍ପାତ କାରଖାନା କ୍ଷମତା, ନିବେଶ ହେବ ୩୦,୦୦୦ କୋଟି

ଭୁବନେଶ୍ୱର,୧୯।୧୧: କେନ୍ଦ୍ର ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀ ବୁଧବାର ଓଡ଼ିଶାର ରାଉରକେଲା ଇସ୍ପାତ କାରଖାନା (RSP)ର ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ ୨୦୩୦…

ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ

ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ…

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର, ଏବେ ମିଳୁଛି ୪ ଲକ୍ଷ

ଭୁବନେଶ୍ୱର,୧୯।୧୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ, କ୍ଷତିପୂରଣ…

ରାଜ୍ୟରେ ବଢ଼ିବ ତହସିଲ ସଂଖ୍ୟା, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ ପ୍ରଥମ ପର୍ଯ୍ୟାୟରେ…

ଭୁବନେଶ୍ୱର,୧୯ା୧୧:  ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା ଦେଇଛନ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଭୁବନେଶ୍ୱର,୧୯ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ। ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସଂପ୍ରସାରଣ ନେଇ ଆଲୋଚନା ହୋଇଛି। ଏଥିରେ ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍‌ରୁ ୯.୫ ମିଲିୟନ ଟନ୍‌କୁ ସଂପ୍ରସାରଣ…

ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ବି ଦାୟିତ୍ୱ ଦିଆଯାଇଛି।…

ଭୁବନେଶ୍ବର ଏଜି ଛକରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା

ଭୁବନେଶ୍ୱର,୧୯।୧୧: ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା। ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା। ସଚେତନ ସହ ସକରାତ୍ମକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri