Odisha Elections 2024

ମେଟ୍ରୋ

ନିଯୁକ୍ତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୫।୩(ଅସମାପିକା ସାହୁ):ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌)ଙ୍କୁ ନିଯୁକ୍ତି ଦେବାକୁ ସ୍ଥିର କରାଯାଇଛି। ଏହି ପ୍ରକ୍ରିୟାକୁ...

ଅଭୟାରଣ୍ୟକୁ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୪ା୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷା ଲାଗି ୧୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର,୪।୩: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସିବେ। ଏ ନେଇ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ପୋଲିସ କମିଶନରଙ୍କ କହିବା...

ଊର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦...

ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ...

ପଦ୍ମ ଧରିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ: ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

 ଭୁବନେଶ୍ବର,୪।୩: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ସୋମବାର ଭାଜପାରେ ଯୋଗଦେଇଛନ୍ତି। ସେମାନେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି।...

ସରିଲା ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା: ହଲ୍‌ରୁ ଖୁସି ହୋଇ ବାହାରିଲେ ଛାତ୍ରୀଛାତ୍ର

କଟକ,୪।୩: ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ଫେବୃଆରୀ ୨୦ ତାରିଖରୁ ଏହା ଆରମ୍ଭ ହୋଇଥିଲା। ଶେଷ ଦିନରେ ଛାତ୍ରୀଛାତ୍ର ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ନିର୍ଦ୍ଧାରିତ ସମୟରେ ପରୀକ୍ଷା ସାରିବା ପରେ...

ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ତାତିରେ ଲାଗିବ ବ୍ରେକ୍‌। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା,...

୩୫୧ ବିରଳ କଇଁଛ ଉଦ୍ଧାର କଲା ଡିଆର୍‌ଆଇ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଓଡ଼ିଶା ଦେଇ କଇଁଛ ଚୋରା ଚାଲାଣ ଚାଲିଛି। ଖବର ପାଇବା ପରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଏକ ଟିମ୍‌ କଟକ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଶନିବାର ଚଢ଼ାଉ କରି ଏକ ଟାଟା...

କାର୍ଯ୍ୟକାରୀ ହୋଇପାରିଲାନି ଫିଲ୍ମ ପଲିସି

ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଧୀରେଧୀରେ ସୁଦୃଢ଼ ହେଉଛି। ଶୁଟିଂ ଶୈଳୀରୁ ଆରମ୍ଭ କରି ବିଷୟବସ୍ତୁ ସବୁଥିରେ ପରିବର୍ତ୍ତନର ଧାରା ଆରମ୍ଭ ହୋଇଛି। ଏବେ ରିଲିଜ ହେଉଥିବା ନୂଆ ନୂଆ ଚଳଚ୍ଚିତ୍ରକୁ ଲୋକେ ପସନ୍ଦ କରୁଥିବାବେଳେ ଅନେକ ଚର୍ଚ୍ଚାକୁ ମଧ୍ୟ...

୧୫ରେ ରିଲିଜ୍‌ ହେବ ‘ଯାଯାବର ୨.୦’

ଭୁବନେଶ୍ୱର,୪।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଫିଲ୍ମ ‘ଯାଯାବର ୨.୦’ ଆସନ୍ତା ୧୫ ତାରିଖରେ ଶୁଭମୁକ୍ତି ଲାଭ କରିବ। ରବିବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି। ଦୁଇଜଣ ଅପରିଚିତ ବ୍ୟକ୍ତି ଏକ ଅପ୍ରତ୍ୟାଶିତ ପରିସ୍ଥିତି ମଧ୍ୟରେ...

ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲେ ଯୁବକ, ମାଡ଼ ମାରି ଗର୍ଭନଷ୍ଟ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଠକେଇ କରିବା ସହ ମାଡ ମାରି ତାଙ୍କ ଗର୍ଭନଷ୍ଟ କରିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେ ହେଲେ ବଡଗଡ ଥାନା ଅନ୍ତର୍ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri