ଦେଶର ଗଣତନ୍ତ୍ର ବିପଦରେ: ୟାସିର
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଏବଂ ଲୋକ ସଭା ସଦସ୍ୟ ପଦ ରଦ୍ଦ ପ୍ରତିବାଦରେ ଶନିବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଅପରାହ୍ନରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଏକ ରାଲି କଂଗ୍ରେସ ଭବନରୁ ବାହାରି…
ବିରୋଧୀଙ୍କୁ ମୂଳୋତ୍ପାଟନ ଲାଗି ଭାଜପାର ଷଡ଼ଯନ୍ତ୍ର
ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଏମ୍ପି ପଦ ରଦ୍ଦ ଘଟଣାକୁ ନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଆହୂତ ସର୍ବଦଳୀୟ ବୈଠକରେ ତ୍ରୀବ ନିନ୍ଦା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗଭୀର ଉଦ୍ବେଗ ପ୍ରକାଶ କରାଯାଇଛି।…
କେଶରୀ ଇଷ୍ଟେଟ୍ ସଂସ୍ଥା ଏମ୍ଡିଙ୍କ ଘରୁ ଦେଢ଼ କେଜି ସୁନା ଜବତ ସୂଚନା
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ କେଶରୀ ଇଷ୍ଟେଟ୍ ସଂସ୍ଥା ସାଢ଼େ ୫କୋଟି ଟଙ୍କା ଠକେଇ ମାମଲାର ବେଆଇନ ଅର୍ଥ କାରବାର ଦିଗକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଦନ୍ତ ଜୋରଦାର ଚଳାଇଛି। ଶୁକ୍ରବାର ଇଡି ପକ୍ଷରୁ ସଂସ୍ଥାର ନିର୍ଦ୍ଦେଶକ ଅକ୍ଷୟ କୁମାର…
ଐତିହ୍ୟ ରୂପାନ୍ତର ପୁରୀର ଗୁରୁତ୍ୱ ବୃଦ୍ଧି କରିବ
ଭୁବନେଶ୍ୱର(ବ୍ୟୁରୋ)/ପୁରୀ/କଟକ ଅଫିସ,୨୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଶନିବାର ପୁରୀ ଏବଂ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି।…
ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ
ଭୁବନେଶ୍ୱର, ୨୬।୩ (ବ୍ୟୁରୋ): ହୃଦ୍ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍ଏସ୍ଆର୍ଏଫ୍) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର ୩…
‘ଧର୍ମାନ୍ତରିତଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍ ଦିଆଯାଉ’
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଧର୍ମାନ୍ତରିତ ବ୍ୟକ୍ତିମାନଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍ ଦେବା ଦାବିକୁ ଜୋର୍ଦାର କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହାକୁ ନେଇ ଶନିବାର ମଞ୍ଚ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ଜନଜାତି ସମାବେଶର ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟର ୨୬ ଜିଲାରୁ ୬୨…
ଗଡ୍କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା ପାଇଁ…
୧୮ରୁ କ୍ଷେତ୍ର ବୁଲିବେ ଟ୍ରିବ୍ୟୁନାଲ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୩(ବ୍ୟୁରୋ): ମହାନଦୀ ଜଳକୁ ନେଇ ଓଡ଼ିଶା-ଛତିଶଗଡ଼ ଆନ୍ତଃ ରାଜ୍ୟ ବିବାଦ ମାମଲାର ଶୁଣାଣି ଟ୍ରିବ୍ୟୁନାଲରେ ଚାଲିଛି। ଆସନ୍ତା ଏପ୍ରିଲ ୧୮ରୁ ମହାନଦୀ ଟ୍ରିବ୍ୟୁନାଲର ଟିମ୍ ନଦୀର ଉପରମୁଣ୍ଡ ଛତିଶଗଡ଼ରେ କ୍ଷେତ୍ର ପରିଦର୍ଶନ କରିବେ। ଟିମ୍ ପ୍ରଥମ ପର୍ଯ୍ୟାୟର ଦୁଇଟି ଫେଜ୍ରେ ଛତିଶଗଡ଼…
ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜିନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ଓସାକା ଯିବେ ବୋଲି ଜଣାପଡ଼ିଛି।…
ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଯକ୍ଷ୍ମା ବା ଟିବି ନିରାକରଣରେ ସାରା ଦେଶରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇଥିବା ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ପୂର୍ବରୁ ଓଡ଼ିଶା ଦ୍ବିତୀୟ ଓ ତୃତୀୟରେ…
ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ରବିବାର ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କବିସୂର୍ଯ୍ୟନଗର, ଛତ୍ରପୁର ଏବଂ ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗଞ୍ଜାମ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ…
ଆସିବ ନୂଆ କରୋନା ଗାଇଡ୍ଲାଇନ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଦେଶ ଏବଂ ରାଜ୍ୟରେ କରୋନା ସ୍ଥିତି ବଢୁଥିବାରୁ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। କରୋନା ପାଇଁ ନୂଆ ଗାଇଡ୍ଲାଇନ୍ ଆସିବା ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ଏହି…
Archives


