ମାର୍ଚ୍ଚ ୨୯ରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ଭୁବନେଶ୍ୱର,୨୪।୩(ବ୍ୟୁରୋ): ମାର୍ଚ୍ଚ ୨୯ ତାରିଖରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ସମନ୍ବୟ ବୈଠକରେ ରଥ ଯେପରି ସଠିକ୍ ସମୟରେ ପ୍ରସ୍ତୁତ ହେବା ସହ ଶୃଙ୍ଖଳିତ ନିତିକାନ୍ତି କିପରି ହୋଇପାରିବ ସେନେଇ ଆଲୋଚନା ହୋଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୯…
ପୋଲିସ କବ୍ଜାରେ ତାମିଲନାଡୁ ଚୋର ଗ୍ୟାଙ୍ଗ୍
ଭୁବନେଶ୍ୱର,୨୪।୩(ବ୍ୟୁରୋ):ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ୩ ମାସ ଧରି ସକ୍ରିୟ ଥିବା ଏକ ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗକୁ କମିଶନରେଟ ପୋଲିସ ଧରିବା ସହ ୩ଜଣ ସଦସ୍ୟଙ୍କୁ ଗିରଫ କରିଛି। ସେମାନେ ହେଲେ ତାମିଲନାଡୁ ତିରୁପତୁର ଜିଲାର କେ. ବାଲାଜି,ଏନ. ମୁରଗାନ ଏବଂ ଡି. ଗୋବିନ୍ଦନ।…
କିନ୍ନରଙ୍କୁ ମିଳିବ ଜମି
ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ଜାଗା ମିଶନ୍ ଅନ୍ତର୍ଗତ ଭୁବନେଶ୍ୱରର ବସ୍ତି ଅଞ୍ଚଳରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତି ବା ପରିବାରକୁ ଜାଗା ପ୍ରଦାନ କରାଯିବ। ଏଥିପାଇଁ ବିଭିନ୍ନ ବସ୍ତି ଅଞ୍ଚଳରେ ବ୍ୟାପକ ସର୍ଭେ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଉଛି। ଶୁକ୍ରବାରଠାରୁ କିନ୍ନର ବସ୍ତି…
ସଫେଇ ସଂସ୍ଥାକୁ ୧ଲକ୍ଷ ଟଙ୍କା ଜରିମାନା
ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ରାଜଧାନୀ ଭୁବନେଶ୍ବରରେ ପରିମଳ ନିୟମକୁ ଭୁବନେଶ୍ବର ମହାନଗର ନିଗମ (ବିଏମସି) ପକ୍ଷରୁ କଡ଼ାକଡ଼ି କରାଯାଇଛି। ପରିମଳ ନିୟମ ଅବମାନନା କ୍ଷେତ୍ରରେ ସଫେଇ ସଂସ୍ଥାରୁ ଆରମ୍ଭ କରି ସ୍ଥାନୀୟ ନାଗରିକ ଓ ଅନୁଷ୍ଠାନଠାରୁ ମୋଟା ଅଙ୍କର ଜରିମାନା ଆଦାୟ ହେଉଛି।…
‘ସିଟିଜ୍ ପ୍ରକଳ୍ପ’ରେ ବଦଳିବ ସହର ନକ୍ସା
ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରର ଚେହେରା ଧୀରେ ଧୀରେ ବଦଳିବାକୁ ଲାଗିଛି। ସହରକୁ ଆହୁରି ସୁନ୍ଦର କରି ଗଢ଼ିତୋଳିବା ସହ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି କ୍ରମରେ ସ୍ମାର୍ଟସିଟି ମିଶନ…
ଦେଶ ବିରୋଧୀ ଶକ୍ତିଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ରାହୁଲ: ଶରତ
ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଭାରତ ବର୍ଷର ଗଣତନ୍ତ୍ର ଆଜି ବିପନ୍ନ। ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍ ସ୍ବାଧୀନତା ଉପରେ ସମ୍ପୂର୍ଣ୍ଣରୂପେ ରୋକ୍ ଲଗାଇବା ପାଇଁ ୮ ବର୍ଷ ହେଲା କାର୍ଯ୍ୟ କରୁଛି। ଏକଛତ୍ର ବାଦ ଶାସନ ବ୍ୟବସ୍ଥାକୁ ଆପଣାଇବା ନରେନ୍ଦ୍ର ମୋଦି ଏବଂ…
ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି।…
ମୃତ୍ୟୁ ପୂର୍ବରୁ ଜିଜ୍ଞାସାଙ୍କୁ ୯୭ ସେକେଣ୍ଡର ଶେଷ କଲ୍
ଭୁବନେଶ୍ୱର,୨୪।୩(ବ୍ୟୁରୋ):ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ଗୁରୁବାର ୬ଦିନ ପୂରିଛି। ମାମଲାକୁ ନେଇ ରହସ୍ୟ ଲାଗି ରହିଥିବାବେଳେ ଆତ୍ମହତ୍ୟାର ଉଦ୍ଦେଶ୍ୟ ସମ୍ପର୍କରେ ପୋଲିସ ଏଯାଏ କୌଣସି ସ୍ପଷ୍ଟ ସୂଚନା ଦେଇନାହିଁ। କେବଳ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା…
‘ଶାମ୍ଭବୀ ପୁରସ୍କାର’ ପାଇଲେ ଇମ୍ରାନ ଅଲ୍ଲୀ
ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଚଳିତ ବର୍ଷ ଜଣେ ସାମାଜିକ ପରିବର୍ତ୍ତନକାରୀଙ୍କୁ ମିଳିଛି ‘ଶାମ୍ଭବୀ’ ପୁରସ୍କାର। ରାଜ୍ୟରେ ସ୍ବାସ୍ଥ୍ୟ ଓ ଆଡ୍ଭୋକେସି କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଡ. ମହମ୍ମଦ ଇମ୍ରାନ ଅଲ୍ଲୀଙ୍କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ସହ ୨ଲକ୍ଷ ୫୦ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଛି।…
ଓଡ଼ିଶା ଆତିଥ୍ୟକୁ ମମତାଙ୍କ ପ୍ରଶଂସା
ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଆତିଥ୍ୟ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କୁ ସେ ଭଲ ଭାବେ ଦର୍ଶନ କରିବାର ସୁଯୋଗ ପାଇଲେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଗଣମାଧ୍ୟମରେ ଏହା କହିଛନ୍ତି। ଏଥିସହିତ ପୁରୀରେ…
ମମତାଙ୍କୁ ଛେନାପୋଡ,ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଲେ ନବୀନ
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ ରୂପା ତାରକସି…
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଖୁସି ଖବର,ଏ ବର୍ଷ ବଢିବନି ବିଦ୍ୟୁତ୍ ଦର
ଭୁବନେଶ୍ୱର,୨୩।୩: ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ଏ ବର୍ଷ ବଢିବନି ବିଦ୍ୟୁତ୍ ଦର। ଏନେଇ ରାଜ୍ୟ ବିଦ୍ୟୁତ୍ ନିୟାମକ ଆୟୋଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଘରୋଇ ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ଦର ଅପରିବର୍ତ୍ତିତ ରହିଛି। ପୂର୍ବଭଳି ପ୍ରଥମ…
Archives


