ମେଟ୍ରୋ

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓ ଗିରଫ

ଭୁବନେଶ୍ୱର,୨୩ା୬(ସତ୍ୟଜିତ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଭଦ୍ରକ ଜିଲା ସମାଜ ମଙ୍ଗଳ ଅଧିକାରିଣୀ(ଡିଏସ୍‌ଡବ୍ଲ୍ୟୁଓ) ଜୟନ୍ତୀ ବେହେରା ଶୁକ୍ରବାର ଗିରଫ ହୋଇଛନ୍ତି। ଦୁଇ ଦିନର ଚଢ଼ାଉରେ ଭିଜିଲାନ୍ସ ତାଙ୍କଠାରୁ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଛି। ଯାହାକି ତାଙ୍କ…

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା…

ନାଁ ବଦଳାଇ ଆଉ ଥରେ ଘୋଷଣା କରୁଛନ୍ତି ସରକାର: ସ୍ମୃତି

ଭୁବନେଶ୍ବର, ୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’କୁ କ୍ୟାବିନେଟ୍‌ରେ ଅନୁମୋଦନ ଦେଇଛନ୍ତି। ଏହା ଘୋଷଣା ସର୍ବସ୍ବ ରାଜ୍ୟ ସରକାରଙ୍କ ଆଉ ଏକ ପ୍ରହସନ। ରାଜ୍ୟ ସରକାର କେବଳ ଏହାର…

ଶ୍ରୀଅନନ୍ତ ବାସୁଦେବ ମନ୍ଦିର ରୋଷଘର ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୩ା୬(ସୁବାସ ଚନ୍ଦ୍ର ପ୍ରଧାନ): ବିନ୍ଦୁସାଗର କୂଳରେ ରହିଛି ଶ୍ରୀଅନନ୍ତ ବାସୁଦେବ ମନ୍ଦିର। ରାଜ୍ୟ ସରକାର ଏକାମ୍ର ମେଗା ପ୍ରକଳ୍ପରେ ଏହି ମନ୍ଦିର ଏବଂ ଏହାର ଚତୁଃପାର୍ଶ୍ୱକୁ ସାମିଲ କରିଛନ୍ତି। ମନ୍ଦିର ପରିସରରେ ରୋଷଘର ନିର୍ମାଣ ନେଇ ଓଡ଼ିଶା ସେତୁ ନିର୍ମାଣ…

ଦୁର୍ଘଟଣା ରୋକିବ ଟ୍ରାଫିକ୍‌ ଟାଇମ୍‌ର

ଭୁବନେଶ୍ୱର,୨୩।୬(ଅଭିଜିତ୍‌ ଦାସ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଛକଗୁଡ଼ିକରେ ଲାଗିଥିବା ସ୍ବୟଂଚାଳିତ ଟ୍ରାଫିକ୍‌ ବ୍ୟବସ୍ଥାଗୁଡ଼ିକ ଅଧିକାଂଶ ସମୟରେ କାମ କରୁ ନାହିଁ। କେତେକ ସ୍ଥାନରେ ଅଧିକାଂଶ ସମୟରେ ସିଗ୍‌ନାଲ ୟେଲୋ ଲାଇଟ୍‌ ଜଳି ରହୁଛି। ତେବେ ଏହାକୁ ବ୍ୟବସ୍ଥିତ କରିବା ପାଇଁ ଏବେ…

ପଞ୍ଚାୟତ ସ୍ତରରେ ଜାତୀୟ ପେନ୍‌ସନ ଦିଆଯାଉ: ବିଜେଡି

ଭୁବନେଶ୍ୱର,୨୩ା୬(ଅନିଲଦାସ): ଓଡ଼ିଶାରେ ଜାତୀୟ ପେନ୍‌ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି। ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି। ବାର୍ଦ୍ଧକ୍ୟ ଏବଂ ଭିନ୍ନକ୍ଷମ ପେନ୍‌ସନ ସମେତ ଜାତୀୟ ପେନ୍‌ସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନ୍‌ସନ ପାଇଁ ଗ୍ରାମାଞ୍ଚଳର ବହୁ…

ରାଜ୍ୟରେ ୫୦୮୬ ପିଲା ଅଧାରୁ ପାଠଛାଡ଼ିିଛନ୍ତି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଓଡ଼ିଶାରେ ସ୍କୁଲ୍‌ ଡ୍ରପ୍‌ ଆଉଟ ପିଲାଙ୍କ ପରିସଂଖ୍ୟାନ ପ୍ରତିବର୍ଷ ବଢୁଛି। ବର୍ତ୍ତମାନ ଜାତୀୟ ହାର ୧୨ ପ୍ରତିଶତରୁ ଅଧିକ ରହିଥିବାବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୧୮ହଜାର ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ବିଭାଗ…

ଆଜିଠୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୨୩।୬(ସତ୍ୟଜିତ୍‌ ରାଉତ): ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିଲେ ଚାଳକ ତଣ୍ଡ ଗଣିବେ। ଜୁନ୍‌ ୨୩ ଅର୍ଥାତ ଶୁକ୍ରବାରଠାରୁ ଏନେଇ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ ହେବା ସହ ନିୟମ ପାଳନ କରୁ ନ ଥିବା ଗାଡ଼ି ଚାଳକଙ୍କଠାରୁ…

ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନିୟମିତ ନେଇ ଏସ୍‌ଓପି ଜାରି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ନିଯୁକ୍ତି ନିୟମିତ କରାଯିବା ନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଏନେଇ ସ୍ବତନ୍ତ୍ର ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ସ୍ମୃତିରଞ୍ଜନ ପ୍ରଧାନ ଗଜପତି ଜିଲାପାଳ

ଭୁବନେଶ୍ୱର,୨୩ା୬(ଅନିଲ ଦାସ):ରାଜ୍ୟ ସରକାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ…

ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା (ସିପିଇଟି) ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ। ଜୁନ୍‌ ୨୮ ଓ ୩୦ ତାରିଖକୁ ବାଦ୍‌ ଦେଲେ ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?