କୋଇଡ଼ା ବିଡିଓଙ୍କୁ ନେଇ ବିଧାନସଭା ଅଚଳ
ଭୁବନେଶ୍ୱର,୧୯।୩(ବ୍ୟୁରୋ): କୋଇଡ଼ା ବିଡିଓ ବିଧାୟକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗରେ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶନିବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ ହେବା ମାତ୍ରେ ସିପିଆଇ(ଏମ୍) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା କୋଇଡା ବିଡିଓ ଅସମ୍ମାନ କରୁଥିବା ନେଇ ଅଭିଯୋଗ…
ଫେୟାରଓ୍ବେଲ୍ ଭୋଜି ଖାଇ ୨୪ ଛାତ୍ରୀଛାତ୍ର ଅସୁସ୍ଥ
ବଲାଙ୍ଗୀର ଅଫିସ, ୧୯।୩: ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ପଥରଚେପାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୨୪ ଜଣ ଛାତ୍ରୀଛାତ୍ର ଫେୟାରଓ୍ବେଲ୍(ବିଦାୟକାଳୀନ ସମ୍ବର୍ଦ୍ଧନା) ଭୋଜି ଖାଇ ଅସୁସ୍ଥ ହୋଇଛନ୍ତି। ଶନିବାର ସକାଳେ ଏହି ଖବର ଜଣାପଡ଼ିବା ପରେ ଆଦର୍ଶ ସ୍କୁଲକୁ ଚୂଡ଼ାପାଲି ଗୋଷ୍ଠୀ…
କାଠଯୋଡ଼ିରେ ତ୍ରିଶୂଳିଆଠାରେ ହେବ ଦ୍ୱିତୀୟ ସେତୁ: ମନ୍ତ୍ରୀ
ଭୁବନେଶ୍ବର,୧୯।୩(ବ୍ୟୁରୋ): ନିର୍ମାଣ ବିଭାଗ ଜରିଆରେ ରାସ୍ତାର ଉନ୍ନତି, ସେତୁ ନିର୍ମାଣ, କୋଠା ନିର୍ମାଣ, ରାଜ୍ୟରେ ଜାତୀୟ ରାଜପଥର ଉନ୍ନତି ତଥା ରକ୍ଷଣାବେକ୍ଷଣ ଇତ୍ୟାଦିର ବିକାଶ ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଛନ୍ତି ା ଗୀତଗୋବିନ୍ଦ…
ଏପ୍ରିଲ ସୁଦ୍ଧା ସବୁ ତହସିଲରେ ଭର୍ଚୁଆଲ କୋର୍ଟ: ମନ୍ତ୍ରୀ
ଭୁବନେଶ୍ବର, ୧୯।୩(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ରାଜ୍ୟ ସରକାର ଆଣିଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବଜେଟ ବିଧାନସଭାରେ ଶନିବାର ଗୃହୀତ ହୋଇଯାଇଛି। ରାଜସ୍ବ ବିଭାଗ ଲାଗି ମୋଟ୍ ୧୫୮୬ କୋଟି ୪୧ ଲକ୍ଷ ୭୦ ହଜାର ଟଙ୍କା…
ବଜ୍ରପାତରେ ମହିଳା, ୧୧ ଗୋରୁ ମୃତ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ ଓଡ଼ିଶାର…
ଶିଳ୍ପ ଓ ଶିଳ୍ପାୟନ ଓଡ଼ିଶାର ଭବିଷ୍ୟତ
ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଶିଳ୍ପ ଅର୍ଥ ଏକ ବଡ଼ କାରଖାନା ହୋଇଥିବ, ସେଥିରୁ ଧୂଆଁ ବାହାରୁଥିବ। ତାହା ସରକାର ନିର୍ମାଣ କରିବେ ଏବଂ ଆମକୁ ଚାକିରି ଦେବେ। ଶିଳ୍ପକୁ ନେଇ ସାଧାରଣତଃ ସମସ୍ତଙ୍କ ମନରେ ଏଭଳି ଧାରଣା ଥାଏ। ମାତ୍ର ସେହି…
‘ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍’ର ୩ୟ ସଂସ୍କରଣ: ସମ୍ମାନିତ ହେଲେ ୨୧ ଉଦ୍ୟୋଗପତି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍’ର ୩ୟ ସଂସ୍କରଣ ଶେଷ ହୋଇଛି। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଅତିଥିମାନଙ୍କ ପରିଚୟ ପ୍ରଦାନ…
ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ ଉତ୍ସାହିତ କରିବାକୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ଏକ ପ୍ରୟାସ ଜାରି ରଖିଛି। ଯେଉଁମାନେ ଉଦ୍ୟୋଗ…
ଆରମ୍ଭ ହେଲା ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩ ୩ୟ ସଂସ୍କରଣ ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ…
ଭିଜିବ ଓଡ଼ିଶା
ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍ସିଂହପୁର, ନୟାଗଡ଼…
ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ…
ଜେଲରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଭେଟିଲେ ଭାଜପା ବିଧାୟକ ଦଳ ପ୍ରତିନିଧି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଭାଜପାର ୨୨ ଜଣ ଯୁବମୋର୍ଚ୍ଚା କାଯର୍ୟକର୍ତ୍ତା ୧୮ ଦିନ ହେବ ଜେଲରେ ରହିଛନ୍ତି। ଭାଜପା ବିଧାୟକ ଦଳର ଏକ ପ୍ରତିନିଧି ଦଳ ଶୁକ୍ରବାର ଝାରପଡ଼ା ଜେଲରେ ଥିବା ଯୁବମୋର୍ଚ୍ଚା କାଯର୍ୟକର୍ତ୍ତାଙ୍କୁ ଭେଟିଛନ୍ତି। କାଯର୍ୟକର୍ତ୍ତାମାନେ ଏ ପର୍ଯ୍ୟନ୍ତ ଜେଲରୁ ବାହାରିପାରି ନାହାନ୍ତି।…
Archives


