ବଡ଼ମ୍ବା ଟି-ବ୍ରିଜ୍ ଦଳାଚକଟା: ମୃତକଙ୍କ ପାଇଁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମକରମେଳାରେ କଟକ ଜିଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା...
ଜଗନ୍ନାଥଙ୍କ ନିକଟରେ ସୁଖମୟ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ଟୁଇଟ୍ କରି ସେ ଲେଖିଛନ୍ତି, ମକର ସଂକ୍ରାନ୍ତିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ।...
ରାଜଧାନୀରୁ ଆଦିବାସୀ ଯୁବକ ନିଖୋଜ
ଭୁବନେଶ୍ୱର, ୧୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଜଣେ ଆଦିବାସୀ ଯୁବକ ମଙ୍ଗଳବାରଠାରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦୁଝର ଜିଲା କାଞ୍ଜିପାଣି ଗ୍ରାମର ଗଙ୍ଗା ମୁଣ୍ଡାଙ୍କ ପୁଅ ଗୌତମ। ସେ କେଉଁଆଡେ ଗଲେ ତାହାର ଖୋଜ ଖବର ନ...
ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ଭୁବନେଶ୍ୱର/ପୁରୀ ଅଫିସ ୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଦିନ ମକର ରାଶିରେ ସୂର୍ଯ୍ୟଙ୍କ ପ୍ରବେଶ ସହ ଉତ୍ତରାୟଣ ଗତି ଆରମ୍ଭ ହୁଏ। ଆଜିଠୁ ଶୀତ ମଧ୍ୟ କମ୍ ହୋଇଥାଏ । ତେବେ ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ...
ଡଟ୍ଫେଷ୍ଟ କାଉଣ୍ଟଡାଉନ୍ ଆରମ୍ଭ
ଭୁବନେଶ୍ୱର, ୧୪।୧ (ବ୍ୟୁରୋ): ହକି ବିଶ୍ୱକପ୍କୁ ଆଉଟିକେ ରଙ୍ଗାରଙ୍ଗ କରିବା ପାଇଁ ଆସନ୍ତା ୧୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେଉଛି ଭୁବନେଶ୍ୱର ସିଟି ଫେଷ୍ଟିଭାଲ ‘ଡଟ୍ ଫେଷ୍ଟ’ର ୨ୟ ସଂସ୍କରଣ। ରାଜ୍ୟ ତଥା ଦେଶବିଦେଶର କଳାକାରଙ୍କ ନୃତ୍ୟ, ଗୀତ...
ଦୁର୍ଘଟଣାରେ ଆହତଙ୍କୁ ଫାଷ୍ଟ-ଏଡ୍ ଦେବେ ସ୍ବେଚ୍ଛାସେବୀ
ଭୁବେନଶ୍ବର,୧୪ା୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗତବର୍ଷ ଜାନୁଆରୀରୁ ଅକ୍ଟୋବର ମାସ ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ପ୍ରାୟ ୮.୫% ବଢ଼ିଛି। ଅଭ୍ୟାସଗତ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ...
ତାଲିମ ପାଇଁ ସିଙ୍ଗାପୁର ଗଲେ ୨୪ ବିଦ୍ୟାର୍ଥୀ
ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଓଡ଼ିଶାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୪ଜଣ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀଙ୍କୁ ଶିକ୍ଷାନବିସ ତାଲିମ୍ ପାଇଁ ସିଙ୍ଗାପୁର ପଠାଯାଇଛି। ଶୁକ୍ରବାର ସେମାନେ ସିଙ୍ଗାପୁର ଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ଶିକ୍ଷାର୍ଥୀଙ୍କୁ ମଧ୍ୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଗୋଟିଏ...
୯ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ଶୀତ ଆହୁରି କମିବ ଓ ତାପମାତ୍ରା ଆହୁରି ବଢ଼ିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇଥିବାରୁ ଆଗାମୀ ୩ ଦିନ ରାଜ୍ୟର ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ଅନେକ ଜିଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା...
ଜାରିଆ ଜଙ୍ଗଲରୁ ମିଳିଲା ଖପୁରି, କଙ୍କାଳ
ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ ଖପୁରି,...
ଜାରିଆ ଜଙ୍ଗଲରୁ ମିଳିଲା ଖପୁରୀ, କଙ୍କାଳ
ଭୁବନେଶ୍ୱର, ୧୩।୧(ବ୍ୟୁରୋ) – ଗତବର୍ଷ ଅଗଷ୍ଟରେ ଡମପଡ଼ା ଅଭୟାରଣ୍ୟରେ ନିଖୋଜ ବୃଦ୍ଧ ନନ୍ଦ ବେହେରାଙ୍କୁ ଅଜଗର ଗିଳିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏଯାଏ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶୁକ୍ରବାର ଅଭୟାରଣ୍ୟ ଅନ୍ତର୍ଗତ ଜାରିଆ ଜଙ୍ଗଲରୁ ଏକ...
ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ-ପ୍ରିୟଙ୍କା
ଭୁବନେଶ୍ୱର,୧୩।୧(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଫେବୃୟାରୀରେ ଓଡ଼ିଶା ଆସିବେ । ଉଭୟ ଦଳର ‘ହାଥ୍ ସେ ହାଥ୍ ଯୋଡୋ’ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ସୂଚନା...
ମୋବାଇଲ ବନ୍ଦ ରଖିପାରିବେନି କର୍ମଚାରୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍ର ସୁପରିଚାଳନା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଭୁବନେଶ୍ୱର ପାଇଁ ଖୋର୍ଦ୍ଧା ଜିଲା ସହରାଞ୍ଚଳ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରିଛନ୍ତି। ୧୩ରୁ ୨୯ ପର୍ଯ୍ୟନ୍ତ ଅର୍ଥାତ୍ ବିଶ୍ୱକପ୍...
Archives


