ସ୍ବାଭାବିକ ହେଲା ବସ୍ ଚଳାଚଳ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍ ଚଳାଚଳ ସ୍ବାଭାବିକ ହୋଇଛି। ଘରୋଇ ବସ୍ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି। ସୂଚନାଯୋଗ୍ୟ,…
ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ୧୦ ଜିଲାକୁ ଶୁକ୍ରବାର ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଶନିବାର ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର…
ଓ୍ବାର୍କ ଅର୍ଡର ମିଳୁ ନ ଥିବାରୁ କାମ ଆରମ୍ଭ ହେଉନି
ଭୁବନେଶ୍ୱର,୧୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଧୀନରେ ଥିବା ୬୭ଟି ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତି ଓ୍ବାର୍ଡକୁ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଓ୍ବାର୍ଡରେ କେଉଁଭଳି ଉନ୍ନୟନମୂଳକ କାର୍ଯ୍ୟ ହେବ, ସେନେଇ ପ୍ରସ୍ତାବ ଦିଆଯାଇଥିବା ବେଳେ ତାହା…
‘ପିଏମ୍ ପୋଷଣ’ ଦ୍ବିତୀୟ କିସ୍ତି ପ୍ରଦାନ କରିବାକୁ କେନ୍ଦ୍ରକୁ ଚିଠି
ଭୁବନେଶ୍ୱର, ୧୭।୩(ବ୍ୟୁରୋ):୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପିଏମ୍ ପୋଷଣ ଯୋଜନାର ଦ୍ବିତୀୟ କିସ୍ତି ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାରଙ୍କ…
ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ
ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ ଜବରଦଖଲକୁ ତୁରନ୍ତ ବନ୍ଦ କରନ୍ତୁ। ସଂରକ୍ଷିତ ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ…
ଆନ୍ଦୋଳନ ସ୍ଥଗିତ ରଖିଲେ ଆଶାକର୍ମୀ
ଭୁବନେଶ୍ୱର,୧୭।୩ (ବ୍ୟୁରୋ):୧୨ ଦଫା ଦାବି ନେଇ ଆଶାକର୍ମୀ ୟୁନିୟନ୍ ସଂଯୁକ୍ତ ମୋର୍ଚ୍ଚା ପକ୍ଷରୁ ଲୋୟର ପିଏମ୍ଜିରେ ଦୁଇଦିନ ଧରି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯିବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର୍ ତଥା…
ରାଜ୍ୟରେ ବାଲ୍ ଆଧାର ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର,୧୭।୩(ବ୍ୟୁରୋ):ଏଣିକି ରାଜ୍ୟରେ ବାଲ୍ ଆଧାର ଯୋଜନା କାର୍ଯ୍ୟକାରୀ ହେବ। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଯୋଜନାର ଶୁଭାରମ୍ଭ ହୋଇଛି। ଜନ୍ମ ପଞ୍ଜୀକରଣ ଓ ଜନ୍ମ ସାର୍ଟିଫିକେଟ୍ ଶିଶୁର ପ୍ରଥମ ଅଧିକାର ହୋଇଥିବାବେଳେ ଏଣିକି ଶିଶୁଙ୍କ ଜନ୍ମ…
୨୦୨୨ରେ ୭.୬୦% ବଢ଼ିଛି ଦୁର୍ଘଟଣାଜନିତ ମୃତ୍ୟୁ
ଭୁବନେଶ୍ବର,୧୭ା୩(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ପାଇଁ ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାଜ୍ୟର ସବୁ ଜିଲାପାଳ, ଏସ୍ପି, ଭୁବନେଶ୍ୱର-କଟକ ଅତିରିକ୍ତ କମିଶନର ଏବଂ ସବୁ ଆର୍ଟିଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି। ଦୁର୍ଘଟଣାଜନିତ…
ଆନ୍ଦୋଳନ ବଢ଼ାଇଛି ତେଲ ଚିନ୍ତା
ଭୁବନେଶ୍ୱର,୧୭ା୩(ବ୍ୟୁରୋ):ପେନ୍ସନ, ବୀମା, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ଆଦି ୧୦ ଦଫା ଦାବିରେ ବୁଧବାରଠାରୁ ଡ୍ରାଇଭର ଏକତା ମହାସଂଘ ପକ୍ଷରୁ କରାଯାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଗୁରୁବାର ୨ୟ ଦିନରେ ପହଞ୍ଚତ୍ଛି। ତେବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ…
ରାସ୍ତାରେ ଡ୍ରାଇଭର: ଘାରିଲାଣି ତେଲ ଭୟ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ପେନ୍ସନ, ବୀମା, ସାମାଜିକ ସୁକ୍ଷା ଆଦି ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ରାସ୍ତାକୁ ଓହ୍ଲାଇଛନ୍ତି ଡ୍ରାଇଭର। ଫଳରେ ଯାତ୍ରୀବାହୀ ବସ୍ ସମେତ ମାଲ୍ ପରିବହନ କରୁଥିବା ସମସ୍ତ ଗାଡ଼ି ଚଳଚଳ ଏକ ପ୍ରକାର ଠପ୍ ହୋଇଯାଇଛି। ଏପରି…
‘ଏଚ୍୩ଏନ୍୨କୁ ନେଇ ଭୟଭୀତ ହେବା ଉଚିତ ନୁହେଁ’
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ଏଚ୍୩ଏନ୍୨ ସଂକ୍ରମିତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସଂକ୍ରମିତଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇସାରିଲେଣି। ଏଚ୍୩ଏନ୍୨ ସଂକ୍ରମିତଙ୍କଠାରେ କରୋନା ଭଳି ଲକ୍ଷଣ ଦେଖା ଦେଉଥିଲେ ବି ଏହାକୁ ନେଇ ଚିନ୍ତା କରିବା ଆବଶ୍ୟକତା ନାହିଁ ବୋଲି ଆର୍ଏମ୍ଆର୍ସି ନିର୍ଦ୍ଦେଶିକା…
ପ୍ଲାଟିନମ୍ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର…
Archives


