ମେଟ୍ରୋ

ଓଡ଼ିଶାରେ ସରିଯିବ କି ଗ୍ୟାସ? ଜାଣନ୍ତୁ କ’ଣ କହିଲେ ବିଧାୟକ

ଭୁବନେଶ୍ୱର,୧୨।୩: ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ ପଡିଛି। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ଅଚଳାବସ୍ଥା ସୃଷ୍ଟି ହେଲାଣି। ଯୁଦ୍ଧ ପ୍ରଭାବରୁ ଗ୍ୟାସ ଯୋଗାଣ ଗୁରୁତର ବ୍ୟାହତ ହେବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ୟାସର ଘୋର ଅଭାବ…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ, ଖରାଦିନେ କଟିବନି ଲାଇନ୍

ଭୁବନେଶ୍ବର,୧୨।୩: ମାର୍ଚ୍ଚ ମାସରୁ ଆରମ୍ଭ ହେଲାଣି ମୁଣ୍ଡଫଟା ଖରା । ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା । ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି…

ପୁଣି ଓଡ଼ିଶାକୁ ମିଳିଲା ବଡ଼ ଉପହାର: ମୋଦି-ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୩: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି। ଏହା ସହିତ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ ଅଫିସରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବାକୁ ଯାଉଛି। କେନ୍ଦ୍ରୀୟ କ୍ୟାବିନେଟର…

ଭାଜପାରେ ମିଶିଲେ ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା, କାଲି ଛାଡିଥିଲେ ବିଜେଡି

ଭୁବନେଶ୍ବର,୧୧।୩: ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ ହୋଇଛନ୍ତି । ଶତାଧିକ ସମର୍ଥକଙ୍କୁ ନେଇ ପାର୍ଟି ଅଫିସ୍ ଆସି ପଦ୍ମ ଧରିଲେ…

ତହସିଲଦାରଙ୍କ ରାଜଧାନୀରେ ୨ କୋଠା , ୭ ଦାମୀ ପ୍ଲଟ

ଭୁବନେଶ୍ୱର,୧୧।୩: କଟକ ଜିଲା କଣ୍ଟାପଡ଼ା ତହସିଲଦାରଙ୍କ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ ଟିମ୍‌ । ଚଢ଼ାଉ ସମୟରେ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ୨ଟି ବହୁତଳ କୋଠା ସହିତ ୭ଟି ଦାମୀ ପ୍ଲଟ ଜବତ କରାଯାଇଛି। ଭୁବନେଶ୍ୱର କେଶୁରାରେ ତାଙ୍କର ୨ଟି…

ରାଜ୍ୟବାସୀଙ୍କ ପାଇଁ ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ

ଭୁବନେଶ୍ୱର,୧୧।୩: ରାଜ୍ୟର ୩୦ଟି ଜିଲାରେ ହେବ MSME ଇ-ପାର୍କ। ଏ ନେଇ ଗୃହରେ MSME ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏହା ୧୪ ଜିଲାରେ ଶେଷ ହୋଇଛି। ଏପ୍ରିଲ ମାସରେ ଆହୁରି ୪ରୁ ୫ଟି ପାର୍କ କାର୍ଯ୍ୟ ସମାପ୍ତ ହେବ।…

ଭିଜିଲାନ୍ସ ଜାଲରେ ତହସିଲ

କଣ୍ଟାପଡ଼ା,୧୧।୩: ଭିଜିଲାନ୍ସ ଜାଲରେ କଟକ ଜିଲା କଣ୍ଟାପଡ଼ା ତହସିଲ୍‌ଦାର। ବୁଧବାର ସକାଳୁ ସକାଳୁ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। କଟକ, ଭୁବନେଶ୍ୱର, ପୁରୀ…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ ହୋଇଛନ୍ତି ସେମାନେ ଖର୍ଚ୍ଚ ବାବଦକୁ କେତେ ଟଙ୍କା ଦେବେ ତାକୁ ନେଇ ବିଶେଷ…

ଭାଷା ବନ୍ଦନା @ ଗୋଟେ ଟଙ୍କା, ଗୋଟେ ଘଣ୍ଟା

ଓଡ଼ିଶା ଶ୍ରୀଜଗନ୍ନାଥଙ୍କ ମାଟି। ଆମ ସଂସ୍କୃତି ଯେମିତି ମହାପ୍ରଭୁଙ୍କୁ ନେଇ ଋଦ୍ଧିମନ୍ତ, ଭାଷା ବି ସେମିତି ବିକଶିତ ‘ଚକାଡୋଳା’କୁ ନେଇ। ଅର୍ଥାତ୍‌ ଆମର ପ୍ରାୟ ପ୍ରତ୍ୟେକ ଲିପି ଚକାଡୋଳା ପରି ଡୋଳାକୃତି(ଗୋଲାକୃତି) ବା ଅର୍ଦ୍ଧ ଗୋଲାକୃତିର ସମାହାର। ମାତ୍ର ୩ଟି ଲିପିଚିତ୍ର…

କନିଷ୍ଠ ଶିକ୍ଷକ ଚୟନ ପ୍ରାର୍ଥୀଙ୍କ ଧାରଣା

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ): ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ରାୟର ୫ ମାସ ପରେ ମଧ୍ୟ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କନିଷ୍ଠ ଶିକ୍ଷକ ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦେଉନାହିଁ। ପ୍ରତିବାଦରେ କନିଷ୍ଠ ଶିକ୍ଷକ ଆଶାୟୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?