୩୮ ଡିଗ୍ରୀ ଉପରେ ୫ ସହର
ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଉପରମୁହଁା ରହିଛି ପାରଦ। ସୋମବାର ୫ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ଟପିଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ସର୍ବାଧିକ ୩୮.୭ ଡିଗ୍ରୀ ତାପମାତ୍ରା ଥିବାବେଳେ ବୌଦ୍ଧ ୩୮.୬, ମାଲକାନଗିରି ୩୮.୫, ସୋନପୁର ୩୮.୪ ଏବଂ…
ବନାଗ୍ନି ରୋକିବାକୁ କ୍ଷେତ୍ର କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ହେବ
ଭୁବନେଶ୍ୱର, ୧୪।୩(ବ୍ୟୁରୋ):ବନାଗ୍ନି ରୋକିବା ପାଇଁ ରାଜ୍ୟରେ ରହିଥିବା ବ୍ୟବସ୍ଥାର ସୁଦୃଢ଼ୀକରଣ କରାଯାଉଛି। ଏଥିନିମନ୍ତେ ପ୍ରଶାସନିକ ଓ ଗୋଷ୍ଠୀ ସହଯୋଗିତାକୁ ଆହୁରି ବ୍ୟାପକ କରାଯିବା ସହ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ମୁଖ୍ୟ…
୧୨୦୦ ସ୍ଥାନରେ ଜଳୁଛି ଜଙ୍ଗଲ
ଭୁବନେଶ୍ୱର, ୧୪।୩(ବ୍ୟୁରୋ):ଖରାଦିନ ଆସିଯାଇଥିବାରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଛି। ସୋମବାର ସୁଦ୍ଧା ୧୨୦୦ ପଏଣ୍ଟରେ ନିଆଁ ଲାଗିଥିବାବେଳେ ଏହା ୧୫୦୦କୁ ବୃଦ୍ଧି ପାଇପାରେ। ତେବେ ଗତ ୧୨ ତାରିଖ ସୁଦ୍ଧା ୯୭ ପ୍ରତିଶତରୁ ଅଧିକ ରେସପନ୍ସ ମିଳିଛି। ସେହିପରି ଭୁବନେଶ୍ୱର…
ଆସନ୍ତା ୧୫ରେ ଆନ୍ଦୋଳନକୁ ଓହ୍ଲାଇବ ସେସ୍କୋ ପୂର୍ବତନ ସୈନିକ କର୍ମଚାରୀ ସଂଘ
ଭୁବନେଶ୍ୱର,୧୪।୩(ବ୍ୟୁରୋ):୨୦୦୨ରେ ରାଜ୍ୟ ସରକାରଙ୍କ ନିଷ୍ପତିକ୍ରମେ ୧୨୫୦ ପୂର୍ବତନ ସୈନିକଙ୍କୁ ସେସ୍କୋ ତରଫରୁ ବିଭିନ୍ନ ପଦପଦବୀରେ ନିଯୁକ୍ତି ଦିଆଯାଇଥିଲା। ଏହି ୨୨ ବର୍ଷରେ ପ୍ରାୟ ୮୦ ପ୍ରତିଶତଙ୍କର ଅବସର ଓ ପରଲୋକ ପରେ ବର୍ତ୍ତମାନ ୨୨୦ଜଣ କାର୍ଯ୍ୟରତ ଅଛନ୍ତି। ପର୍ଯ୍ୟାୟକ୍ରମେ ସେସ୍କୋ, ସେସୁ…
ଦେହ ବ୍ୟବସାୟ ଟଙ୍କାକୁ ନେଇ ଗୋଷ୍ଠୀ ସଂଘର୍ଷ
ଭୁବନେଶ୍ୱର,୧୪।୩(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲ ପୋଷ୍ଟମର୍ଟମ ୱାର୍ଡ ପଛପଟ ରାସ୍ତାରେ ସୋମବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଢ଼େଲା ପଥର ମାଡ଼ରେ ଅନ୍ୟଏକ ଗୋଷ୍ଠୀର ଏକ କାର୍ (ଓଡି୦୨ବିୟୁ୦୪୩୬) ଚେପା ହେବା ସହ କାଚ ଭାଙ୍ଗିଯାଇଛି। ଏଥିସହ ଧସ୍ତାଧସ୍ତି ଓ ଢ଼େଲାପଥର…
ବିଏମ୍ସି ଅତିରିକ୍ତ କମିଶନର -୨ଙ୍କ ବଦଳି
ଭୁବନେଶ୍ୱର,୧୪।୩(ବ୍ୟୁରୋ)- ବିଏମସି ଅତିରିକ୍ତ କମିଶନର -୨ ବିନୟକୁମାର ଦାସଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଏହି ଅବସରରେ ସୋମବାର ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଅନ୍ୟପକ୍ଷରେ ବିଏମ୍ସି ଡେପୁଟି କମିଶନର(ପରିମଳ)ଙ୍କୁ ଏଡିସି-୨ ଭାବେ ଦାୟିତ୍ୱ ହସ୍ତାନ୍ତର…
ଆଜିଠାରୁ ଖଦୀ ମେଳା
ଭୁବନେଶ୍ୱର,୧୪।୩(ବ୍ୟୁରୋ):ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଆନୁକୂଲ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଖଦି ମେଳା। ମେଳାରେ ୬୫ଟି ଷ୍ଟଲ ପଡ଼ିବ। ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଏହା ୧୦ଦିନ ଧରି ବୋର୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ବୋଲି ସୋମବାର ଆୟୋଜିତ…
ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଚିନ୍ତା ବଢ଼ାଉଛି ଏଚ୍୩ଏନ୍୨ ଇନ୍ଫ୍ଲୁଏଞ୍ଜା। କେନ୍ଦ୍ର ସରକାରଙ୍କ ସତର୍କତା ପରେ ରାଜ୍ୟ ସରକାର ତପତ୍ରତା ଦେଖାଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦ୍ଦେଶ…
‘ଭୂମି ନାହିଁ ତ ଭୋଟ ନାହିଁ’
ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବସ୍ତି…
୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ
ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା ରହିଛି।…
୧୫ରୁ ବର୍ଷିବ
ଭୁବନେଶ୍ବର,୧୩।୩(ବ୍ୟୁରୋ): ରାଜ୍ୟରେ ପୁଣି ପଶ୍ଚିମାଝଡ଼ ପ୍ରଭାବ ପଡ଼ିବ । ଏହାର ପ୍ରଭାବରେ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୫ ତାରିଖରେ କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା…
ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୩(ବ୍ୟୁରୋ): ୯୫ ତମ ଓସ୍କାର ପୁରସ୍କାରରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍ପର୍ସ’ ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍ପର୍ସର କ୍ରୁ ସଦସ୍ୟମାନଙ୍କୁ…
Archives


