ମେଟ୍ରୋ

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୪(ବ୍ୟୁରୋ): ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦକର ଛାଡ କରିଛନ୍ତି। ଏନେଇ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ସହରାଞ୍ଚଳର ଦୈନନ୍ଦିନ…

ଚାକିରି ଦେବା ନାଁରେ ଠକେଇ : ୨ ଗିରଫ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦେବାକୁ ବହୁ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ରାକେଟର ୨ ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସୋମବାର ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ବମିଖାଲସ୍ଥିତ ବିରଜା…

ଭିଏସ୍‌ଏସ୍‌ ନଗରରେ ବାଣ ବିସ୍ଫୋରଣ: ଜଣେ ଗୁରୁତର

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଭିଏସ୍‌ଏସ୍‌ ନଗରରେ ସୋମବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଛନ୍ତି। ଘରେ ବାଣ ଭିଡ଼ୁଥିବା ବେଳେ ଏଭଳି ଘଟିଥିବା ଜଣାପଡ଼ିଛି । ଏଥିରେ ଘରର ଆଜବେଷ୍ଟ ଉଡିଯାଇଛି।

ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ମାସରେ ୯ ଦିନ ଉଡ଼ିବ ବିମାନ

ଭୁବନେଶ୍ୱର,୩ା୪(ବ୍ୟୁରୋ):  ଭୁବନେଶ୍ୱରରୁ-ରଙ୍ଗେଇଲୁଣ୍ଡା, ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ବିମାନ ଉଡ଼ାଣର ତାରିଖ ଓ ସମୟ ଧାର୍ଯ୍ୟ କରିଛନ୍ତି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ। ସପ୍ତାହକୁ ୨ଦିନ ଏବଂ ମାସକୁ ୯ଦିନ ବିମାନ ଉଡ଼ିବା ନେଇ ଧାର୍ଯ୍ୟ ହୋଇଛି। ରବିବାର ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡା ଏବଂ ରଙ୍ଗେଇଲୁଣ୍ଡାରୁ…

କୋଟିଆ: ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୩ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଟିଆ ଗସ୍ତକରି ସେଠାରେ ଜଣେ ଆନ୍ଧ୍ର ଅଧିକାରୀଙ୍କୁ ଉକ୍ତ ସ୍ଥାନରୁ ଘଉଡ଼ାଇବା ସହିତ ଏହା ଓଡ଼ିଶାର ବୋଲି କହିଥିଲେ। ଏହାକୁ ନେଇ ରାଜ୍ୟ ରାଜନୀତି ଭିନ୍ନ ସରଗରମ ହୋଇଛି। ଅନ୍ୟପକ୍ଷରେ କୋଟିଆକୁ ନେଇ ଉଭୟ ବିଜେଡି…

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଗତ ବର୍ଷର ମାର୍ଚ୍ଚ ତୁଳନାରେ ୧୫.୧୪% ଅଭିବୃଦ୍ଧି…

ଆଜି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ସପ୍ତାହବ୍ୟାପୀ ଜାପାନ ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି। ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ ସହରରେ ବାଣିଜି୍ୟକ ସମ୍ମିଳନୀ ଏବଂ ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ।…

‘ଜାତୀୟ ସମ୍ମିଳନୀରେ ଓଡ଼ିଶାର ଏସ୍‌ସି,ଏସ୍‌ଟିଙ୍କ ଅଧିକାର ନେଇ ଆଲୋଚନା ହେଉ’

ଭୁବନେଶ୍ୱର,୩।୪(ବ୍ୟୁରୋ): ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ ସୋମବାର ନୂଆଦିଲ୍ଲୀରେ ଦେଶର ସାମାଜିକ ନ୍ୟାୟ ସମ୍ପର୍କିତ ସମ୍ମିଳନୀ ଆୟୋଜନ କରୁଛନ୍ତି। ଏହି ସମ୍ମିଳନୀରେ ବିରୋଧୀ ଦଳଗୁଡ଼ିକର ନେତାମାନେ ଯୋଗଦେବେ। ସାମାଜିକ ଅଧିକାରରୁ ବଞ୍ଚତ୍ତ ହେଉଥିବା ବର୍ଗଙ୍କ ଅଧିକାର ସମ୍ପର୍କରେ ସେଠାରେ ଆଲୋଚନା…

ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ ହୋଇଛି।…

ଆଗୁଆ ବିଧାନସଭା ବନ୍ଦ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୨।୪(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ୨୧ ଫେବୃୟାରୀରୁ ଆସନ୍ତା ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ପାଇଁ କାର୍ଯ୍ୟଦିବସ ନିର୍ଘଣ୍ଟ ହୋଇଥିଲା ା କିନ୍ତୁ ହଠାତ୍‌ ଅଗଣତାନ୍ତ୍ରିକ ଉପାୟରେ ଶୁକ୍ରବାର ଅଧିବେଶନ ବନ୍ଦ କରାଯାଇଛି ା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି…

‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’

ଭୁବନେଶ୍ୱର,୨।୪:  କଳିଙ୍ଗ ହସ୍ପିଟାଲ ପକ୍ଷରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’ର ଆୟୋଜନ କରାଯାଇଥିଲା। ବିଶେଷ କରି କଳିଙ୍ଗ ହସ୍ପିଟାଲରେ ଦୀର୍ଘ ୨୦ବର୍ଷରୁ ଅଧିକ ସମୟ ଅତିବାହିତ କରିଥିବା ସବୁ…

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର ତଥା ରାମେଶ୍ୱର ମନ୍ଦିରରେ ଅବସ୍ଥାନ କରିଥିଲେ। ତେବେ ଶୁକ୍ରବାର ମା’ ପାର୍ବତୀ ଅଭିମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri