ମେଟ୍ରୋ

‘ଭୂମି ନାହିଁ ତ ଭୋଟ ନାହିଁ’

ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବସ୍ତି…

୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା ରହିଛି।…

୧୫ରୁ ବର୍ଷିବ

ଭୁବନେଶ୍ବର,୧୩।୩(ବ୍ୟୁରୋ): ରାଜ୍ୟରେ ପୁଣି ପଶ୍ଚିମାଝଡ଼ ପ୍ରଭାବ ପଡ଼ିବ । ଏହାର ପ୍ରଭାବରେ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୫ ତାରିଖରେ କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା…

ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ୯୫ ତମ ଓସ୍କାର ପୁରସ୍କାରରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସ’ ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସର କ୍ରୁ ସଦସ୍ୟମାନଙ୍କୁ…

ଆଜି ବଜେଟ୍‌ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ସୋମବାର ବଜେଟ୍‌ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ। ଦୁଇଦିନ ଛୁଟି ପରେ ଆଜି ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ଆଜି ମଧ୍ୟ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ପ୍ରଥମ ଦିନରେ ଅନୁସୂଚିତ…

ଏକ ଲକ୍ଷରୁ ଅଧିକ ପ୍ରିଟର୍ମ ଶିଶୁଙ୍କ ସଫଳ ଚିକିତ୍ସା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌ (ଏଲଭିପିଇଆଇ) ସମୟ ପୂର୍ବରୁ ଜନ୍ମିତ ଶିଶୁ ବା ପ୍ରିଟର୍ମ ଶିଶୁଙ୍କୁ ସଫଳତାର ସହ ଆବଶ୍ୟକ ଚିକିତ୍ସା ଯୋଗାଇଛି। ଏପରିକି ଏଲଭିପିଇଆଇର ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ୟୁନିଟ ନେଟ୍‌ୱର୍କ ସେଣ୍ଟରଗୁଡ଼ିକରେ ସମୟ ପୂର୍ବରୁ ଜନ୍ମିତ…

ନୋ ପାର୍କିଂ ଜୋନ୍‌ରେ ଗାଡ଼ି

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜମହଲରୁ ଏଜି ଓ ଏଜିରୁ ରାଜମହଲ ଉଭୟ ରାସ୍ତାରେ ଯାନବାହାନ ପାର୍କିଂକୁ ବେଆଇନ୍‌ କରାଯାଇଛି। ଏଠାରେ ଗାଡ଼ି ପାର୍କିଂ ନ କରିବାକୁ ବିଏମ୍‌ସି ଓ ଟ୍ରାଫିକ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଏପରିକି ସେଠାରେ ନୋ ପାର୍କିଂଜୋନ୍‌ର ବୋର୍ଡ…

ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍‌ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ…

କ୍ଷତିରେ ରାଜ୍ୟର ୮ ସରକାରୀ ଉଦ୍ୟୋଗ

ଭୁବନେଶ୍ବର,୧୩ା୩(ବ୍ୟୁରୋ): ରାଜ୍ୟର ମୋଟ୍‌ ୩୬ଟି ସରକାରୀ ଉଦ୍ୟୋଗ ମଧ୍ୟରୁ ୮ଟି ଏବେ କ୍ଷତିରେ ଚାଲିଛି। ସରକାରୀ ତଥ୍ୟ ଅନୁସାରେ, ଗ୍ରୀଡକୋ ୨୦୧୯-୨୦ରେ ୧୩୩୫.୬୫ କୋଟି, ୨୦୨୦-୨୧ରେ ୧୪୯୬.୦୭ କୋଟି ଏବଂ ୨୦୨୧-୨୨ରେ ୪୭୩.୫୯ କୋଟି ଟଙ୍କା କ୍ଷତି ସହିଛି। ସେହିପରି ଓଡ଼ିଶା…

ଶିଖରଚଣ୍ଡୀ ପାହାଡରେ ନିଆଁ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶିଖରଚଣ୍ଡୀ ପାହାଡ଼ରେ ରବିବାର ନିଆଁ ଲାଗିଛି। ପାହାଡ଼ର ଏକାଧିକ ସ୍ଥାନକୁ ନିଆଁ ବ୍ୟାପିଯିବାରୁ ଏହା ମଧ୍ୟରେ ଥିବା ଏକ ହାତୀ ପ୍ରାୟ ୮ ଘଣ୍ଟା ଫସି ରହିବା ଚର୍ଚ୍ଚାର ବିଷୟ ହୋଇଛି। ଶିଖରଚଣ୍ଡୀ ପାହାଡ ସିଲିକନ୍‌ ଭ୍ୟାଲିରେ କେହି ନିଆଁ…

ଅବ୍ୟବସ୍ଥା ଘେରରେ ରାଜ୍ୟ ଅଭିଲେଖାଗାର

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ପୂର୍ବ ପିଢ଼ିର ପରିଚୟ ହେଉ ଅବା ଅତୀତର ପୃଷ୍ଠାକୁ ସଂରକ୍ଷିତ କରୁଥିବା ରାଜ୍ୟ ଅଭିଲେଖାଗାର ଆଜି ନାନା ଅବ୍ୟବସ୍ଥା ଘେରରେ ରହିଛି। ସମସ୍ୟାରୁ ମୁକୁଳି ପାରୁ ନ ଥିବା ଏହି ପ୍ରତିଷ୍ଠାନ ବହୁ ବର୍ଷର ଇତିହାସକୁ କିପରି ସାଇତି…

ଆହୁରି ୩ ଦିନ ଖରା, ୧୫ରୁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରବିବାରଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଖରାର ପ୍ରକୋପ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ତେବେ ୧୫ରୁ ରାଜ୍ୟରେ ପାଗ ପୁଣି ମେଘୁଆ ରହିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri