ମେଟ୍ରୋ

ସଚ୍ଚୋଟତା ସଫଳ ବ୍ୟବସାୟୀଙ୍କ ଲକ୍ଷଣ

ଉଚ୍ଚଶିକ୍ଷା ଶେଷକରି ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସଂସ୍ଥାରେ ସେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ଏପରିକି ଦୀର୍ଘ ବର୍ଷର କର୍ପୋରେଟ ଅଭିଜ୍ଞତା ଓ ବ୍ୟବସାୟିକ କଳାକୌଶଳ ସହ ଏକ ଅଘଟଣ ଜୀବନର ମୋଡ଼ ବଦଳାଇ ଦେଇଥିଲା। ଫଳରେ କର୍ପୋରେଟ…

ଆଜି ସରିବ ଜେଇଇ ମେନ୍‌ ସେସନ-୨ ଆବେଦନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୩ ସେସନ-୨ ଆବେଦନ ପ୍ରକ୍ରିୟା ରବିବାର ଶେଷ ହେବ। ଇଚ୍ଛୁକ ଛାତ୍ରୀଛାତ୍ର ରବିବାର ରାତି ୯ଟା ସୁଦ୍ଧା ଅଫିସିଆଲ ୱେବ୍‌ସାଇଟ୍‌ jeemain.nta.nic.inରେ ନାମ ପଞ୍ଜୀକରଣ କରିପାରିବେ। ସେହିପରି ରବିବାର…

ତାତି କମିବ, ବର୍ଷା ହେବ

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ରାଜ୍ୟରେ ଏବେ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ହ୍ରାସ ପାଇଛି। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିଛି। ଏପରିସ୍ଥିତିରେ ଆଉ ଏକ ପଶ୍ଚିମା ଝଡ଼ ଆସୁଥିବା ଜଣାପଡିଛି। ରାଜ୍ୟରେ ଆସନ୍ତା ୧୫ ତାରିଖରୁ ଏହାର ପ୍ରଭାବ…

ଭାରତର ପ୍ରଥମ ମହିଳା ଭାବେ ଆଇୟୁପିଏସି ପୁରସ୍କାର ପାଇବେ ଓଡ଼ିଆ ବୈଜ୍ଞାନିକ

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଓଡ଼ିଶାର ନାଁ ରଖିଲେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି। ଅନ୍ତର୍ଜାତୀୟ ସ୍ତରରେ ସମ୍ମାନ ପାଇଁ ମନୋନୀତ ହେବା ପରେ ଓଡ଼ିଶା ତାଙ୍କ ପାଇଁ ଗର୍ବ ଅନୁଭବ କରୁଛି। ଜ୍ୟୋତିର୍ମୟୀ ରସାୟନ ବିଜ୍ଞାନ ବା କେମିକାଲ ଇଞ୍ଜିନିୟରିଂ କ୍ଷେତ୍ରରେ ଉଲ୍ଲେଖନୀୟ…

ଦିଶାହୀନ ରାଜ୍ୟ ପର୍ଯ୍ୟଟନ

ଭୁବନେଶ୍ୱର,୧୨।୩(ବ୍ୟୁରୋ):  କୋଭିଡ୍‌-୧୯ ମହାମାରୀ ପରେ ରାଜ୍ୟକୁ ବିଦେଶୀ ପର୍ଯ୍ୟଟକ ଆସୁନାହାନ୍ତି। ଯେଉଁ ଘରୋଇ ପର୍ଯ୍ୟଟକ ଆସୁଛନ୍ତି ସେମାନଙ୍କ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ସୁରକ୍ଷା, ରହଣି, ପଯର୍ର୍‌ୟଟନ ସ୍ଥଳ ଭିତ୍ତିଭୂମି ବିକାଶ ଆଦି ବହୁ ପଛରେ ପଡିଛି। ରାଜ୍ୟ ପର୍ଯ୍ୟଟନ ଏକ…

ଓଡ଼ିଶାରେ ୨ମାସରେ ୫୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨।୩(ବ୍ୟୁରୋ) : ଦେଶରେ ଏବେ ଏଚ୍‌୩ଏନ୍‌୨ ଭୂତାଣୁ ବ୍ୟାପିବାରେ ଲାଗିଛି। ଏଥିରେ ୫,୪୫୧ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହି ଭୂତାଣୁ ଜୀବନ ନେଉଥିବା ଜଣାପଡିବା ପରେ ଆତଙ୍କ ଖେଳିଯାଇଛି। କାରଣ ଓଡ଼ିଶାରେ ମଧ୍ୟ ଏହି ମାରାତ୍ମକ…

ମାଧବ କୌଶିକ କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି

ଭୁବନେଶ୍ୱର,୧୨।୩(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀର ନୂଆ ସଭାପତି ଭାବେ ହିନ୍ଦୀ ସାହିତି୍ୟକ ତଥା ବିଶିଷ୍ଟ କବି ମାଧବ କୌଶିକ ନିର୍ବାଚିତ ହୋଇଛନ୍ତି। ୧୯୫୪ ନଭେମ୍ବର ୧ରେ ହରିଆଣାର ଭବାନୀ ସହରରେ ଜନ୍ମ ଗ୍ରହଣ କରିଥିବା କୌଶିକ ହିନ୍ଦୀ କବିତା, କାହାଣୀ, ଶିଶୁ…

କପି ପାଇଁ ଡିଲ୍‌

ନିମାପଡ଼ା,୧୨।୩(ଡି.ଏନ୍‌.ଏ.): ଚଳିତ ମାଟ୍ରିକ ପରୀକ୍ଷାରେ କପି ପାଇଁ ଡିଲ୍‌ ହୋଇଥିବା ଚର୍ଚ୍ଚା ହେଉଛି। ଏନେଇ ପ୍ରଧାନଶିକ୍ଷକ ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ ବାର୍ତ୍ତାଳାପର ଅଡିଓ ଭାଇରାଲ ହେବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖୋଦ୍‌ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ…

ଚିନ୍ତା ବଢ଼ାଇଲା ଏଚ୍‌୩ଏନ୨ ଭାଇରସ୍‌: କରୋନା ପରି ଲକ୍ଷଣ, ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶରେ ଏଚ୍‌୩ଏନ୨ ଭାଇରସ୍‌ ବା ଇନ୍‌ଫ୍ଲୁଏଞ୍ଜାର ସଂକ୍ରମଣ ଚିନ୍ତା ବଢ଼ାଇଥିବା ବେଳେ ଆମ ରାଜ୍ୟରେ ମଧ୍ୟ ଏହି ଭାଇରସ୍‌କୁ ନେଇ ଲୋକେ ଭୟଭୀତ ହୋଇଛନ୍ତି। ଓଡ଼ିଶାରେ ୫୯ଟି ଏଚ୍‌୩ଏନ୍‌୨ ଭାଇରସ୍‌ ଚିହ୍ନଟ ହୋଇଛନ୍ତି । ଗତ ଜାନୁୟାରୀ ଓ ଫେବୃୟାରୀରେ…

୨୬ରେ ଓଡ଼ିଶା ଆସିବେ ଶାହା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଚଳିତମାସ ୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ଆସି ଶାହା ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ। ଏନେଇ ଶନିବାର ଏକ ଖବରଦାତା ସମ୍ମିଳନୀରେ…

ବିରୋଧୀଙ୍କ ସ୍ବର ଚାପିଦେବାକୁ ଚେଷ୍ଟା ଚଳାଇଛି ବିଜେଡି: ଜୁଏଲ

ଭୁବନେଶ୍ବର, ୧୧ା୩(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଯୁବମୋର୍ଚ୍ଚା ଆରମ୍ଭ କରିଥିବା ସଂଗ୍ରାମ ପ୍ରତି ରାଜ୍ୟବାସୀଙ୍କ ପୂର୍ଣ୍ଣ ସମର୍ଥନ ରହିଛି। ବିରୋଧୀଙ୍କୁ ଦମନ କରିବାର ଶାସକ ବିଜେଡିର ପ୍ରୟାସ ଅତ୍ୟନ୍ତ ଲଜ୍ଜାଜନକ। ଏପରିକି ହୀନ ଷଡଯନ୍ତ୍ର ରଚି ବିରୋଧୀଙ୍କ ସ୍ବରକୁ ଚାପି…

ପୋତିଦେଲେ ଡ୍ରେନ୍‌, ଉପୁଜିପାରେ ଜଳବନ୍ଦୀ ସମସ୍ୟା

ଭୁବନେଶ୍ୱର,୧୧।୩ (ବ୍ୟୁରୋ): ଭାରତରେ ଜି-୨୦ ସମ୍ମିଳନୀ ଅବସରରେ ବିଦେଶୀ ପ୍ରତିନିଧି ଦଳ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ବରମୁଣ୍ଡାରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆଗେଇ ଚାଲିଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଓଭରବ୍ରିଜ୍‌ ସଂଲଗ୍ନ ଅଞ୍ଚଳକୁ ସୌନ୍ଦର୍ଯ୍ୟକରଣ କରାଯିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri