ମେଟ୍ରୋ

ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ଠକେଇ

ଭୁବନେଶ୍ୱର ୧୪।୬, ସତ୍ୟଜିତ୍‌ ରାଉତ: ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ୧.୩୭ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ରହୁଥିବା ଗଞ୍ଜାମ…

ଥାନା ସମ୍ମୁଖ ଝୁମ୍ପୁଡ଼ିରେ ଯୁବକଙ୍କ ମୃତଦେହ

ଭୁବନେଶ୍ୱର, ୧୫।୬, ସତ୍ୟଜିତ୍‌ ରାଉତ: ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ସାମ୍ନାରେ ବୁଧବାର ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଥାନା ନିକଟରୁ ପ୍ରାୟ ୩୦ ମିଟର ଦୂର ରାସ୍ତା କଡ଼ରେ ଥିବା ଏକ ଝୁମ୍ପୁଡ଼ି ଘର ଭିତରୁ ପୋଲିସ ମୃତଦେହ…

କମ୍ପ୍ରୋମାଇଜ୍‌ ନ କଲେ କାମ ମିଳେନି: ରାଣୀ ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୧୫।୬(ସତ୍ୟଜିତ୍‌ ରାଉତ) ଓଲିଉଡ୍‌ରେ କାଷ୍ଟିଂ କାଉଚ୍‌କୁ ନେଇ ଲାଗି ରହିଥିବା ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି। ପ୍ରତିଦିନ ଜଣେ ପରେ ଜଣେ ଅଭିନେତ୍ରୀ କାଷ୍ଟିଂ କାଉଚ୍‌କୁ ନେଇ ମୁହଁ ଖୋଲୁଛନ୍ତି। ବୁଧବାର ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀ ଏ ପ୍ରସଙ୍ଗରେ…

୨୦ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର, ୧୫।୬(ଅନିଲ ଦାସ) ଆସନ୍ତା ୨୦ ତାରିଖ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି। ଏ ନେଇ ପାଗ ଅନୁକୂଳ ହେଉଛି। ଗତ କିଛିଦିନ ଧରି ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ବାୟୁ ପ୍ରବାହ ହେଉଥିବା ବେଳେ…

ବାଧ୍ୟତାମୂଳକ ହେବ ବୋର୍‌ଓ୍ବେଲ ପଞ୍ଜୀକରଣ

ଭୁବନେଶ୍ୱର, ୧୫।୬(ଅନିଲ ଦାସ): ବର୍ଷାଭାବ ରାଜ୍ୟର ଜଳ ଉତ୍ସ ଉପରେ ଗଭୀର ପ୍ରଭାବ ପକାଇଲାଣି। ପ୍ରଚଣ୍ଡ ଗ୍ରୀଷ୍ମ ଯୋଗୁ ବର୍ଷର ଅଧିକାଂଶ ଦିନ ନଦୀ, ହ୍ରଦ, ଝରଣା, ପୋଖରୀ ଶୁଖିଲା ପଡୁଛି। ଭୂଗର୍ଭ ଜଳ ଉପରେ ଚାପ ବଢ଼ିଚାଲିଛି। ରାଜ୍ୟର ଅନେକ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୫୦ଲକ୍ଷ ଟଙ୍କାର ସହାୟତା ପ୍ରଦାନ କଲା ସତ୍‌ସଙ୍ଗ

ଭୁବନେଶ୍ୱର,୧୪।୬: ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାରେ ଶତାଧିକ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ବହୁ ଲୋକଙ୍କ ପରିବାର ଉଜୁଡି ଯାଇଛି। କେତେକ ଶିଶୁ ଅନାଥ ହୋଇ ଅସହାୟ ହୋଇପଡିଛନ୍ତି। ଏହି ଅପୂରଣୀୟ କ୍ଷତି ପାଇଁ ସହାୟତାର ହାତ…

ଭୁବନେଶ୍ୱରର ପ୍ରଥମ ମେୟର୍‌ ଜଗନ୍ନାଥ ମହାପାତ୍ରଙ୍କର ପରଲୋକ

ଭୁବନେଶ୍ୱର,୧୪।୬: ବିଏମ୍‌ସିର ପ୍ରଥମ ମେୟର୍‌ ଡା. ଜଗନ୍ନାଥ ମହାପାତ୍ରଙ୍କର ବୁଧବାର ସକାଳେ ଦେହାନ୍ତ ହୋଇଛି। ଶହୀଦନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। ଦେଢ ବର୍ଶ ଧରି ସେ ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ…

ଅଭିଯୋଗ ଆବେଦନ ସମୟସୀମା ୩୦ରୁ ୯୦ ଦିନକୁ ବୃଦ୍ଧି

ଭୁବନେଶ୍ବର, ୧୪।୬(ସୁନୀତ୍‌ ମିଶ୍ର ): କାଳିଆ ହିତାଧିକାରୀଙ୍କ ହିତକୁ ଦୃଷ୍ଟିରେ ରଖି କାଳିଆ ସହାୟତା ଅନ୍‌ଲାଇନ୍‌ ଅଭିଯୋଗ ପୋର୍ଟାଲ ଖୋଲା ରହିବାର ପଦ୍ଧତିରେ ପରିବର୍ତ୍ତନ କରାଯିବା ସହିତ ସମୟସୀମାକୁ ବୃଦ୍ଧି କରାଯାଇଛି। କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅନୁମୋଦନ କ୍ରମେ…

ଗ୍ୟାସ୍‌ ଦରବୃଦ୍ଧି ନେଇ ଆଜି ରାଜଭବନ ଆଗରେ ଧାରଣା ଦେବ ବିଜେଡି

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରନ୍ଧନ ଗ୍ୟାସ୍‌ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନୀରବ ରହୁଛନ୍ତି। ତାହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦…

ଆଜିଠୁ ୨ ଦିନ ସବୁ ଟାଟା ପାଓ୍ବାର କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ଭାଜପା

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କମ୍ପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି। ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନ ଥିବା କଷ୍ଟ…

ଦେଶରେ ପ୍ରଭଞ୍ଜନ ଓ ବୋରା, ରାଜ୍ୟରେ ସ୍ବୟଂଶକ୍ତି ଶ୍ରେଷ୍ଠ

ଭୁବନେଶ୍ୱର,୧୪।୬(ଅନୁରାଧା ମହାରଣା): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୨୩ ୟୁଜିର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁସାରେ ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦…

ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା

ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?