ମେଟ୍ରୋ

ଗରିବଙ୍କ ଚାଉଳରୁ ୫ କେ.ଜି. କାଟିଛନ୍ତି: ନବୀନ

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି ଦରବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ବିଜୁ ମହିଳା ଜନତା…

ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ ନିକଟରେ ନିର୍ମିତ ବିର୍ସା ମୁଣ୍ଡା ଆଥ୍‌ଲେଟିକ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏଥିସହ ଷ୍ଟାଡିୟମ…

ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧ କୋଟି ଟଙ୍କାରେ ପହଞ୍ଚଛିି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭା ବଜେଟ ଅଧିବେଶନରେ ଏହି…

୨୦ରେ କୃଷକ ଆନ୍ଦୋଳନ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍‌ନି ଛଟନିର ପ୍ରତିବାଦ ସହ ପେନ୍‌ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ ବିଧାନସଭା ଘେରାଉ କରିବେ। ଏ ସମ୍ପର୍କରେ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ…

ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି ସପ୍ତାହ ହେବ ରାଜ୍ୟର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଛି। କୋରାପୁଟରୁ କନ୍ଧମାଳ, ଗଞ୍ଜାମରୁ…

ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍‌ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ ସ୍ବାମୀ…

୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ…

ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…

ପାରାଦୀପରେ ଧରାପଡିଥିବା ଗୁଇନ୍ଦା ପାରାକୁ ଅଣାଗଲା ଭୁବନେଶ୍ୱର

ଭୁବନେଶ୍ୱର,୯।୩(ବ୍ୟୁରୋ): ପାରାଦୀପରେ ଧରାଯାଇଥିବା ଗୁଇନ୍ଦା ପାରାକୁ ଗୁରୁବାର ଭୁବନେଶ୍ୱର ଷ୍ଟେଟ ଫୋରେନ୍ସିକ ଲ୍ୟାବ୍‌କୁ ଅଣାଯାଇଛି। ସୂଚନାଯୋଗ୍ୟ, କିଛି ମତ୍ସ୍ୟଜୀବୀ ଟ୍ରଲରରେ ସମୁଦ୍ର ଗର୍ଭକୁ ମାଛ ଧରିବାକୁ ଯାଇଥିବା ବେଳେ ଏହି ପାରାକୁ ସେମାନେ ଦେଖିଥିଲେ। ତେବେ ପାରା ଗୋଡରେ ସ୍ପାଏ କ୍ୟାମେରା…

ଆସନ୍ତାକାଲି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଏହି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲାରେ ୯୦୦କୋଟି ଟଙ୍କାର ୬୦୦ରୁ ଅଧିକ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର…

ଅନ୍ତର୍ଜାତୀୟ ସ୍ତରରେ ଭାରତର ପ୍ରତିନିଧିତ୍ୱ କରିବେ ବରିଷ୍ଠ ଖବରଦାତା ଭବାନୀ ଶଙ୍କର ତ୍ରିପାଠୀ

ଭୁବନେଶ୍ୱର,୯ା୩(ବ୍ୟୁରୋ): ବରିଷ୍ଠ ଖବରଦାତା ଭବାନୀ ଶଙ୍କର ତ୍ରିପାଠୀଙ୍କୁ ମିଳିଛି ବଡ଼ ଦାୟିତ୍ୱ। ସେ ଅନ୍ତର୍ଜାତୀୟ ସ୍ତରରେ ଭାରତର ପ୍ରତିନିଧିତ୍ୱ କରିବେ। ମାର୍ଚ୍ଚ ୧୩ରେ ହେବାକୁ ଥିବା ୟୁନାଇଟେଡ୍‌ ଷ୍ଟେଟ୍‌ସ ଇଣ୍ଟରନ୍ୟାଶନାଲ ଭିଜିଟର୍‌ ଲିଡରଶିପ୍‌ ପ୍ରୋଗ୍ରାମରେ ଭବାନୀ ଯୋଗ ଦେବେ। ‘ଜଳବାୟୁ ପରିବର୍ତ୍ତନ…

ହୋଲିରେ ନିଶା ଖାଇ ଉପଦ୍ରବ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୩(ବ୍ୟୁରୋ): ହୋଲିକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ହୋଲି ଉତ୍ସବ ନାଁରେ ନିଶା ଖାଇ ଉପଦ୍ରବ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri